Posted inଜାତୀୟ

ଅସନ୍ତୁଷ୍ଟ ବିଧାୟକଙ୍କୁ ମନ୍ତ୍ରୀ ପଦ ଯାଚିଲେ କୁମାରସ୍ବାମୀ

ବେଙ୍ଗାଲୁରୁ,୮।୭: ସଂଖ୍ୟା ଗରିଷ୍ଠତାକୁ ନେଇ ଏବେ ଅଡୁଆରେ ପଡିଛି କର୍ନାଟକର କୁମାରସ୍ବାମୀ ସରକାର। ଇତି ମଧ୍ୟରେ ବିଧାୟକଙ୍କୁ ମନାଇବାକୁ ଯାଇ କେତେଜଣ ଅସନ୍ତୁଷ୍ଟ ବିଧାୟକଙ୍କୁ କୁମାରସ୍ବାମୀ ମନ୍ତ୍ରୀପଦ ଯାଚୁଥିବା ଶୁଣିବାକୁ ମିଳିଛି। ଆଲୋଚନା ହେଉଛି କି କୁମାରସ୍ବାମୀ ଜେଡିଏଏସ୍‌ର ୩ ବିଧାୟକଙ୍କୁ ମନ୍ତ୍ରୀ ଓ ବୋର୍ଡ ଚେୟାରମ୍ୟାନ ଭଳି ପଦ ଦେବାକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢିଗଲା ସାବୁନ-ସାମ୍ପୁର ଦାମ୍‌, ସାଧାରଣ ଲୋକଙ୍କୁ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୧୬।୪: ଖୁଚୁରା ଏବଂ ପାଇକାରୀ ମୁଦ୍ରାସ୍ଫୀତି ବୃଦ୍ଧିର ରିପୋର୍ଟ ପରେ, ଆଉ ଏକ ଖବର ସାମ୍ନାକୁ ଆସିଛି ଯାହା ମଧ୍ୟବିତ୍ତ ପରିବାର ପାଇଁ ସାମାନ୍ୟ ଝଟକା ଆଣିପାରେ।…

ଦୂରଦୃଷ୍ଟି ଅଭାବ,ସରକାରୀ ଅର୍ଥ ବରବାଦ୍‌: ମାଟିରେ ମିଶିଲା ଦୋକାନ ଗୃହ

ବରଗଡ଼,୧6।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରକୁ ବିକଶିତ କରିବା ଲକ୍ଷ୍ୟ ନେଇ ପୌର ପ୍ରଶାସନ ପକ୍ଷରୁ ପର୍ଯ୍ୟାୟକ୍ରମେ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ଉଚ୍ଛେଦ ଅଭିଯାନ ଗୋଟିଏ ଅଞ୍ଚଳରୁ ଅନ୍ୟ ଅଞ୍ଚଳରେ…

ଜମ୍ବୁ ଦ୍ୱୀପ ମହୋତ୍ସବରେ ଓଡ଼ିଆ ଅସ୍ମିତାର ଝଲକ: ବିଧାୟକଙ୍କ ଦ୍ୱାରା…

ମହାକାଳପଡ଼ା,୧୬ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):ବଙ୍ଗୋପସାଗର ତଟ ଦେଶର ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ ୨୦୨୬ ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ…

ଏପ୍ରିଲ ୨୯ ପରେ ଭାରତରେ ବଢିଯିବ ପେଟ୍ରୋଲ ଦର! ଲିଟର ପିଛା ହେବ…

ନୂଆଦିଲ୍ଲୀ,୧୬।୪: ମଧ୍ୟପ୍ରାଚ୍ୟରେ 40 ଦିନର ସଂଘର୍ଷ ପରେ, ଦୁଇ ସପ୍ତାହର ଯୁଦ୍ଧବିରତି ସ୍ଥାପନ କରାଯାଇଛି; ତଥାପି, ପରିସ୍ଥିତି ଅପରିବର୍ତ୍ତିତ ରହିଛି। ବିଶ୍ୱର ପ୍ରମୁଖ ଜଳପଥ ମଧ୍ୟରୁ, ହର୍ମୁଜ…

୨୦୩୨ ପର୍ଯ୍ୟନ୍ତ ଏହି ରାଶିକୁ କଲବଲ କରିବେ ଶନି! ଆଉ ୨ ରାଶି ହେବେ ପ୍ରଭାବିତ, ଜାଣି ନିଅନ୍ତୁ…

ନ୍ୟାୟର ଦେବତା ହେଉଛନ୍ତି ଶନି । ସାଡେ ସତୀ ସମୟରେ କିଛି ରାଶି ଉପରେ ତାଙ୍କର କଠୋର ଦୃଷ୍ଟି ପକାଇଥାନ୍ତି। ବର୍ତ୍ତମାନ ତିନୋଟି ରାଶି ଶନି ସାଡେ…

ସୋସିଆଲ ମିଡିଆରେ ଫସାଇ ୧୮୦ ନାବାଳିକାଙ୍କୁ ଯୌନ ଶୋଷଣ

ଅମରାବତୀ,୧୬ା୪: ସୋସିଆଲ ମିଡିଆ ସ୍ନାପ୍‌ଚାଟ୍‌ ଏବଂ ହ୍ବାଟ୍ସଆପ୍‌ ଜରିଆରେ ସମ୍ପର୍କ ବଢ଼ାଇବା ପରେ ଯୁବତୀ ଓ ନାବାଳିକାମାନଙ୍କୁ ଯୌନଶୋଷଣ କରାଯାଇଛି। ଏହାସହ ଯୌନକ୍ରିୟାର ଭିଡିଓ ଉତ୍ତୋଳନ କରି…

ଜାତୀୟ ମହିଳା ସଂରକ୍ଷଣ ବିଲ୍‌କୁ ବିଜେଡିର ସମର୍ଥନ

ଭୁବନେଶ୍ୱର,୧୬ା୪(ସୁନିତ୍‌ ମିଶ୍ର): ମହିଳା ସଂରକ୍ଷଣ ଓ ମହିଳା ସଶକ୍ତୀକରଣ କ୍ଷେତ୍ରରେ ସାରା ଦେଶରେ ବିଜୁ ପଟ୍ଟନାୟକ ଜଣେ ଅଗ୍ରଦୂତ ଥିଲେ। ବିଜେଡି ସବୁବେଳେ ବିଧାନସଭା ଓ ପାର୍ଲାମେଣ୍ଟରେ…

ଡିଲିମିଟେଶନ୍‌ ବିରୋଧରେ ଭୋଟ ଦେବେ ବିପକ୍ଷ

ନୂଆଦିଲ୍ଲୀ/ଚେନ୍ନାଇ,୧୬ା୪(ପି.ଟି./ଏଜେନ୍ସି): ସଂସଦରେ ଗୁରୁବାରଠାରୁ ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ ଆରମ୍ଭ ହେବାକୁ ଯାଉଥିବାବେଳେ ଏହାର ଅବ୍ୟବହିତ ପୂର୍ବରୁ ବିରୋଧୀ ଦଳଗୁଡ଼ିକର ନେତାମାନେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri