ଅସହାୟଙ୍କୁ ଖାଦ୍ୟ ବାଣ୍ଟିଲା ଖବରକାଗଜ ଏଜେଣ୍ଟ ସଂଘ

ବାଲେଶ୍ୱର ଅଫିସ,୧୬।୪- ବର୍ତ୍ତମାନ ସାରା ବିଶ୍ୱ ମହାମାରୀ କରୋନା ପାଇଁ ଆତଙ୍କିତ ହୋଇପଡ଼ିଛି। ଏହି ସମୟରେ ବାଲେଶ୍ୱର ରେଲୱ ଷ୍ଟେସନ ନିକଟରେ ରହିଛନ୍ତି ଶତାଧିକ ଗରିବ ଅସହାୟ। ପ୍ରତିଦିନ ସେମାନଙ୍କୁ ବହୁ ସେଚ୍ଛାସେବୀ ଅନୁଷ୍ଠାନ ସହ ସରକାର ମଧ୍ୟ ଖାଦ୍ୟ ବଣ୍ଟନ କରୁଛନ୍ତି। ଗୁରୁବାର ସକାଳେ ବାଲେଶ୍ୱର ଖବରକାଗଜ ଏଜେଣ୍ଟ ସଂଘ ପକ୍ଷରୁ ଏହି ଲୋକ ମାନଙ୍କୁ ଶୁଖିଲା ଖାଦ୍ୟ ପ୍ରଦାନ କରାଯାଇଥିବାବେଳେ ମହାମାରୀ କରୋନା ପାଇଁ ସଚେତନ ମଧ୍ୟ କରାଯାଇଥିଲା। ସଂଘର ସଭାପତି ବୈଲୋଚନ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧନରେ ବିସ୍କୁଟ, ଚୁଡ଼ା, ଗୁଡ଼, ମୁଢ଼ି, ମିକ୍ସଚର ବଣ୍ଟନ କରାଯାଇଥିଲା। କାର୍ଯ୍ୟକ୍ରମରେ ସଂଘର ଉପ-ସଭାପତି ଗୋବିନ୍ଦ ନାୟକ, ସାଧାରଣ ସମ୍ପାଦକ ଧିରେନ କୁମାର ନାୟକ, ସହସମ୍ପାଦକ ଦାଶରଥି ଜେନା, କୋଷାଧ୍ୟକ୍ଷ ଗଦାଧର ଦାସ, ଦିଲ୍ଲିପ ବର୍ଦ୍ଧନ, ଯୋଗେନ୍ଦ୍ର ମାଇତି ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ଧାରରେ ଲୁଚି ମଣିଷର ଜାସୁସୀ କରୁଛନ୍ତି ଏଲିଅନ! ବୈଜ୍ଞାନିକଙ୍କ ଏହି ଚେତାବନୀ ସାରା ବିଶ୍ୱରେ ସୃଷ୍ଟି କଲାଣି ଆତଙ୍କ

ବିଗତ ଅନେକ ବର୍ଷ ଧରି ଏହି ସୌରମଣ୍ଡଳରେ ଏଲିଅନଙ୍କ ଉପସ୍ଥିତିକୁ ନେଇ ଅନେକ ବଡ଼ ବଡ଼ ଦାବି କରାଯାଇଛି। ହେଲେ ଏପର୍ଯ୍ୟନ୍ତ ଏହା ଏକ ଅସମାହିତ ପ୍ରଶ୍ନ…

NEET ପରୀକ୍ଷା ପୂର୍ବରୁ ଭାରତରେ ଟେଲିଗ୍ରାମ୍ ବ୍ୟାନ୍: ସରକାରଙ୍କୁ ଘେରିଲେ ଟେଲିଗ୍ରାମ ସିଇଓ

ନୂଆଦିଲ୍ଲୀ,୧୭।୬: ଭାରତରେ ଟେଲିଗ୍ରାମ (Telegram) କୁ ସାମୟିକ ଭାବେ ବ୍ୟାନ କରାଯାଇଛି। NEET-UG ୨୦୨୬ ପୁନଃ-ପରୀକ୍ଷା ପୂର୍ୱରୁ କପି ଏବଂ ଗୁଜବ ବା ଭୁଲ ସୂଚନା ରୋକିବା…

ଗର୍ଜିଲା ଶୁଭମନଙ୍କ ବ୍ୟାଟ୍‌; ଆଫଗାନିସ୍ତାନ ବିପକ୍ଷ ମ୍ୟାଚରେ କଲେ ଏମିତି କାରନାମା, ସବୁ ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୧୭।୬: ଲକ୍ଷ୍ନୌରେ ଖେଳାଯାଉଥିବା ଭାରତ ବନାମ ଆଫଗାନିସ୍ତାନ ଦ୍ୱିତୀୟ ଦିନିକିଆ (ODI) ମ୍ୟାଚରେ ଶୁଭମନ ଗିଲ ଏକ ଚମତ୍କାର ଶତକ ହାସଲ କରିଛନ୍ତି। ସେ ୭୭ ବଲରେ…

‘I Am The Boss’… G-7 ମିଟିଂରେ ବଡ଼ ଘୋଷଣା କଲେ ଟ୍ରମ୍ପ! ସମସ୍ତେ କାବା

ନୂଆଦିଲ୍ଲୀ,୧୭।୬: ବୁଧବାର G-7 ନେତାମାନଙ୍କ ବୈଠକର ଶେଷ ଦିନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଏକ ବିବୃତ୍ତି ଭାଇରାଲ ହେଉଛି। କ୍ଲିପରେ, ସମସ୍ତେ ବସିଥିବାବେଳେ…

ଅଭିଯୋଗ ଦେବାକୁ ଯାଇଥିବା ନାବାଳିକାଙ୍କୁ ଥାନାରେ ଧମକ, ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ବାରିପଦା/ମୋରଡ଼ା,୧୭ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ବିବାଦୀୟ ମୋରଡ଼ା ଥାନା ଅଧିକାରୀ ସୁମିତ କୁମାର ସୋରେନ ଅଭିଯୋଗ ଦେବାକୁ ଯାଇଥିବା ଜଣେ ନାବାଳିକାଙ୍କୁ ଥାନାରେ ଧମକ ଦେବା ଘଟଣାକୁ…

ଇରାନକୁ ଡୋନାଲ୍ଡ ଟ୍ରମ୍ପଙ୍କ ଖୋଲା ଧମକ: ‘ସର୍ତ୍ତ ନ ମାନିଲେ ସିଧା ମୁଣ୍ଡ ଉପରେ ପକାଇବୁ ବୋମା’

ନୂଆଦିଲ୍ଲୀ,୧୭।୬: ଇରାନ ସହିତ ଚାଲିଥିବା ଆଲୋଚନା ଏବଂ ଚୁକ୍ତିକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ବୟାନ ପୁଣି ଥରେ ଯୁଦ୍ଧ ଚିନ୍ତାକୁ ବଢ଼ାଇ ଦେଇଛି।…

କାଠରେ ରାମଦୋଳି ନିଜେ ପ୍ରସ୍ତୁତ କରନ୍ତି ଗାଁର ଯୁବତୀ-ଯୁବକ, ରଜ କୁଇନ୍‌ ପ୍ରତିଯୋଗିତାରେ ନେଲେ ଖୁବ୍‌ ମଜା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରଜ ମହୋତ୍ସବ ଧୂମ୍‌ଧାମରେ ପାଳିତ ହୋଇଯାଇଛି। ଭଞ୍ଜନଗର ପାତ୍ର କଲୋନୀରେ ୩ ଦିନ ବ୍ୟାପି ଚାଲିଥିବା ରଜ କୁଇନ୍‌…

‘ତୁମେମାନେ ପରଜୀବୀ, ଜେଲରେ ବନ୍ଦ…’; କକ୍ରୋଚ ପରେ ପୁଣି ବିବାଦୀୟ ବୟାନ ଦେଲେ CJI!

ନୂଆଦିଲ୍‌ଲୀ,୧୭।୬: ଭାରତର ମୁଖ୍ୟ ବିଚାରପତି (CJI) ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଦ୍ୱାରା କିଛି ସମୟ ପୂର୍ୱରୁ ଦିଆଯାଇଥିବା ‘ଅସରପା’ (କକ୍ରୋଚ) ବୟାନକୁ ନେଇ ସାରା ଦେଶରେ ପ୍ରବଳ ହଙ୍ଗାମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri