Posted inଖେଳ

ଅଷ୍ଟ୍ରେଲିଆନ୍‌ ଓପନ୍‌: ଯୋଗ୍ୟତା ପର୍ଯ୍ୟାୟରୁ ନାଗଲଙ୍କ ବିଦାୟ

ମେଲବୋର୍ନ, ୧୬।୧ (ପି.ଟି.)- ଭାରତୀୟ ପୁରୁଷ ଟେନିସ ଖେଳାଳି ସୁମିତ୍‌ ନାଗଲ ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଅଷ୍ଟ୍ରେଲିଆନ ଓପନ୍‌ ଯୋଗ୍ୟତା ପର୍ଯ୍ୟାୟର ପ୍ରଥମ ରାଉଣ୍ଡରୁ ବିଦାୟ ନେଇଛନ୍ତି। ଗୁରୁବାର ଖେଳାଯାଇଥିବା ପୁରୁଷ ସିଙ୍ଗଲ୍ସ ଯୋଗ୍ୟତା ପର୍ଯ୍ୟାୟ ପ୍ରଥମ ରାଉଣ୍ଡ ମୁକାବିଲାରେ ନାଗଲ ୬-୭ (୨), ୨-୬ ସିଧାସଳଖ ସେଟ୍‌ରେ ଇଜିପ୍ଟର ମହମ୍ମଦ ସାଫଓ୍ବତ୍‌ଙ୍କ ନିକଟରୁ ହାରି ଯାଇଛନ୍ତି। ଏହି ମ୍ୟାଚ୍‌ ଏକ ଘଣ୍ଟା ୨୮ ମିନିଟ୍‌ ଧରି ଅନୁଷ୍ଠିତ ହୋଇଥିଲା। ଫଳରେ ଏକମାତ୍ର ଭାରତୀୟ ଭାବେ ଏବେ ପ୍ରଜନେଶ ଗୁଣେଶ୍ୱରନ ଏହି ସମ୍ମାନଜନକ ପ୍ରତିଯୋଗିତାରେ ତିଷ୍ଠି ରହିଛନ୍ତି। ପୂର୍ବରୁ ଗୁଣେଶ୍ୱରନ ଯୋଗ୍ୟତା ପର୍ଯ୍ୟାୟ ପ୍ରଥମ ରାଉଣ୍ଡ ମୁକାବିଲାରେ ୬-୨, ୬-୪ ସେଟ୍‌ରେ ହ୍ୟାରୀ ବୌଚର୍‌ଙ୍କୁ ହରାଇ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ସେହିଭଳି ରାମକୁମାର ରମାନାଥନ ମଧ୍ୟ ପ୍ରଥମ ରାଉଣ୍ଡରୁ ବିଦାୟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପୁଅକୁ ଶୁଆଇବା ପରେ ଏମିତି କାମ କଲେ ଏହି କ୍ରିକେଟରଙ୍କ ସ୍ତ୍ରୀ

ଟିମ୍‌ ଇଣ୍ଡିଆ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଏବେ ଆଇପିଏଲ୍‌ ୨୦୨୦ ପାଇଁ ଦୁବାଇରେ ଅଛନ୍ତି। ଏହି ସମୟରେ ସ୍ତ୍ରୀ ନତାଶା ଷ୍ଟେନକୋଭିଚ...

ଅନ୍ତରାଷ୍ଟ୍ରୀୟ କ୍ରିକେଟରେ ସର୍ବାଧିକ ଥର ଶୂନରେ ଆଉଟ୍‌ ହୋଇଛନ୍ତି ଏହି ଖେଳାଳି, ରହିଛି ଏଭଳି ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୬।୩: ଜଣେ କ୍ରିକେଟରଙ୍କ ପାଇଁ ଶୂନରେ ଆଉଟ୍‌ ହେବା ଲଜ୍ଜାଜନକ ହୋଇଥାଏ। ଯଦି କେହି ଲଗାତାର ନିରାଶ କରନ୍ତି ତେବେ ତାଙ୍କୁ ସମାଲୋଚନାର ଶିକାର ହେବାକୁ...

ଅଲିମ୍ପିକ୍ସ ହକି: କ୍ୱାର୍ଟରରେ ଭାରତୀୟ ପୁରୁଷ ଦଳ

ଟୋକିଓ, ୩୦।୭: ଟୋକିଓ ଅଲିମ୍ପିକ୍ସ ହକି ଇଭେଣ୍ଟରେ ଭାରତୀୟ ପୁରୁଷ ଦଳ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ଗୁରୁବାର ଅନୁଷ୍ଠିତ ପୁଲ୍‌- ଏ ମ୍ୟାଚ୍‌ରେ ଭାରତ...

ମାଇଲଷ୍ଟୋନ ଠାରୁ ୧୫ ରନ୍‌ ଦୂରରେ ଧୋନୀ

ମୁମ୍ବାଇ,୩୧।୩: ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏକ ବିସ୍ଫୋରକ ଅର୍ଦ୍ଧଶତକ ସହ ଚଳିତ ବର୍ଷ ଆଇପିଏଲ୍‌ରେ ଅଭିଯାନ ଆରମ୍ଭ...

ବର୍ଣ୍ଣବୈଷମ୍ୟ ଆକ୍ଷେପର ଶିକାର ହୋଇଛି: ଗେଲ୍‌

ନୂଆଦିଲ୍ଲୀ,୨।୬(ପି.ଟି.): ବର୍ଣ୍ଣବୈଷମ୍ୟ ନେଇ ଓ୍ବେଷ୍ଟଇଣ୍ଡିଜ୍‌ ତାରକା ବ୍ୟାଟ୍ସମ୍ୟାନ କ୍ରିସ୍‌ ଗେଲ ମୁହଁ ଖୋଲିଛନ୍ତି। କେବଳ ଫୁଟବଲରେ ବର୍ଣ୍ଣବୈଷମ୍ୟ ଭଳି କଳଙ୍କ ରହିଛି ତାହା ନୁହେଁ, କ୍ରିକେଟ...

ଜର୍ସି ଯୋଗୁ ଭାରତ ହାରିଲା: ମେହବୁବା ମୁଫତି

ଶ୍ରୀନଗର, ୧।୭:ଆଇସିସି ବିଶ୍ୱକପରେ ଭାରତର ବିଜୟ ରଥକୁ ରୋକିବାରେ ସମର୍ଥ ହୋଇଛି ଆୟୋଜକ ଇଂଲଣ୍ଡ। ରବିବାର ବର୍ମିଂହାମରେ ଖେଳାଯାଇଥିବା ଏକ ମ୍ୟାଚ୍‌ ଭାରତକୁ ୩୧ରନରେ ପରାସ୍ତ...

ହାଇଦ୍ରାବାଦ୍‌କୁ ହରାଇଲା ପଞ୍ଜାବ

ଦୁବାଇ,୨୫।୧୦(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୪୩ତମ ମ୍ୟାଚ୍‌ରେ ଶନିବାର କିଙ୍ଗ୍ସ ଏକାଦଶ ପଞ୍ଜାବ ୧୨ ରନରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ...

୧୭ ହଜାର ଟଙ୍କାର ବିଶ୍ୱକପ୍‌ ଟିକେଟର ମୂଲ୍ୟ ଦେଢ଼ଲକ୍ଷ

ମୁମ୍ବାଇ,୩।୬- ଚଳିତ ମାସ ୩୦ ତାରିଖରେ ଏଜ୍‌ବାଷ୍ଟନଠାରେ ଆୟୋଜକ ଇଂଲଣ୍ଡ ଓ ଭାରତ ମଧ୍ୟରେ ବିଶ୍ୱକପ୍‌ ଲିଗ୍‌ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ର ଏକ ପ୍ଲାଟିନମ...

Advertisement
Archives

Model This Week