Posted inଫୁରସତ

ଅଷ୍ଟ୍ରେଲିଆ ଜଙ୍ଗଲ ନିଆଁର ଧୂଆଁରେ ସମଗ୍ର ବିଶ୍ୱ ହେବ ପ୍ରଭାବିତ

ଓ୍ବାଶିଂଟନ୍‌: ଅଷ୍ଟ୍ରେଲିଆ ଜଙ୍ଗଲ ନିଆଁରୁ ବାହାରିଥିବା ଧୂଆଁ ସମଗ୍ର ପୃଥିବୀର ୪୦ ହଜାର ୭୫ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିବା ସମ୍ଭାବନା ରହିଛି। ଏବେସୁଦ୍ଧା ଅଧା ଅଂଶରେ ବ୍ୟାପି ସାରିଲାଣି। ନାସା ବୈଜ୍ଞାନିକ ସାଟେଲାଇଟ୍‌ ମାଧ୍ୟମରେ ଏହାକୁ ଟ୍ରାକ୍‌ କରିଛନ୍ତି। ଏହି ଧୂଆଁ ତସ୍ମାନ ସାଗର ଏବଂ ପ୍ରଶାନ୍ତ ମହାସାଗର ପାର କରି ଆଗକୁ ବଢ଼ି ଚାଲିଛି। ଅଷ୍ଟ୍ରେଲିଆ ଜଙ୍ଗଲ ନିଆଁରେ ଏପର୍ଯ୍ୟନ୍ତ ୨୫ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦୦୦ରୁ ଅଧିକ ଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଥିବା ଆକଳନ କରାଯାଇଛି। ନାସା ଅନୁଯାୟୀ, ୮ ଜାନୁୟାରୀ ପର୍ଯ୍ୟନ୍ତ ଧୂଆଁ ୧୧ ହଜାର କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଥିଲା। ଏହି ଧୂଆଁ ନ୍ୟୁଜିଲାଣ୍ଡ୍‌ ଉପକୂଳ ଅଞ୍ଚଳ ଛାଡ଼ି ଦକ୍ଷିଣ ଆମେରିକା ନିକଟରେ ପହଞ୍ଚି ସାରିଛି। ଏହାପରେ ସିଡ୍‌ନୀ, ମେଲବୋର୍ନ, ଏଡିଲେଡ୍‌, କେନ୍‌ବରା ଧୂଆଁରେ ଆଚ୍ଛାଦିତ ହୋଇପଡ଼ିଛି। ନାସା କହିବା ଅନୁସାରେ, କିଛି ସପ୍ତାହ ମଧ୍ୟରେ ଧୂଆଁ ଅଷ୍ଟ୍ରେଲିଆ ଆକାଶରେ ପୁଣି ଛାଇଯିବ। ଏହି ଧୂଆଁ ଆଗାମୀ ଦିନରେ ଝଡ଼ର ରୂପ ନେଇପାରେ। ବୈଜ୍ଞାନିକମାନେ କୁହନ୍ତି, ଜଙ୍ଗଲରେ ଲାଗିଥିବା ନିଆଁ ଯୋଗୁ ବାୟୁମଣ୍ଡଳ ଉତ୍ତପ୍ତ ହେବା ସହ ପ୍ରବଳ ଗରମ ଅନୁଭୂତ ହେବ। ଏହି ଧୂଆଁ ବାୟୁମଣ୍ଡଳର ଉପରିଭାଗ ଏବଂ ସମତାପ ମଣ୍ଡଳର ନିମ୍ନଭାଗରେ ପ୍ରାୟ ୧୫ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚି ପାରିବ। ଫଳରେ ଏହି ଧୂଆଁରେ ସମଗ୍ର ବିଶ୍ୱ ପ୍ରଭାବିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟବଲ ପ୍ରତିଯୋଗିତା: ଝାରବେଡ଼ା ଚାମ୍ପିୟନ

କୁଆଁରମୁଣ୍ଡା,୨୮।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଧୀନ କାଲୋଷିହିରିଆ ପଞ୍ଚାୟତ ଲୁଚାବାହାଲ ସ୍କୁଲବସ୍ତି ଖେଳ ପଡ଼ିଆରେ ୨ ଦିନିଆ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।…

ଉଲିବୁର ସଂରକ୍ଷିତ ଜଙ୍ଗଲ ଜମିରେ ରାସ୍ତା ନିର୍ମାଣ ପ୍ରସଙ୍ଗ, ବେଆଇନ ଖନନର ଉଚ୍ଚସ୍ତରୀୟ ତଦନ୍ତ ପରେ ହେବ: ମନ୍ତ୍ରୀ

କେନ୍ଦୁଝର,୨୮ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବଡବିଲ ରେଞ୍ଜ ଅଧୀନ ନାଲଦା ସେକ୍ସନ କାରାଖେଣ୍ଡରା ବିଟ ଅନ୍ତର୍ଗତ ଉଲିବୁର ସଂରକ୍ଷିତ ଜଙ୍ଗଲରେ ଡାଇଭରର୍ସନ ନ କରି ଜଙ୍ଗଲ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

୧ ଲିଟର ପେଟ୍ରୋଲ ବିକ୍ରିରେ କେତେ ଟଙ୍କା ପାଆନ୍ତି ପେଟ୍ରୋଲ ପମ୍ପ ମାଲିକ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…

ନୂଆଦିଲ୍ଲୀ,୨୮।୮: ଯଦି ଆପଣ ଭାବୁଛନ୍ତି ଯେ ପେଟ୍ରୋଲ ପମ୍ପ ମାଲିକ ଟ୍ୟାଙ୍କର ଭର୍ତ୍ତି ପେଟ୍ରୋଲ ଆଣି ପ୍ରତି ଲିଟରରେ ୧୦-୧୨ ଟଙ୍କା ରୋଜଗାର କରନ୍ତି, ତେବେ ତାହା…

ସେପ୍ଟେମ୍ବରରେ ବଦଳିବ ବଡ଼ ଗ୍ରହଙ୍କ ଚଳନ: ୮ ରାଶିଙ୍କୁ ମିଳିବ ଶୁଭଫଳ, ୪ ରାଶି ରୁହନ୍ତୁ ସତର୍କ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ମାସକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି। ଏହି ମାସରେ ୪ଟି ବଡ଼ ଗ୍ରହ ନିଜ ରାଶି ପରିବର୍ତ୍ତନ କରିବେ। ମାସ ଆରମ୍ଭରେ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ଆଜି କମିଛି ସୁନା ଦର! ରୁପା ଦରରେ ବି ବଡ଼ ପରିବର୍ତ୍ତନ; ଚେକ୍ କରନ୍ତୁ ନୂଆ ମୂଲ୍ୟ…

ରାଖୀ ପୂର୍ଣ୍ଣିମା ଅବସରରେ ସୁନା ଓ ରୁପା ଦରକୁ ନେଇ ଆସିଲା ବଡ଼ ଖବର। କାଲି ଅପେକ୍ଷା ଆଜି କମିଛି ସୁନା ଦର। କିଣିବା ପୂର୍ବରୁ ଏଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri