ଅସମ୍ପୂର୍ଣ୍ଣ ଘର ଆଗରେ ପ୍ରଶାସକଙ୍କ ଧାରଣା

କାମାକ୍ଷାନଗର, ୨୯।୧(ଡି.ଏନ.ଏ.) – ଆବାସ ଯୋଜନାରେ ପୁଳାପୁଳା ଦୁର୍ନୀତିକୁ ନେଇ ନିନ୍ଦିତ ହେଉଛି ଢେଙ୍କାନାଳ ଜିଲା ପ୍ରଶାସନ। ବିଶେଷ କରି ପରଜଙ୍ଗ, କଙ୍କଡ଼ାହାଡ଼ ବ୍ଲକରେ ଏହା ସୀମା ଟପିଛି। ହେଲେ କାମାକ୍ଷାନଗର ବ୍ଲକରୁ ଏହାର ଓଲଟା ଚିତ୍ର ପଦାକୁ ଆସିଛି। ପ୍ରଶାସନିକ ସହଯୋଗ ସତ୍ତ୍ୱେ ନିର୍ଦ୍ଧାରିତ ସମୟ ସୀମା ଟପିଯାଇଥିଲେ ମଧ୍ୟ କାମ ଶେଷ କରୁନାହାନ୍ତି ହିତାଧିକାରୀ। ଏହାର ପ୍ରତିବାଦରେ ବିଡିଓ ଏବଂ ଜନ ପ୍ରତିନିଧିମାନେ ଏକାଠି ହୋଇ ଗୃହ କାର୍ଯ୍ୟ ସାରିବାରେ ଅବହେଳା କରୁଥିବା ହିତାଧିକାରୀଙ୍କ ଘର ସମ୍ମୁଖରେ ମଙ୍ଗଳବାର ପ୍ରତୀକାତ୍ମକ ଧାରଣା ଦେଇଛନ୍ତି, ଯାହାକୁ ନେଇ ଏବେ ଆରମ୍ଭ ହୋଇଛି ଚର୍ଚ୍ଚା।
ସୂଚନାଯୋଗ୍ୟ, କାମାକ୍ଷାନଗର ବ୍ଲକରେ ଗ୍ରାମୀଣ ଆବାସ ଯୋଜନାରେ ୨୦୧୯ ବର୍ଷରେ ୫୦୫ ଏବଂ ୨୦୨୦ ବର୍ଷଲାଗି ୧୧୬୨ ଗୃହ ନିର୍ମାଣ ଲାଗି ଲକ୍ଷ୍ୟ ରଖାଯାଇଛି। ମୋଟ ୧୬୬୭ ଗୃହ ମଧ୍ୟରୁ ୧୦୩୯ଟି ସମ୍ପୂର୍ଣ୍ଣ ହୋଇଛି। ୬୨୮ ଘରକାମ ଅସମ୍ପୂର୍ଣ୍ଣ ଅବସ୍ଥାରେ ରହିଛି। ତନ୍ମଧ୍ୟରୁ କେବଳ ତୁମୁସିଙ୍ଗା ପଞ୍ଚାୟତରେ ସର୍ବାଧିକ ୧୨୭ ହିତାଧିକାରୀଙ୍କ ଘର ଅଧାପନ୍ତରିଆ ଅବସ୍ଥାରେ ରହିଛି। ପ୍ରଶାସନ ଏବଂ ଜନପ୍ରତିନିଧିଙ୍କ ପକ୍ଷରୁ ବାରମ୍ବାର ତାଗିଦ୍‌, ଅନୁରୋଧ ସତ୍ତ୍ୱେ କୌଣସି ସୁଫଳ ମିଳୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କପାଳୀ କ୍ଷେତ୍ରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନବଯୌବନ ବେଶ ଦର୍ଶନ

ବନ୍ତ,୨ା୭(ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ବ୍ଲକର କପାଳୀକ୍ଷେତ୍ର ଜଗନ୍ନାଥ ମନ୍ଦିରରେ ମଙ୍ଗଳବାର ନେତ୍ରୋସତ୍ବ ଅନୁଷ୍ଠିତ ହୋଇଯାଇଛି। ଭକ୍ତମାନେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନବଯୌବନ ବେଶ ଦର୍ଶନ କରିଥିଲେ। ମଙ୍ଗଳବାର ସକାଳେ...

ବରଗଡ଼ ଧନୁଯାତ୍ରା :ସ୍ଥାପନ ହେଲା ଶୁଭସ୍ତମ୍ଭ

ବରଗଡ଼ ଅଫିସ,୨୫।୧୧: ସର୍ବବୃହତ ଖୋଲା ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ପାଇଁ ଶୁକ୍ରବାର ସାରେ ଶୁଭସ୍ତମ୍ଭ ସ୍ଥାପନ କରାଯାଇଛି । ସା ୫ଟା ୩୦ ମିନିଟ୍‌ରେ...

ଶାଳଚୁଆ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ମୃତ୍ୟୁ ଘଟଣା: ନ୍ୟାୟ ଦାବିରେ ଥାନାରେ ହୋହଲ୍ଲା

କପ୍ତିପଦା,୧୩ା୯(ଡ଼ି.ଏନ୍‌.ଏ)- କପ୍ତିପଦା ବ୍ଲକ୍‌ ଅଧୀନ ଶାଳଚୁଆ ନୂତନ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ନିବାସରେ ରହୁଥିବା ଜଣେ ୧୦ମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ଦୋଷୀଙ୍କ...

ଷୋଳମପୁରରେ ୩ୟ କରୋନା ପଜିଟିଭି ଚିହ୍ନଟ ପରେ ଗ୍ରାମକୁ ସାନିଟାଇଜ଼ କରାଗଲା

ଭଣ୍ଡାରିପୋଖରୀ, ୧୫।୫ (ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଷୋଳମପୁର ପଞ୍ଚାୟତର ତୃତୀୟ କରୋନା ପଜିଟିଭ ଗୁରୁବାର ଚିହ୍ନଟ ହୋଇଥିଲେ। ତାଙ୍କୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ...

ରେଳରୋକୋ କଲେ ଆନ୍ଦୋଳନକାରୀ

ବାଲେଶ୍ୱର ଅଫିସ ୨୮।୩: କେନ୍ଦ୍ର ସରକାରଙ୍କ ଜନମାରଣ ନୀତି ପ୍ରତିବାଦରେ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ଦୁଇ ଦିନିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହି...

କରୋନା ଲାଗି ବୈରଖପାଲି ଗାଁ ରାସ୍ତା ସିଲ୍‌ କଲେ ଓ୍ବାର୍ଡସଭ୍ୟ

ବିଜେପୁର,୨୯।୩(ଡି.ଏନ୍‌.ଏ.): କରୋନା ବିଶ୍ବବାସୀଙ୍କ ନିଦ ହଜାଇ ଦେଇଛି। ଏହାର ମୁକାବିଲା ଲାଗି ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏ ନେଇ ବରଗଡ଼ ଜିଲା ବିଜେପୁର ବ୍ଲକ...

ସାନିଟାଇଜେସନ୍‌ ହେଲା ବଜାର ଅଞ୍ଚଳ

ବନ୍ତ,୧୫ା୪(ଡି.ଏନ୍‌.ଏ.) : କରୋନା ମହାମାରୀ ସଂକ୍ରମଣ ପ୍ରତିହତ ପାଇଁ ସରକାରଙ୍କ ପକ୍ଷରୁ ବିିଭିନ୍ନ ବଜାର ଅଞ୍ଚଳକୁ ସାନିଟାଇଜେସନ କରାଯାଉଛି। ଏହିକ୍ରମରେ ବୁଧବାର ଭଦ୍ରକ ଜିଲା ବନ୍ତ...

ଶୁଦ୍ଧି କାର୍ଯ୍ୟରେ ଯୋଗଦେବାକୁ ଯାଉଥିବା ବେଳେ ଅଟୋ ଦୁର୍ଘଟଣା: ୮ ଆହତ

ବାଲିଗୁଡ଼ା,୨୪ା୮(ଡି.ଏନ୍‌.ଏ.): ସମ୍ପର୍କୀୟଙ୍କ ଶୁଦ୍ଧି କାର୍ଯ୍ୟରେ ଯୋଗଦେବାକୁ ଯାଉଥିବା ବେଳେ ଅଘଟଣ ଘଟିଛି। ଏକ ଅଟୋ ଦୁର୍ଘଟଣାଗ୍ରସ୍ତ ହେବାରୁ ୮ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ବାଲିଗୁଡ଼ା...

Advertisement
Archives

Model This Week