ଅସରାଏ ବର୍ଷାରେ ଇସ୍କନ ମନ୍ଦିର ସମ୍ମୁଖରେ ଆଣ୍ଠୁଏ ପାଣି

ଅସରାଏ ବର୍ଷାରେ ଇସ୍କନ ମନ୍ଦିର ସମ୍ମୁଖରେ ଆଣ୍ଠୁଏ ପାଣି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ ( ଜାନୁୟାରୀ ୧, ୨୦୨୨)

ଭୁବନେଶ୍ୱର ରାମମନ୍ଦିରରେ ନୂଆବର୍ଷ ଲାଗି ଦୀପ ପ୍ରଜ୍ୱଳନ   ଭୁବନେଶ୍ୱର ସୁନ୍ଦରପଦାରେ ବଗଙ୍କ ମନୋରମ ସମାବେଶ   କଟକ ସିଲଭର ସିଟି ବୋଟିଂ କ୍ଲବରେ ନୂଆବର୍ଷ ପାଇଁ...

ରଥଯାତ୍ରା ଉପଲକ୍ଷେ ଶିଳ୍ପୀ ଏଲ୍‌ ଇଶ୍ୱର ରାଓଙ୍କ ଦିଆସିଲି କାଠିରେ ନିର୍ମିତ କଳାକୃତି

ରଥଯାତ୍ରା ଉପଲକ୍ଷେ ଶିଳ୍ପୀ ଏଲ୍‌ ଇଶ୍ୱର ରାଓଙ୍କ ଦିଆସିଲି କାଠିରେ ନିର୍ମିତ କଳାକୃତି।

ପହଞ୍ଚିଲା ୟୁଏସ୍‌ଏ ପୁରୁଷ ହକି ଟିମ୍‌

ଏଫ୍‌ଆଇଏଚ୍‌ ପୁରୁଷ ହକି ସିରିଜ୍‌ ଫାଇନାଲ ଖେଳିବା ଲାଗି ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିଲା ୟୁଏସ୍‌ଏ ପୁରୁଷ ହକି ଟିମ୍‌।

ଯୋଗ ମହୋତ୍ସବ ସମିତି ଓଡ଼ିଶା ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଯୋଗ ମହୋତ୍ସବ ସମିତି ଓଡ଼ିଶା ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ।

‘ଓ୍ବାଟର୍‌ ଏଟିଏମ୍‌’ ଉଦ୍‌ଘାଟନ

ଗଣେଷ ଘାଟସ୍ଥିତ ପ୍ରୋଜେକ୍ଟ ସ୍ବରାଜ ପରିସରରେ କଟକ ମହାନଗର ନିଗମର ପୂର୍ବତନ ନଗରପାଳ ତ୍ରିଲୋଚନ କାନୁନ୍‌ଗୋ ‘ଓ୍ବାଟର୍‌ ଏଟିଏମ୍‌’କୁ ଉଦ୍‌ଘାଟନ କରୁଛନ୍ତି।

ଓଡ଼ିଶା: ଆଜିର ଫଟୋ ( ଅକ୍ଟୋବର ୧୮, ୨୦୨୨ )

ଉତ୍କଳରତ୍ନ ବିଶ୍ୱନାଥ ମିଶ୍ରଙ୍କ ୧୪୫ତମ ଜୟନ୍ତୀ ଅବସରରେ ଭୁବନେଶ୍ୱର ରାଜଭବନ ସମ୍ମୁଖରେ ଥିବା ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି   ସ୍ୱାଧୀନତା ସଂଗ୍ରାମୀ ଶ୍ରୀ ଗଙ୍ଗାଧର ଦାସଙ୍କ ସ୍ମୃତିରେ...

ଓଡ଼ିଶା: ଆଜିର ଫଟୋ (ସେପ୍ଟେମ୍ବର ୨୪, ୨୦୨୨)

ଭୁବନେଶ୍ୱର ଭଞ୍ଜ କଳାମଣ୍ଡପରେ ନୃତ୍ୟ ନୈବେଦ୍ୟ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ନୃତ୍ୟ କଳା ପ୍ରଦର୍ଶନ ରାଜଧାନୀରେ ପ୍ରବଳ ବର୍ଷା: ଜନଜୀବନ ଅସ୍ତବ୍ୟସ୍ତ ହକି ଇଣ୍ଡିଆର ସଭାପତି...

ଶ୍ରଦ୍ଧାଳୁଙ୍କ ଲମ୍ବା ଲାଇନ

ଶ୍ରାବଣ ଶେଷ ସୋମବାର ମହାଦେବଙ୍କ ଦର୍ଶନଲାଗି ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରରେ କାଉଡ଼ିଆ ତଥା ଶ୍ରଦ୍ଧାଳୁମାନେ ଲମ୍ବା ଧାଡ଼ିରେ ଯାଉଛନ୍ତି।

Advertisement
Archives

Model This Week