ଅସହାୟଙ୍କୁ ଖାଦ୍ୟ, ମାସ୍କ ବଣ୍ଟନ

ହାଟଡିହୀ, ୧୭।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୁଲଣ ପଞ୍ଚାୟତ ଆବୁଲପରା ଗ୍ରାମରେ ଅସହାୟ ଲୋକ ଶୁଖିଲା ଖାଦ୍ୟ ଓ ମାସ୍କ ବଣ୍ଟନ କରାଯାଇଛି। ସାମାଜିକକର୍ମୀ ସୁରେଶ୍ୱରୀ ସାଗରିକା ଜେନା, ସାମାଜିକକର୍ମୀ ବିଶ୍ୱରଞ୍ଜନ ପାଣିଗ୍ରାହୀ, ଉମାକାନ୍ତ ରାଉତ, ରମେଶ ଜନାଙ୍କ ନେତୃତ୍ୱରେ ୩୦ରୁ ଊର୍ଦ୍ଧ୍ୱ ପରିବାରକୁ ଚାଉଳ, ଶୁଖିଲା ଖାଦ୍ୟ, ମାସ୍କ ବଣ୍ଟନ କରିଛନ୍ତି। ଏଥିସହ କରୋନା ରୋଗର ମୁକାବିଲା ପାଇଁ ଲୋକଙ୍କୁ ଘରକୁ ଘର ବୁଲି ସଚେତନ କରାଇଥିଲେ। ସରକାରଙ୍କ ନିୟମକୁ ମାନି ନିଜେ ସତର୍କ ରହିଲେ କରୋନାକୁ ମୁକାବିଲା କରିହେବ ବୋଲି ସୁରେଶ୍ୱରୀ ଲୋକଙ୍କୁ ବୁଝାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ଣ୍ଣ ହତ୍ୟାକାଣ୍ଡର ପର୍ଦ୍ଦାଫାଶ, ଅଭିଯୁକ୍ତ ଗିରଫ

ଆର.ଉଦୟଗିରି,୧୧ା୬(ଡି.ଏନ.ଏ.)- ଗଜପତି ଜିଲା ଆର.ଉଦୟଗିରି ଥାନା ନୂଆଗଡ ବ୍ଲକ ତାବରଡା ଗ୍ରାମର ପୂର୍ଣ୍ଣଚନ୍ଦ୍ର ସିଂ (୬୫) ହତ୍ୟାକାଣ୍ଡର ଗୁମର ଖୋଲିଛି ପୋଲିସ। ୨ ମାସ ୧୮...

କାର୍ଯ୍ୟର ମାସେ ନପୁରୁଣ ଭାଙ୍ଗିଲା ଡ୍ରେନ

ଚମ୍ପୁଆ,୨୫ା୭(ଡି.ଏନ.ଏ.)-ଚମ୍ପୁଆ ବସଷ୍ଟାଣ୍ଡ ନିକଟରେ ଏନଏସି ପକ୍ଷରୁ ନିର୍ମାଣ କରାଯାଇଥିବା ଡ୍ରେନ ମାସେ ନପୁରୁଣ ଧସିଯାଇଥିବା ଦେଖିବାକୁ ମିଳିଛି। ଫଳରେ କାର୍ଯ୍ୟର ସ୍ଥାୟୀତ୍ୱ ନେଇ ପ୍ରଶ୍ନବାଚୀ ସୃଷ୍ଟି...

ଦୁର୍ଘଟଣାରେ ଯୁବକ ମୃତ

କୁକୁଡାଖଣ୍ଡି,୭ା୧୨(ଡି.ଏନ.ଏ.): କୁକୁଡ଼ାଖଣ୍ଡି ବ୍ଲକ ବ୍ରହ୍ମପୁର-ଦିଗପହଣ୍ଡି ମୁଖ୍ୟରାସ୍ତା କାଳୁଆ ମନ୍ଦିର ନିକଟରେ ଶୁକ୍ରବାର ଅପରାହ୍ନ ସାଢେ ୪ଟାରେ ଏକ ସଡ଼କ ଦୁଘଟଣାରେ ବ୍ରହ୍ମପୁର ପାଣିଗ୍ରାହୀପେଣ୍ଠ ସାହିର ଜଣେ...

ଅନୁଗୋଳ ପୋଲିସର ଜୋରଦାର ଯାଞ୍ଚ

ଅନୁଗୋଳ ଅଫିସ, ୨୬।୨ – ବର୍ଷା ପାଗ ସତ୍ତ୍ୱେ ମଙ୍ଗଳବାର ଅନୁଗୋଳ ପୋଲିସ ପକ୍ଷରୁ ସହରରେ ଜୋରଦାର ଚେକିଂ କରାଯାଇଛି। ସହର ଉପକଣ୍ଠରେ ନାକାବନ୍ଦୀ କରାଯାଇ...

ଭିଡ଼ ବଢ଼ାଇଲା ସଂକ୍ରମଣ ଆଶଙ୍କା

କାମାକ୍ଷାନଗର, ୭।୮(ଡି.ଏନ.ଏ.) – ଶଟ୍‌ଡାଉନ ଉଠିବା ପରେ ଢେଙ୍କାନାଳ ଜିଲା କାମାକ୍ଷାନଗର ସହରରେ ଗୁରୁବାର ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଥିଲା। ଅମାନିଆଙ୍କ ପ୍ରତି କୋହଳ ମନୋଭାବ...

ଆଜି ସରିବ ଅନୁଗୋଳ ଲକ୍ଷ୍ମୀପୂଜା:ମଣ୍ଡପରୁ ମେଳା, ସବୁଠି ଗହଳି

ଅନୁଗୋଳ ଅଫିସ, ୨୨ା୧୦ ଲକ୍ଷ୍ମୀ ପୂଜା ପାଇଁ ଅନୁଗୋଳ ସହର ଉତ୍ସବମୁଖର ହୋଇପଡ଼ିଥିବା ବେଳେ ଦିନକୁ ଦିନ ଅଧିକ ଶ୍ରଦ୍ଧାଳୁଙ୍କ ଗହଳି ହେଉଛି। ପୂଜା ମଣ୍ଡପଠାରୁ...

ସଙ୍ଗରୋଧ କେନ୍ଦ୍ରରେ ପ୍ରସବ କଲେ ମହିଳା

ବୋରିଗୁମ୍ମା,୨୮ା୫(ଡି.ଏନ୍‌.ଏ.): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ କାଠରଗଡ଼ା ସଙ୍ଗରୋଧ କେନ୍ଦ୍ରରେ ଜଣେ ମହିଳା ପ୍ରସବ କରିଛନ୍ତି। ବୁଧବାର ସାରେ ସେ ଏକ ଶିଶୁପତ୍ରକୁ ଜନ୍ମ ଦେଇଥିବା...

ମଦନ ମୋହନଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ; ଧର୍ମେନ୍ଦ୍ର କହିଲେ ‘ଭାଇଙ୍କ ଅକାଳ ବିୟୋଗ ଖବର ଶୁଣି ମର୍ମାହତ’

ଭୁବନେଶ୍ୱର,୧୭।୬(ବ୍ୟୁରୋ): ବାଲେଶ୍ୱର ସଦର ବିଧାୟକ ମଦନ ମୋହନ ଦତ୍ତଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ...

Play 250+ Trending Games
Archives

Model This Week

Why Dharitri