Posted inଖେଳ

ଅଷ୍ଟ୍ରେଲିଆନ୍‌ ଓପନ୍‌: ଭାରତୀୟ ବଂଶୋଦ୍ଭବ ରାଜୀବଙ୍କୁ ଟାଇଟଲ୍‌

ମେଲବୋର୍ନ, ୨।୨ (ଏଏଫ୍‌ପି)- ଆମେରିକାରେ ଅବସ୍ଥାପିତ ଭାରତୀୟ ବଂଶୋଦ୍ଭବ ରାଜୀବ ରାମ ବର୍ଷର ପ୍ରଥମ ଟେନିସ ଗ୍ରାଣ୍ଡସ୍ଲାମ ଅଷ୍ଟ୍ରେଲିଆନ୍‌ ଓପନ୍‌ ପୁରୁଷ ଡବଲ୍ସରେ ଚାମ୍ପିୟନ ହୋଇଛନ୍ତି। ବ୍ରିଟେନର ଜୋଏ ସେଲିସବରୀଙ୍କୁ ସାଥୀ କରି ଖେଳୁଥିବା ରାଜୀବ ଫାଇନାଲରେ ୬-୪, ୬-୨ ସିଧାସଳଖ ସେଟ୍‌ରେ ମ୍ୟାକ୍ସ ପର୍ସେଲ ଓ ଲୁକ୍‌ ସେବିଲେ ଯୋଡ଼ିଙ୍କୁ ହରାଇଛନ୍ତି। ଏହି ମ୍ୟାଚ୍‌ ଜିତିବାକୁ ରାଜୀବ ଓ ଜୋଏଙ୍କୁ ୧ ଘଣ୍ଟା ୧୦ ମିନିଟ୍‌ ସମୟ ଲାଗିଥିଲା। ୩୫ ବର୍ଷୀୟ ରାଜୀବ ଏଥିପୂର୍ବରୁ ଗତବର୍ଷ ଏଠାରେ ମିକ୍ସଡ ଡବଲ୍ସରେ ମଧ୍ୟ ଚାମ୍ପିୟନ ହୋଇଥିଲେ। ସେହିଭଳି ୨୦୧୬ ରିଓ ଅଲିମ୍ପିକ୍ସର ମିକ୍ସଡ ଡବଲ୍ସରେ ମଧ୍ୟ ସେ ରୌପ୍ୟ ପଦକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୋପାନ୍ନା-ସ୍କୁଗୋର ଦ୍ୱିତୀୟ ରାଉଣ୍ଡରେ

ପ୍ୟାରିସ୍‌, ୨ା୬ (ପି.ଟି.)-ଭାରତର ରୋହନ ବୋପାନ୍ନା ଓ କ୍ରୋଏସିଆର ଫ୍ରାଙ୍କୋ ସ୍କୁଗୋର ଫ୍ରେଞ୍ଚ ଓପନ୍‌ ଟେନିସ୍‌ ପୁରୁଷ ଡବଲ୍ସ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ମଙ୍ଗଳବାର...

ଗାଙ୍ଗୁଲି ଆଇସିସି ଚେୟାରମ୍ୟାନ ହେବା ଚାହାନ୍ତି କାନେରିଆ

ନୂଆଦିଲ୍ଲୀ,୭।୬: ଭାରତୀୟ ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି)ର ନୂଆ ଅଧ୍ୟକ୍ଷ ହେବା ଚାହାନ୍ତି ପାକିସ୍ତାନର ହିନ୍ଦୁ କ୍ରିକେଟର ତଥା ପୂର୍ବତନ...

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା କୋଲକାତା

ମୁମ୍ବାଇ,୨।୫: ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ସୋମବାର ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୪୭ତମ ମ୍ୟାଚ କୋଲକାତା ନାଇଟ ରାଇଡର୍ସ ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଉଛି। କୋଲକାତା...

ସ୍ବର୍ଣ୍ଣ ଜିତିଲେ ନିଖତ

ବର୍ମିଂହାମ,୭।୮: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଦଶମ ଦିନରେ ନିଖତ ଜରିନ ଭାରତ ପାଇଁ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ମହିଳା ବକ୍ସିଂର ଲାଇଟ ଫ୍ଲାଏଓ୍ବେଟ୍‌ ବର୍ଗର...

ଭାରତ ପାଇଁ ସମ୍ମାନର ପ୍ରଶ୍ନ

ଭୁବନେଶ୍ୱର, ୧୪।୧୦(କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପରେ ଶୁକ୍ରବାର ଭାରତ ଓ ମରକ୍କୋ ମଧ୍ୟରେ ମ୍ୟାଚ ଅନୁଷ୍ଠିତ...

ଅର୍ଜୁନ ପୁରସ୍କାର ପାଇଁ କେଉଁ ଖେଳାଳି ଦାଖଲ କରିଛନ୍ତି ନୋମିନେଶନ, ଆସନ୍ତୁ ଜାଣିବା…

ନୂଆଦିଲ୍ଲୀ,୨୯।୮: ଅଗଷ୍ଟ ୨୯ରେ ହକି ଯାଦୁକର ମେଜର ଧାନଚାନ୍ଦଙ୍କ ୧୧୯ ତମ ଜନ୍ମ ଦିବସ ଅବସରରେ ରବିବାର ସାରା ଦେଶରେ ଜାତୀୟ କ୍ରୀଡା ଦିବସ ପାଳନ...

ଭଲିବଲ୍‌ ଖେଳିଲେ ଧୋନୀ

ନୂଆଦିଲ୍ଲୀ, ୫ା୮ (ପି.ଟି.)- ଭାରତର ଦୁଇ ଥର ବିଶ୍ୱକପ୍‌ ବିଜୟୀ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ରବିବାର ଟେରିଟୋରିଆଲ ଆର୍ମିରେ ତାଙ୍କ ବାଟାଲିୟନ ସହିତ...

ସାହାଣୀ କପ୍‌ ଫୁଟବଲ ଉଦ୍‌ଘାଟିତ

କଟକ ଅଫିସ,୪ା୧୨- ଫୁଟବଲ ଆସୋସିଏଶନ ଅଫ ଓଡ଼ିଶା(ଫାଓ) ଆନୁକୂଲ୍ୟରେ ବରଗଡ଼ ଓ ଢ଼େଙ୍କାନାଳରେ ମଙ୍ଗଳବାରଠାରୁ ୬୦ତମ ସିନିୟର ପୁରୁଷ ଆନ୍ତଃ ଜିଲା ଫୁଟବଲ ଚାମ୍ପିୟନଶିପ ସାହାଣୀ...

Advertisement
Archives

Model This Week