ଅସହାୟଙ୍କୁ ମୁହଁରେ ହସ ଫୁଟାଉଛନ୍ତି ପୁରାତନ ଛାତ୍ର

ବରଗଡ଼ ଅଫିସ୍‌,୧୦।୪: ଲକ୍‌ ଡାଉନ୍‌ ପରେ ଅନେକ ଗରୀବ ପରିବାର ଅସହାୟ ହୋଇ ପଡ଼ିଛନ୍ତି । ସେମାନଙ୍କ ମଧ୍ୟରୁ ଅନେକଙ୍କୁ ଭୋକିଲା କିମ୍ବା ଅର୍ଦ୍ଧାହାରରେ ରହିବାକୁ ପଡ଼ୁଛି । ଏଭଳି ସ୍ଥିତିରେ ବରଗଡ଼ ଜର୍ଜ ହାଇସ୍କୁଲ ୧୯୯୧ ମାଟ୍ରିକ ବ୍ୟାଚ୍‌ର ଛାତ୍ରମାନେ ନିଜ ମଧ୍ୟରେ ପାଣ୍ଠି ସଂଗ୍ରହ କରି ଅସହାୟଙ୍କ ମୁହଁରେ ହସ ଫୁଟାଇବାକୁ ପ୍ରୟାସ ଆରମ୍ଭ କରିଛନ୍ତି। ବରଗଡ଼ ପୌର ପରିଷଦର ବିଭିନ୍ନ ଅଞ୍ଚଳକୁ ଯାଇ ସେମାନେ ସେଭଳି ପରିବାର ଲୋକଙ୍କୁ ଚାଉଳ, ଚିନି, ଡାଲି ଆଦି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ସହିତ ପରିବା ଯୋଗାଇ ଦେଉଛନ୍ତି। ପୁରାତନ ଛାତ୍ରଙ୍କ ଏଭଳି ଉଦ୍ୟମକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପଶିଲା ଦନ୍ତା

ବୈଶିଙ୍ଗା,୩୦ା୫(ଡି.ଏନ.ଏ.): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ବଜାର ଉପକଣ୍ଠ ମହୁରୀ, ଡାହିବାଡି ଓ ରଙ୍ଗାମାଟିଆ ଆଦି ଗ୍ରାମରେ ଏକ ଦନ୍ତାହାତୀ ପଶିଛି। ରବିବାର ସକାଳେ ହଠାତ୍‌ ଗ୍ରାମ...

ଝୋଲାଛାପ୍‌ ୱେବ୍‌ ସିରିଜ୍‌ରେ ଗ୍ରାମୀଣ ସ୍ବାସ୍ଥ୍ୟସେବାର ନିଛକ ଚିତ୍ର

ବଲାଙ୍ଗୀର ଅଫିସ, ୨୦ା୧୧ ବଲାଙ୍ଗୀର ଜନ୍ମିତ ବଲିଡଡ୍‌ ଚଳଚ୍ଚିତ୍ର ନିର୍ଦ୍ଦେଶକ ଜ୍ୟୋତି ପ୍ରକାଶ ଗୁରୁବାର ସ୍ଥାନୀୟ ସାମ୍ବାଦିକ ଭବନରେ ଏକ ଖବରଦାତା ସମ୍ମିଳନୀରେ ମୁକ୍ତିଲାଭ କରିବାକୁ...

ସୋସିଆଲ୍‌ ମିଡିଆରେ ଗୁଜବ ପ୍ରଚାର କରି ଅଧ୍ୟାପକ ଗିରଫ

ମାଲକାନଗିରି,୨୭ା୩(ଡି.ଏନ୍‌.ଏ): ମହାମାରୀ କୋଭିଡ୍‌-୧୯ ବିଶ୍ୱ ପାଇଁ ଚିନ୍ତାର କାରଣ ହୋଇଥିବାବେଳେ ଓଡ଼ିଶାରେ ମଧ୍ୟ କାୟା ବିସ୍ତାର କରିବାରେ ଲାଗିଛି। ଇତିମଧ୍ୟରେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୩ରେ...

୧୦୦୦ ପୁଅରେ ୮୯୮ ଝିଅ ଜନ୍ମ

ଯାଜପୁର ଅଫିସ,୩ା୬: ଯାଜପୁର ଜିଲାରେ ପୁଅଙ୍କ ତୁଳନାରେ ଝିଅ ଜନ୍ମ ଅନୁପାତ ହ୍ରାସ ଉଦବେଗଜନକ ହୋଇଛି। ୨୦୧୫-୧୬ ବର୍ଷରେ ଯାଜପୁର ଜିଲାରେ ୧୦୦୦ ପୁଅ ତୁଳନାରେ...

କଣ୍ଟେନ୍‌ମେଣ୍ଟ ଜୋନ୍‌ର ନିର୍ଭୀକ ସେବାକାରୀ

ବଲାଙ୍ଗୀର ଅଫିସ, ୧୯ା୭:  ବଲାଙ୍ଗୀର ଜିଲାରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ସମୟରେ ଜିଲାର କରୋନା ଯୋଦ୍ଧା ସେମାନଙ୍କର ନିରବଚ୍ଛିନ୍ନ...

ଲକ୍ଷାଧିକ ଟଙ୍କାର ଗୁଟ୍‌ଖା, ସରଞ୍ଜାମ ଜବତ, ମାଲିକଙ୍କ ସମେତ ୪ ଗିରଫ

ବ୍ରହ୍ମପୁର ଅଫିସ,୪ା୮-ବଡବଜାର ପୋଲିସ ଶନିବାର ଅପରାହ୍ନରେ ବେଆଇନ ଭାବେ ପ୍ରସ୍ତୁତ ହେଉଥିବା ଗୁଟ୍‌ଖା କାରଖାନାରେ ଚଢାଉ କରିଥିଲା। ପୋଲିସ ଶାର୍ଗୁଣା ସାହିରେ ଥିବା ଏକ ଦୁଇ...

ସୂର୍ଯ୍ୟକାନ୍ତିକୁଁ ସାହାଯ୍‌ର ହାତ୍‌ ବଢ଼ାଲା ପରଶାସନ

  ପର୍ଲା, ୬ା୧୨ (ଡି.ଏନ.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଂଚଲ ଛଞ୍ଚାଣବାହାଲି ପଁଚେତ୍‌ ବେହେରାଗୁଡ଼ା ଗଁାର ନିସାହା ବିଧବା ସୂର୍ଯ୍ୟକାନ୍ତି ଧରୁଆ(୩୮)। ତାକର...

ତାର ସଜାଡ଼ିଲା ବିଦ୍ୟୁତ୍‌ ବିଭାଗ

କଣିହାଁ, ୧୪ା୨(ଡି.ଏନ.ଏ.) – ଅନୁଗୋଳ ଜିଲା କଣିହାଁ ବ୍ଲକ ଝରାବେରଣୀ ଓ ପଟ୍ଟାଖମଣ ଗ୍ରାମକୁ ସଂଯୋଗ କରୁଥିବା ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ରାସ୍ତା ଉପରେ ୩୩ କେଭି...

Advertisement
Archives

Model This Week