Posted inଖେଳ

ଅଷ୍ଟ୍ରେଲିଆ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି: ସ୍ମିଥ୍‌, ଲାବୁସେନଙ୍କ ଅର୍ଦ୍ଧଶତକ

ବେଙ୍ଗାଲୁରୁ,୧୯।୧: ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନ୍ତିମ ଦିନିକିଆ ମ୍ୟାଚ୍‌ ଚାଲିଛି। ଅଷ୍ଟ୍ରେଲିଆ ଅଧିନାୟକ ଆରୋନ ଫିଞ୍ଚ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଦଳ ୩୦ ଓଭର ବ୍ୟାଟିଂ କରି ୧୬୭ ରନ୍‌ କରି ଦୁଇଟି ଉଇକେଟ୍‌ ହରାଇଛି। ଅଷ୍ଟ୍ରେଲିଆର ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟ ଘଟିଥିଲେ ମଧ୍ୟ ଚତୁର୍ଥ ଉଇକେଟ୍‌ ପାଇଁ ଷ୍ଟିଭ୍‌ ସ୍ମିଥ୍‌ ଏବଂ ମାର୍ନସ ଲାବୁସେନଙ୍କ ଦୃଢ ଭାଗିଦାରୀ ହୋଇଛି। ଉଭୟ ଅର୍ଦ୍ଧଶତକ ହାସଲ କରି ଖେଳୁଛନ୍ତି। ଭାରତ ପ୍ରଥମ ଦିନିକିଆ ହାରିଥିବା ବେଳେ ଦ୍ୱିତୀୟ ଦିନିକିଆରେ ବିଜୟ ସହ ସିରିଜକୁ କମବ୍ୟାକ କରିଥିଲା। ତେଣୁ ଆଜିା ମ୍ୟାଚ୍‌ ଯିଏ ଜିତିବ ସିରିଜ୍‌ ସେ ହାସଲ କରିବ। ଟିମ ଇଣ୍ଡିଆ ଆଜିର ମ୍ୟାଚ ପାଇଁ ଚୂଡାନ୍ତ ଏକାଦଶରେ କୌଣସି ପରିବର୍ତ୍ତନ କରିନାହିଁ। ତେବେ ଅଷ୍ଟ୍ରେଲିଆ ତା’ର ଚୂଡାନ୍ତ ଏକାଦଶରେ ଗୋଟିଏ ପରିବର୍ତ୍ତନ କରିଛି। କେନ ରିଚାର୍ଡସନଙ୍କ ବଦଳରେ ଜୋଶ ହେଜେଲେଉଡଙ୍କୁ ସୁଯୋଗ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଲଜ୍ଜାଜନକ ପରାଜୟକୁ ନେଇ ଇଂଲଣ୍ଡ ଅଧିନାୟକ କହିଲେ ଏଭଳି

ଚେନ୍ନାଇ,୧୬।୨: ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ୩୧୭ରନ୍‌ ବ୍ୟବଧାନରେ ହାରିଛି ଇଂଲଣ୍ଡ ଟିମ୍‌। ଫଳରେ ସିରିଜ୍‌ ୧-୧ ସମାନ ସ୍ଥିତିରେ ପହଞ୍ଚିଛି। ଏହି ଜିତ୍‌...

ପଞ୍ଜାବର କାହାଣୀ ଶେଷ

ଶାରଜା,୩।୧୦: ଶାରଜାର ପିଚ୍‌ରେ ୧୬୫ ରନ୍‌ର ବିଜୟ ଲକ୍ଷ୍ୟର ପିଛା କରୁଥିବା ପଞ୍ଜାବ କିଙ୍ଗ୍ସ ବିନା କ୍ଷତିରେ ୧୧ ଓଭରରେ ୯୧ ରନ୍‌ କରିଥିଲା। ଲଗୁଥିଲା...

ମେରିକମ୍‌, ମନପ୍ରୀତ୍‌ ସିଂ ଭାରତର ପତାକା ବାହକ ହେବେ

ନୂଆଦିଲ୍ଲୀ, ୬ା୭ (ପି.ଟି.)-ଟୋକିଓ ଅଲିମ୍ପିକ୍ସର ଉଦ୍‌ଘାଟନୀ ଉତ୍ସବରେ ବକ୍ସର ଏମ୍‌. ସି. ମେରିକମ୍‌ ଓ ପୁରୁଷ ହକି ଦଳର ଅଧିନାୟକ ମନପ୍ରୀତ୍‌ ସିଂ ଭାରତର ପତାକା...

ପ୍ରଥମ ସିରିଜ୍‌ରେ ଧୋନୀ, କୋହଲିଙ୍କ ତାଲିକାରେ ସ୍ଥାନ ପାଇପାରନ୍ତି ରୋହିତ

ଅହମ୍ମଦାବାଦ,୧୦।୨: ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ରେ କ୍ଲିନ ସୁଇପ୍‌...

ଅଷ୍ଟ୍ରେଲିଆ-ନ୍ୟୁଜିଲାଣ୍ଡର କ୍ରିକେଟ ମ୍ୟାଚ ଯୋଜନା

ମେଲବୋର୍ନ, ୧୩ା୫ (ପି.ଟି.)- କରୋନା ଭାଇରସ୍‌ ମହାମାରୀ ଯୋଗୁ ବର୍ତ୍ତମାନ ସ୍ଥିତିରେ ଇଣ୍ଟରନ୍ୟାଶନାଲ ଟୁର୍‌ ସମ୍ଭବନା ଦେଖା ଯାଉ ନ ଥିବାରୁ ଦୁଇ ପଡ଼ୋଶୀ ଦେଶ...

ପୁଣି ଥରେ ରୌପ୍ୟରେ ସନ୍ତୁଷ୍ଟ ହେଲେ ସିନ୍ଧୁ

ନୂଆଦିଲ୍ଲୀ,୫।୧୨: ଭାରତର ଚାମ୍ପିୟନ ବ୍ୟାଡ୍‌ମିଣ୍ଟନ ଖେଳାଳି ପିଭି ସିନ୍ଧୁଙ୍କୁ ପୁଣି ଥରେ ରୌପ୍ୟ ପଦକରେ ସନ୍ତୁଷ୍ଟ ହେବାକୁ ପଡ଼ିଛି ବିଡବ୍ଲ୍ୟୁଏଫ୍‌ ଓ୍ବାଲ୍ଡ ଟୁର ଫାଇନାଲ୍ସରେ। ବିଶ୍ୱ...

ନେଗେଟିଭ୍‌ ପରେ ପାକିସ୍ତାନ ଦଳରେ କାଶିଫ୍‌

ଲଣ୍ଡନ,୧୬ା୭ (ଏ.ପି.)-ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି)ର ପ୍ରୋଟୋକଲ୍‌ ଅନୁସାରେ ବାମହାତୀ ସ୍ପିନର କାଶିଫ ଭଟ୍ଟିଙ୍କର ଦୁଇଥର କୋଭିଡ୍‌-୧୯ ଟେଷ୍ଟରେ ନେଗେଟିଭ୍‌ ଆସିବାପରେ ବର୍ତ୍ତମାନ...

ଟି-୨୦ ବିଶ୍ୱକପ୍‌ ସେମିଫାଇନାଲ, ଫାଇନାଲରେ ବର୍ଷା ହେଲେ କିଏ ହେବ ବିଜେତା

ନୂଆଦିଲ୍ଲୀ,୭।୧୧: ଆଇସିସି ଟି-୨୦ ବିଶ୍ୱକପ ବର୍ତ୍ତମାନ ଶେଷ ଆଡକୁ ଗତି କରୁଛି। ଭାରତ, ପାକିସ୍ତାନ, ନ୍ୟୁଜିଲାଣ୍ଡ ଏବଂ ଇଂଲଣ୍ଡର ଦଳ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଏହି...

Advertisement
Archives

Model This Week