ସିଡନୀ,୨୫।୧: ଅଷ୍ଟ୍ରେଲିଆର ଓପନର ମିକ୍ସ ଡବଲ୍ସ ଫାଇନାଲରେ ପହଞ୍ଚିଛନ୍ତି ଭାରତର ସାନିଆ ମିର୍ଜା ଏବଂ ରୋହନ ବୋପାନ୍ନା। ସେମିଫାଇନାଲରେ ଭାରତୀୟ ଯୋଡି ଗ୍ରେଟ ବ୍ରିଟେନର ନିଲ ସ୍କୁପ୍ସ୍କି ଏବଂ ଆମେରିକାର ଡେସେରିଆ କ୍ରାଉଜିକ ଯୋଡିଙ୍କୁ ୭-୬ (୫) ୬-୭ (୫) ୧୦-୬ ରେ ପରାସ୍ତ କରିଥିଲେ। ଏହାପୂର୍ବରୁ ଭାରତୀୟ ଯୋଡି ଲାଟେଭିଆନ ଏବଂ ସ୍ପେନୀୟ ଯୋଡି ଜେଲେନା ଓସ୍ତାପେଙ୍କୋ ଏବଂ ଡେଭିଡ ଭେଗା ଫର୍ଣ୍ଣାଡିଜଙ୍କ କ୍ୱାର୍ଟର ଫାଇନାଲ ମ୍ୟାଚରେ ଏକ ୱାକଓଭର ପାଇଥିଲେ।
ଏହା ତାଙ୍କର ଶେଷ ଗ୍ରାଣ୍ଡସ୍ଲାମ ହେବ ବୋଲି ସାନିଆ ଘୋଷଣା କରିସାରିଛନ୍ତି। ଫାଇନାଲ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ ସାପିଆ ଆଉ ଏକ ଗ୍ରାଣ୍ଡସ୍ଲାମ ଟାଇଟଲ ଜିତିବା ନିକଟତର ହୋଇଛନ୍ତି।
ବାଇକ୍ ଧକ୍କାରେ ବୃଦ୍ଧ ଗୁରୁତରଚିକିତ୍ସା ଦାବିରେ ରାସ୍ତାରୋକ
ଚିକିଟି, ୧୦/୦୯/୨୦୨୬ (ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ କେ. ନୂଆଗାଁ ଥାନା ଅଧୀନ ଚିକିଟି ଫାଣ୍ଡି ଅଞ୍ଚଳର ଓଳପୁର ଛକ ନିକଟରେ ଶନିବାର…
ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା: ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଛୁରାମାଡ଼
ନବରଙ୍ଗପୁର, ୧୦/୧୦ (ସନ୍ତୋଷ ସନ୍ତୋଷ): ଉମରକୋଟରେ କଲେଜ ନିର୍ବାଚନକୁ କେନ୍ଦ୍ର କରି ଉତ୍ତେଜନା ଦେଖାଦେଇଛି। ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଦୀପକମଲ ମହାପାତ୍ର ନାମକ…
ଅଭିଜିତ, ସୌରଭ, ଆଶୁତୋଷ ହେପାଜତରେ; ସେମାନଙ୍କୁ କେତେ ସମୟ ପର୍ଯ୍ୟନ୍ତ ଅଟକ ରଖାଯିବ? ଜାଣନ୍ତୁ ଅପଡେଟ
ନୂଆଦିଲ୍ଲୀ,୧୦।୧୦: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପ୍ରଦର୍ଶନ କରିବା ଏବଂ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କରିବାକୁ ପହଞ୍ଚିଥିବା ‘କକରୋଚ ଜନତା ପାର୍ଟି’ର ନେତା…
ନାଗସାପ ସହ ରିଲ୍ସ କରିବାବେଳେ ମାରିଲା ଚୋଟ, ଚାଲିଗଲା ଯୁବକଙ୍କ ଜୀବନ
ପୁରୀ,୧୦ା୧୦(ଅଜିତ୍ କୁମାର ମହାନ୍ତି): ସୋସିଆଲ ମିଡିଆରେ ରିଲ୍ସ କରିବା ନିଶା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ନାଗ ସାପକୁ ଧରି ରିଲ୍ସ କରୁଥିବା ବେଳେ ସାପ…
ଦୁର୍ଭାଗ୍ୟଶାଳୀ ସଞ୍ଜୁ ସାମସନ: ପ୍ରଥମଥର ପାଇଁ ଜଣେ ଖେଳାଳି ଭାବେ ସାମ୍ନା କଲେ ଏମିତି ଅବସ୍ଥା
ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ସଞ୍ଜୁ ସାମସନ ଚମତ୍କାର ବ୍ୟାଟିଂ କରି ୪୧ଟି ବଲରୁ ୮୨ ରନ ସଂଗ୍ରହ କରିଥିଲେ। ୯ଟି ଚୌକା ଓ…
ମୁହଁ ଖୋଲିଲେ ଦୀପକେଙ୍କ ମାଆ, ସିଧା କହିଲେ ଦେଖିନେବି…
ନୂଆଦିଲ୍ଲୀ,୧୦।୧୦: କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଦିଲ୍ଲୀ ବିମାନବନ୍ଦରରେ ଅଟକ ରଖାଯିବା ଘଟଣାକୁ ନେଇ ତାଙ୍କ ପିତାମାତା ସରକାରଙ୍କ ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛନ୍ତି।…
ସିଜେପି ଆନ୍ଦୋଳନକୁ ମିଳିଲା ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ, CJI କହିଲେ…
ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀରେ କକରୋଚ ଜନତା ପାର୍ଟି(ସିଜେପି)ର ପ୍ରଦର୍ଶନକୁ ମିଳିଛି ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ।ଫଳରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାରଙ୍କ ବିରୋଧରେ ଜାରି ଆନ୍ଦୋଳନ ଆହୁରି ତୀବ୍ର…
ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ
ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍ୟୁସ୍ଥିତ ଇନ୍ଷ୍ଟିଚ୍ୟୁଟ ଅଫ…

