ଅଷ୍ଟ୍ରେଲିଆ ଗବେଷକଙ୍କ ମତ: ଦୁଇଟି ଔଷଧ କୋଭିଡ-୧୯କୁ ଆରୋଗ୍ୟ କରିପାରେ

ମେଲବୋର୍ନ,୧୭।୩: କରୋନା ଭାଇରସ ଏବେ ସାରା ବିଶ୍ୱରେ ତା’ର କାୟା ବିସ୍ତାର କରି ଚାଲିଥିବା ବେଳେ ଭାରତ ମଧ୍ୟ ଏଥିରେ ସାମିଲ ହୋଇଛି। ଚାଇନାରୁ ଆରମ୍ଭ ହୋଇଥିବା ଏହି କରୋନା ଭାଇରସ ବା କୋଭିଡ-୧୯ର ଚିକିତ୍ସା ପାଇଁ ଗବେଷକମାନେ ଦିନରାତି ଏକ କରିଦେଇଥିବା ଜଣାପଡିଛି। ଏବେ ଅଷ୍ଟ୍ରେଲିଆର ବିଶେଷଜ୍ଞମାନେ କହିଛନ୍ତି ଆମ ପାଖରେ ଥିବା ୨ଟି ଔଷଧ ଦ୍ୱାରା କୋଭିଡ-୧୯କୁ ଆରୋଗ୍ୟ କରାଯାଇ ପାରିବ। ଏଥିମଧ୍ୟରୁ ଗୋଟିଏ ଏଚ୍‌ଆଇଭି ପାଇଁ ବ୍ୟବହାର ହେଉଥିବା ବେଳେ ଅନ୍ୟଟି ମ୍ୟାଲେରିଆ ପାଇଁ ବ୍ୟବହାର ହେଉଥିବା କ୍ଲେରୋକୁଇନ୍‌ ବୋଲି ସେମାନେ କହିଛନ୍ତି। ୟୁନିଭର୍ସିଟି ଅଫ୍‌ କୁଇନ୍ସଲାଣ୍ଡ ସେଣ୍ଟର ଫର୍‌ କ୍ଲିନିକାଲ ରିସର୍ଚ୍ଚର ନିର୍ଦ୍ଦେଶକ ଡାଭିଡ ପେଟରଶନ news.com.auକୁ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଏହା ଏବେ ମନୁଷ୍ୟ ଉପରେ ପରୀକ୍ଷା ପାଇଁ ପ୍ରସ୍ତୁତ ବୋଲି ସେ କହିଛନ୍ତି। ସେ ଆହୁରି ମଧ୍ୟ ଦାବି କରିଛନ୍ତି ଅଷ୍ଟ୍ରେଲିଆରେ ପ୍ରଥମେ କୋଭିଡ-୧୯ର ଚିକିତ୍ସା ପାଇଁ ଏହି ଔଷଧ ବ୍ୟବହାର କରାଯାଇଥିବା ବେଳେ ରୋଗୀ ସମ୍ପୂର୍ଣ୍ଣ ଠିକ୍‌ ହୋଇଥିବା ଲକ୍ଷ୍ୟ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୪ରେ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ପଦଯାତ୍ରାରେ ଯିବେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨ା୮(ପି.ଟି.): ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

ୟୁରୋପରେ ଗ୍ରୀଷ୍ମ ତାଣ୍ଡବ

ଶୀତପ୍ରଧାନ ମହାଦେଶ ୟୁରୋପରେ ଅତ୍ୟଧିକ ଉତ୍ତାପଜନିତ ବିପର୍ଯ୍ୟୟ ଯେ କେତେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି କରିପାରେ, ଏହା ଅବିଶ୍ୱସନୀୟ ହେଲେ ମଧ୍ୟ ୨୦୨୬ ମସିହା ଗ୍ରୀଷ୍ମଋତୁ ତାହାର…

ସମୟର ସଙ୍କେତ

ମଦର ଅଫ୍‌ ଡେମୋକ୍ରାସି ବା ଗଣତନ୍ତ୍ରର ଜନନୀ ହେଉଛି ଭାରତ। ଏହା ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଏକ ଅସ୍ଥାୟୀ ନିର୍ବାଚିତ ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛି।…

Plane Crash: ଭୟଙ୍କର ବିମାନ ଦୁର୍ଘଟଣା, ୧୩ ମୃତ, ଦେଖନ୍ତୁ ଭୟଙ୍କର Video

ଲିମା,୨।୮: ଶନିବାର ଦକ୍ଷିଣ ଆମେରିକୀୟ ଦେଶ ପେରୁରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି, ଯାହା ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି। ରିପୋର୍ଟ ଅନୁଯାୟୀ ବିମାନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri