ଅଷ୍ଟ୍ରେଲିଆର ପରିବେଶ ସ୍ବାଭାବିକ ହେବାକୁ ଲାଗିବ ୧୦୦ ବର୍ଷରୁ ଅଧିକ ସମୟ

ସିଡ୍‌ନୀ,୨୦।୧: ଅଷ୍ଟ୍ରେଲିଆ ଜଙ୍ଗଲରେ ଲାଗିଥିବା ନିଆଁ ଯୋଗୁ ପରିବେଶ ନଷ୍ଟ ହୋଇଯାଇଛି। ପୁଣିଥିରେ ନୂଆ ଜଙ୍ଗଲ ସୃଷ୍ଟି ହୋଇ ସ୍ଥିତି ସ୍ବାଭାବିକ ହେବାକୁ ୧୦୦ ବର୍ଷରୁ ଅଧିକ ସମୟ ଲାଗିବ ବୋଲି ପରିବେଶବିତ୍‌ମାନେ ମତାମତ ଦେଇଛନ୍ତି। ଏବେ ଜଳାପୋଡ଼ା ଗଛ ପୁଣି କଅଁଳିବା ଆରମ୍ଭ କରିଛି। ହଜାର ହଜାର ବନ୍ୟପ୍ରାଣୀଙ୍କ ମୃତ୍ୟୁ ଜଙ୍ଗଲ ନିଆଁରେ ହୋଇଛି। ଶହେ ବର୍ଷରୁ ଅଧିକ ବୟସ୍କ ବହୁ ଗଛ ଏହି ଜଙ୍ଗଲ ନିଆଁରେ ଜଳିପୋଡ଼ି ପାଉଁଶ ହୋଇଯାଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସରକାର ଜଙ୍ଗଲ ନିଆଁରେ କ୍ଷତିଗ୍ରସ୍ତ ହୋଇଥିବା ଲୋକଙ୍କୁ ଆବଶ୍ୟକ ସହାୟତା ଯୋଗାଇ ଦେବା ସହିତ ପରିବେଶ ସୁରକ୍ଷା କାର୍ଯ୍ୟ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୋରିସ୍‌ଙ୍କ ମୁଣ୍ଡରେ ଅନାସ୍ଥା ଖଣ୍ଡା

ଲଣ୍ଡନ, ୬ା୬: କୋଭିଡ୍‌ ଲକ୍‌ଡାଉନବେଳେ କଟକଣା ଉଲ୍ଲଂଘନ କରି ସରକାରୀ କାର୍ଯ୍ୟାଳୟ ପରିସରରେ ପାର୍ଟି କରିବା ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନଙ୍କ ପାଇଁ ସମସ୍ୟା ବଢ଼ାଇଛି।...

ଏହି ଦେଶରେ ନାହିଁ ରେଳ କି ସଡ଼କର ବ୍ୟବସ୍ଥା, ଲୋକେ ଡଙ୍ଗା,ହେଲିକପ୍ଟରରେ କରନ୍ତି ଯାତ୍ରା

ନୁକ୍‌,୨୨।୬: ଗ୍ରୀନଲ୍ୟାଣ୍ଡ ହେଉଛି ଆମେରିକାର ମହାଦେଶର ଏକ ଭୌଗୋଳିକ ଅଂଶ। ୧୯୭୩ରେ ଏହା ୟୁରୋପୀୟ ୟୁନିଅନରେ ସାମିଲ ହୋଇଥିଲା। ଯେତେବେଳେ ଏହା ଡେନମାର୍କର ଅଂଶ ଥିଲା,...

ମାତ୍ର ୧୫ ମିନିଟ୍‌ରେ କରୋନାକୁ ହରାଇଥିଲେ ପୁଅ: ଟ୍ରମ୍ପ

ନ୍ୟୁୟର୍କ,୨୮।୧୦: ଆସନ୍ତା ନଭେମ୍ବର ୩ରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହାପୂର୍ବରୁ ପ୍ରଚାର ଜୋରଦାର ଚାଲିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ...

ଲତାଙ୍କ ମୃତ୍ୟୁରେ ପାକିସ୍ତାନରେ ଶୋକ: ମନ୍ତ୍ରୀ କହିଲେ, ସ୍ବରର ଯାଦୁ ସବୁଦିନ ପାଇଁ ରହିବ

ଇସଲାମାବାଦ,୬।୨: ଭାରତ ରତ୍ନ ଲତା ମଙ୍ଗେସ୍‌କରଙ୍କ ମୃତ୍ୟୁରେ କେବଳ ଦେଶରେ ନୁହେଁ, ବିଦେଶରେ ମଧ୍ୟ ଶୋକର ଛାୟା ଖେଳିଯାଇଛି। କିମ୍ବଦନ୍ତୀ ଗାୟିକାଙ୍କୁ ପାକିସ୍ତାନର ସୂଚନା ମନ୍ତ୍ରୀ...

ରୁଷିଆ ସୈନ୍ୟଙ୍କ କବଳରୁ ମୁକ୍ତ ହେଲା ସୁମି ଅଞ୍ଚଳ

କ୍ୱିଭ୍‌,୮।୪: ରୁଷିଆ ଓ ୟୁକ୍ରେନ ମଧ୍ୟରେ ୪୪ଦିନ ହେଲାଣି ଯୁଦ୍ଧ ଜାରି ରହିଛି। ରୁଷିଆର ଆକ୍ରମଣରେ ୟୁକ୍ରେନର ଅନେକ ସହର ଧ୍ୱଂସ ହୋଇଯାଇଛି। ଇତିମଧ୍ୟରେ, ୟୁକ୍ରେନ...

ସାମାଜିକ ଦୂରତା ଲାଗି ୟୁରୋପ ରେଷ୍ଟୁରାଣ୍ଟ୍‌ରେ କାଚ ପାଚେରୀ

ପ୍ୟାରିସ୍‌,୨୫।୪: କରୋନା ସଂକ୍ରମଣ ନେଇ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ବହୁ ଦେଶରେ ସୁରକ୍ଷା ଦୃଷ୍ଟିରୁ ଲକ୍‌ ଡାଉନ୍‌ ଜାରି ହୋଇଛି। ୟୁରୋପର...

୭୯ ଥର ତାଳି ମାରିଲେ, ୧୫ ଥର ଠିଆହେଲେ, ସେଲ୍‌ଫି ନେବାକୁ ଲାଗିଲା ଭିଡ଼

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୩ା୬: ଆମେରିକାରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ସେଠାରେ ପ୍ରଧାନମନ୍ତ୍ରୀଙ୍କ ଶକ୍ତି ମଧ୍ୟ ଅକ୍ଷୁଣ୍ଣ ରହିଛି। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ...

ଅଷ୍ଟ୍ରେଲିଆରେ ପୁଣି ହିନ୍ଦୁ ମନ୍ଦିର ଉପରେ ଆକ୍ରମଣ

ବ୍ରିସବେନ,୪।୩: ଅଷ୍ଟ୍ରେଲିଆରେ ହିନ୍ଦୁ ମନ୍ଦିର ଉପରେ ଆକ୍ରମଣ ଥମିବାର ନାଁ ଧରୁନାହିଁ। ଶନିବାର ଅଷ୍ଟ୍ରେଲିଆର ବ୍ରିସବେନରେ ଏଭଳି ମାମଲା ସାମ୍ନାକୁ ଆସିଛି। ବ୍ରିସବେନସ୍ଥିତ ଲକ୍ଷ୍ମୀ ନାରାୟଣ...

Advertisement
Archives

Model This Week