ଅସମ୍ଭାଳ ତାତି: ବରଗଡ଼ରେ ଅଂଶୁଘାତ ନେଲା ୨ ଜୀବନ

ବରଗଡ଼ ଅଫିସ୍‌,୧୨।୬: ବରଗଡ଼ ଜିଲାରେ ତାତି, ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଛି । ଏ ନେଇ ଜିଲାରେ ବୁଧବାର ଅଂଶୁଘାତରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ସେମାନଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି । ମୃତକମାନେ ହେଲେ ବରଗଡ଼ ସଦର ଥାନା ଅନ୍ତର୍ଗତ ସରସରା ଗ୍ରାମର ଗ୍ରନ୍ଥ ପ୍ରଧାନ(୫୮) ଏବଂ ଗାଇସିଲେଟ୍‌ ଥାନା ଟେଙ୍ଗନାପାଲି ଗ୍ରାମର ସହଦେବ ବରିହା(୮୦) । ଗ୍ରନ୍ଥ ସକାଳୁ କ୍ଷେତକୁ ଯାଇ ସେଠାରେ ଗୁରୁତର ହୋଇ ଘରକୁ ଫେରିଥିଲେ । ଏହାପରେ ତାଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ସେହିପରି ମୃତ ସହଦେବ ମଧ୍ୟ ସକାଳୁ ଧାନଖଳାକୁ ଯାଇଥିଲେ ଏବଂ ସେଠାରେ ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ମଧ୍ୟ ଡାକ୍ତରଖାନା ନିଆଯାଇଥିବା ବେଳେ ଡାକ୍ତର ମୃତ ଘୋଷଣା କରିଥିଲେ । ଅଂଶୁଘାତ ଯୋଗୁ ଉଭୟଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହେବା ପରେ ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଦୁଇ ମୃତଦେହ ବ୍ୟବଚ୍ଛେଦ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପାତାଳି ଶ୍ରୀକ୍ଷେତ୍ରରେ ଘୋଷଯାତ୍ରା: ମହିଳା ଟାଣିଲେ ସୁଭଦ୍ରାଙ୍କ ରଥ

ଉଲୁଣ୍ଡା, ୪ା୭(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡ ବ୍ଲକ କୋଟସମଲାଇସ୍ଥିତ ଅନ୍ୟତମ ପର୍ଯ୍ୟଟନସ୍ଥଳୀ ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜୀଉଙ୍କ ଘୋଷଯାତ୍ରା ଆନନ୍ଦ ଉଲ୍ଲାସ ମଧ୍ୟରେ ସମ୍ପନ୍ନ ହୋଇଯାଇଛି। ପୂର୍ବ...

ରେଢାଖୋଲରେ ଗୋଟିଏ ପରିବାରର ୧୦ ଜଣଙ୍କୁ ସଙ୍ଗରୋଧରେ ରଖିଲା ପ୍ରଶାସନ

ରେଢାଖୋଲ, ୪।୪(ଡି.ଏନ.ଏ.)ସମ୍ବଲପୁର ଜିଲା ପ୍ରଶାସନ ରେଢାଖୋଲ ସହର ଖନ୍ଦାଢିପ ସାହି (ୱାର୍ଡ ନଂ ୭)ର ଗୋଟିଏ ପରିବାରର ୧୦ ଜଣ ସଦସ୍ୟଙ୍କୁ ସଂଗରୋଧରେ ରଖିଛି। ଏହି...

ମଣ୍ଡିରେ ପଡିଛି ୩ ହଜାର ବସ୍ତା ଧାନ

ମନମୁଣ୍ଡା, ୧୭।୬ (ଡି.ଏନ.ଏ)    ବୌଦ୍ଧ ଜିଲା ମନମୁଣ୍ଡା ମଣ୍ଡିରୁ ଧାନ ଉଠୁନାହିଁ । ଫଳରେ ଏଠାରେ ୩ ହଜାର ବସ୍ତା ଧାନ ପଡି ରହିଛି...

ଅଟୋ ଓଲଟି ଶ୍ରମିକଙ୍କ ଜୀବନ ଗଲା

ସମ୍ବଲପୁର, ୨୫।୧୧(ବ୍ୟୁରୋ):ସମ୍ବଲପୁର ଜିଲା ସଦର ଥାନା ଭୋଇପାଲି ଗ୍ରାମ ନିକଟରେ ଅଟୋ ଦୁର୍ଘଟଣା ହୋଇ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଘେନୁପାଲି...

ରେଳମନ୍ତ୍ରୀଙ୍କୁ ଭେଟିବା ପରେ ରହିବ ଟ୍ରେନ୍‌

ସମ୍ବଲପୁର,୩୧ା୩ (ବ୍ୟୁରୋ): ସମ୍ବଲପୁର ଜିଲା ବାମରା ରେଳ ଷ୍ଟେଶନରେ ଏକ୍ସପ୍ରେସ୍‌ ଟ୍ରେନ୍‌ ରହଣି ଓ ଓଭରବ୍ରିଜ୍‌ ନିର୍ମାଣ ଦାବି ନେଇ ଜନଆନ୍ଦୋଳନ ଜାରି ରହିଛି। ଅଞ୍ଚଳବାସୀଙ୍କ...

ଭିସୁଟ ଛାତ୍ର ନିର୍ମାଣ କଲେ ବିଶୋଧନ ଯନ୍ତ୍ର

ସମ୍ବଲପୁର,୨୮।୬(ବ୍ୟୁରୋ) ସମ୍ବଲପୁର ବୁର୍ଲା ବୀରସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟରେ ଭିସୁଟ ରୋବୋଟିକ୍ସ ସୋସାଇଟିର ଛାତ୍ରୀଛାତ୍ରମାନେ କଣ୍ଟାକ୍ଟଲେସ୍‌ ୟୁଭି ଡିସଇନଫେକ୍ଟାଣ୍ଟ (ୟୁଭିଆରଏଏସ୍‌)ନିର୍ମାଣ କରିଛନ୍ତି। ଏହି ଯନ୍ତ୍ରରୁ ବାହାରୁଥିବା...

ସୁବର୍ଣ୍ଣପୁରରେ ବିଶ୍ୱ ଯୋଗ ଦିବସ: ସ୍ବାସ୍ଥ୍ୟ ପାଇଁ ଯୋଗର ଆବଶ୍ୟକତା ରହିଛି

ସୋନପୁର,୨୧।୬(ନି.ପ୍ର.)- ସୁବର୍ଣ୍ଣପୁର ରୟାଲ ପଡ଼ିଆ ଓ ଟାଉନହଲ୍‌ଠାରେ ବିଶ୍ୱ ଯୋଗ ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ଜିଲା ଯୋଗ ମହୋତ୍ସବ ସମିତି ଆନୁକୂଲ୍ୟରେ ଟାଉନହଲ୍‌ଠାରେ ଆୟୋଜିତ...

ହନୁମାନ ଜୟନ୍ତୀ ଶୋଭାଯାତ୍ରାରେ ବୁଲିବନି ଖଣ୍ଡା

ସମ୍ବଲପୁର,୮ା୪(ବ୍ୟୁରୋ): ସମ୍ବଲପୁର ଡିଆର୍‌ଡିଏ ସମ୍ମିଳନୀ କକ୍ଷରେ ହନୁମାନ ଜୟନ୍ତୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏସ୍‌ପି ବାତୁଳା...

Advertisement
Archives

Model This Week