ଅସହାୟଙ୍କୁ ଦିଆଗଲା ଖାଦ୍ୟ ପୁଡ଼ିିଆ

ବନ୍ତ,୩୦ା୩(ଡି.ଏନ୍‌.ଏ.)-କରୋନା ପାଇଁ ସରକାର ଲକ୍‌ ଡାଉନ୍‌ ଘୋଷଣା କରିଥିବା ବେଳେ ଲୋକ ମାନେ ବାହାରକୁ ବାହାରି ପାରୁନାହାନ୍ତି । ଫଳରେ ଦିନମଜୁରିଆ ଓ ଅସହାୟ ଲୋକଙ୍କ ଦୁର୍ଦ୍ଦଶା ବଢିବାରେ ଲାଗିଛି । ଭଦ୍ରକ ଜିଲା ବନ୍ତ ହାଟସାହି ଓ କଲେଜ ନିକଟସ୍ଥ ସାହିର ଗରିବ ଅସହାୟ ଲୋକେ ଦିନମଜୁରୀ ଓ ବ୍ୟବସାୟ କରି ଚଳୁଥିଲେ। ମାତ୍ର ଲକ୍‌ ଡାଉନ୍‌ କାରଣରୁ କାମଧନ୍ଦା, ବ୍ୟବସାୟ ଆଦି ବନ୍ଦ ହୋଇଯାଇଛି । ଫଳରେ ସେମାନଙ୍କ ପାଇଁ ଖାଦ୍ୟ ସମସ୍ୟା ଦେଖାଯାଇଛି ା ସୋମବାର ବନ୍ତ ନେତାଜୀ ସେନା ପକ୍ଷରୁ ୪୦ଟି ପରିବାରଙ୍କୁ ଶୁଖିଲା, ରନ୍ଧା ଖାଦ୍ୟ, ମାସ୍କ ଓ ସଚେତନତା ଲିଫଲେଟ୍‌ ଆଦି ବଣ୍ଟନ କରାଯାଇଛି । ଏଥିରେ ନେତାଜୀ ସେନାର ସଭାପତି ସୁରଜ୍‌ କୁମାର ମହାନ୍ତି, ଉପସଭାପତି ସମ୍ବିତ୍‌ କୁମାର ପଣ୍ଡା, ସମ୍ପାଦକ ସଞ୍ଜୟ ଜେନା, ସାର୍ଥକ ବିଶ୍ୱାଳ, ଶ୍ରୀବତ୍ସ ବାରିକ, ଚନ୍ଦନ ମହାନ୍ତି ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

ତୁହାକୁ ତୁହା ବର୍ଷାରେ ଅସ୍ତବ୍ୟସ୍ତ ଜନଜୀବନ: ଗୋଖରକୁଦା ରାସ୍ତାରେ ଭାଙ୍ଗିଲା ଗଛ, ଘରେ ପଶିଲା ବର୍ଷା ଜଳ

ଗଞ୍ଜାମ,୨୫।୯(ବିଦ୍ୟାଧର ସାହୁ ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । ତୁହାକୁ ବର୍ଷା ପାଇଁ ଲୋକେ ଘରୁ ପଦାକୁ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

କମଲଜିତ-ସୁରୁଚିଙ୍କ କମାଲ: ଭାରତକୁ ଭେଟିଦେଲେ ପୁଣି ସ୍ବର୍ଣ୍ଣ

ନାଗୋୟା,୨୫।୯:ଏସିଆନ ଗେମ୍ସ ୨୦୨୬ରେ ସେପ୍ଟେମ୍ବର ୨୫ ଭାରତ ପାଇଁ ଆରମ୍ଭରୁ ହିଁ ଚମତ୍କାର ରହିଛି। ଶୁଟିଂରେ କମଲଜିତ ଓ ସୁରୁଚି ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ…

ଲଗାଣ ବର୍ଷାରେ ବେହାଲ ଦାରିଙ୍ଗବାଡ଼ି: ଏବେ ବି ସିଲ ଗାଜଲବାଡ଼ି ଘାଟି ରାସ୍ତା, ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି,୨୫।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଛି। ଲଗାତାର ବର୍ଷା ଯୋଗୁ ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳର ଜନଜୀବନ ବେହାଲ ହୋଇପଡ଼ିଛି।…

ଇତିହାସ ରଚିବେ ରୋ-କୋ: ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜ୍‌ରେ କରିପାରନ୍ତି ଏହି କମାଲ୍‌

ନୂଆଦିଲ୍ଲୀ,୨୫।୯: ଶୁବମନ ଗିଲଙ୍କ ନେତୃତ୍ୱରେ ୱେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ପ୍ରସ୍ତୁତ ଭାରତୀୟ କ୍ରିକେଟ ଟିମ। ଏହି ସିରିଜ୍‌ର ପ୍ରଥମ ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?