ଅସରଳାରେ ଶ୍ରୀରାମଚରିତ ମାନସ ଶୁଭାରମ୍ଭ

ବୋଲଗଡ଼,୨୧ା୫(ଡି.ଏନ.ଏ.)-ବୋଲଗଡ଼ ବ୍ଲକ ଅସରଳା ଗ୍ରାମରେ ସୋମବାର ୨୧ତମ ବାର୍ଷିକ ଶ୍ରୀରାମଚରିତ ମାନସ ନବାହ୍ନ ପାରାୟଣ ଓ ଜ୍ଞାନଯଜ୍ଞ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ସନ୍ଥ ତୁଳସୀ ଦାସଙ୍କ ରଚିତ ରାମଚରିତ ମାନସ ପ୍ରବଚନ ନିମନ୍ତେ ପ୍ରତି ସନ୍ଧ୍ୟାରେ ପଣ୍ଡିତ ପ୍ରବଚକମାନେ ଯୋଗଦେବେ। ଚଳିତ ମାସ ୨୯ ତାରିଖରେ ଏହି ଜ୍ଞାନଯଜ୍ଞର ପୂର୍ଣ୍ଣାହୁତି ହେବ। ଏହି ଅବସରରେ ଶ୍ରଦ୍ଧାଳୁମାନେ କଳସ ଯାତ୍ରାରେ ଜଳ କୁମ୍ଭ ଆଣି ପାରାୟଣ ସ୍ଥଳରେ ସ୍ଥାପନ କରିଛନ୍ତିି। ପ୍ରତ୍ୟହ ସକାଳ ୬ ଟାରୁ ସୂର୍ଯ୍ୟପୂଜା ଓ ଗୋପୂଜା, ପୂର୍ବାହ୍ନ ୯ଟାରୁ ୧୨ ପର୍ଯ୍ୟନ୍ତ ପାରାୟଣ ଏବଂ ରାତି ୮ଟାରୁ ୧୧ଟା ପର୍ଯ୍ୟନ୍ତ ପ୍ରବଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। କାର୍ଯ୍ୟକ୍ରମରେ ପଣ୍ଡିତ କୈଳାସ ଚନ୍ଦ୍ର କର ବ୍ୟାସ ଆସନ ଅଧିଷ୍ଠିତ ଥିବାବେଳେ ରମେଶ ଚନ୍ଦ୍ର କର ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀଙ୍କ ନିଆରା ଚିତ୍ରକଳା: ମାଟି କାନ୍ଥରେ କାନଭାସ୍‌

ଆଦିବାସୀ ସଂସ୍କୃତିରେ ରଙ୍ଗୀନ ଘର ଓ ପାରମ୍ପାରିକ ଚିତ୍ର କଳା ବହୁ ଆଗରୁ ଜଡ଼ିତ। ଆଧୁନିକତାର ଚାକଚକ୍ୟ ସତ୍ତ୍ୱେ ଏବେ ମଧ୍ୟ କେନ୍ଦୁଝର ଜିଲାର ଅନେକ...

କର୍ଫ୍ୟୁ ସମୟରେ ଘରୁ ଗୋଡ଼ କାଢ଼ିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବ ଅନୁଗୋଳ ପୋଲିସ

ଅନୁଗୋଳ ଅଫିସ,୮ା୫: ଅନୁଗୋଳ ପୋଲିସ ପ୍ରଶାସନ ପକ୍ଷରୁ ଶୁକ୍ରବାର ସକାଳେ ଫ୍ଲାଗ୍‌ମାର୍ଚ୍ଚ କରାଯାଇଛି। ଏହି ଫ୍ଲାଗ୍‌ମାର୍ଚ୍ଚ ସମୟରେ କରୋନା ଭାଇରସ୍‌ ସଂକ୍ରମଣ ସମ୍ପର୍କରେ ଲୋକଙ୍କୁ ସଚେତନ...

ବିପଦର ସମ୍ମୁଖୀନ ହେଉଛନ୍ତି ସାର୍କ

ବାଲେଶ୍ୱର ଅଫିସ, ୧୫।୭-ବାଲେଶ୍ୱର ନୋସି ବିଜିନେସ୍‌ ପାର୍କର ଉତ୍କଳା ମଞ୍ଚରେ ପାଳିତ ହୋଇଛି ‘ସାର୍କ ଦିବସ’। ସାର୍କ କେତେ ଗୁରୁତ୍ୱପୂର୍ଣ୍ଣ ତାହା ଉପରେ ଶିକ୍ଷା ଦେବା...

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଗାୟତ୍ରୀ ମନ୍ତ୍ର ଜପ କଲେ ଯୁବକ: ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌ କରି ଜଣାଇଲେ ବିଡିଓ

ଭଦ୍ରକ ଅଫିସ,୬ା୫: ଭଦ୍ରକ ଜିଲା ତିହିଡ଼ି ବ୍ଲକର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ କୋଲକାତା ଫେରନ୍ତାଙ୍କ ଟିକ୍‌ଟକ୍‌ ଭିଡିଓ ଭାଇରାଲ ଭଳି ଲଜ୍ଜାଜନକ ଘଟଣା ଘଟିଥିବା ଓ ଥାନାରେ...

ସଙ୍ଗରୋଧ କେନ୍ଦ୍ରରେ କାମକରିବା ପରେ ଶିକ୍ଷୟିତ୍ରୀ, ଶିକ୍ଷକଙ୍କ କରାଯାଉ ସ୍ବାବ ଟେଷ୍ଟ: ଶେରଗଡ଼ ପ୍ରାଥମିକ ଶିକ୍ଷକ ସଂଘ

ଶେରଗଡ଼,୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ରେ କରୋନା ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଏ ନେଇ ଶିକ୍ଷକ ମାନଙ୍କୁ କ୍ୱାରାଣ୍ଟାଇନ କାର୍ଯ୍ୟରେ ନିୟୋଜିତ କରୁଛି...

ଗ୍ରାମ ସାନିଟାଇଜ୍‌ କଲା ଏମ୍‌ସିସି

ଢେଙ୍କାନାଳ ଅଫିସ, ୧।୫ – ଢେଙ୍କାନାଳ ପୌରାଞ୍ଚଳ ମୁକ୍ତାଦେଈପୁର ଶାସନର ଯୁବଗୋଷ୍ଠୀ ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି। କୋଭିଡ୍‌-୧୯କୁ ହରାଇବାକୁ ସଂକଳ୍ପ କରିଛନ୍ତି ମୁକ୍ତାଦେଈପୁର...

ସାହି ଗଣ୍ଡଗୋଳ : ୨ ଭାଇଙ୍କୁ ହତ୍ୟା

କେନ୍ଦୁଝର,୬ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ମଲଦା ପଞ୍ଚାୟତ କାଶିଆ ଗ୍ରାମ ନାଏକ ସାହିରେ ଗୁରୁବାର ଅପରାହ୍ନରେ ମାଡପିଟ୍‌ ହୋଇ ୨ ଭାଇଙ୍କୁ ହତ୍ୟା...

ପୋଲିସର ଜୁଆଖେଳ ଭିଡିଓ ଭାଇରାଲ, ନିଲମ୍ବିତ କଲେ ଏସ୍‌ପି

ବୁଗୁଡା,୧୦ା୧୦(ଡି.ଏନ.ଏ.)- ପରମ୍ପରା ନଁାରେ ପାର୍ବଣରେ ଚାଲିଛି ଜୁଆଖେଳ। ସର୍ବସ୍ବ ହରାଉଛନ୍ତି ଜୁଆଡି। ଏହା ଉପରେ ରୋକ ଲଗାଇବାକୁ ବିଭିନ୍ନ ସମୟରେ ପୋଲିସ ଚଢାଉ କରି ଲକ୍ଷାଧିକ...

Coronavirus Update

Archives

Model This Week

Why Dharitri