ଅସହାୟଙ୍କୁ ରାଶନ ସାମଗ୍ରୀ ଦେଲେ ସରପଞ୍ଚ

ରୂପ୍‌ସା, ୨୯।୩(ଡି.ଏନ.ଏ.)-ଦେଶବ୍ୟାପୀ କରୋନା କଟକଣା ଯୋଗୁ ଜନସାଧାରଣ ଅସ୍ତବ୍ୟସ୍ତ ହୋଇପଡିଛନ୍ତି। ଭିକ୍ଷା ବୃତ୍ତି କରି ଚଳୁଥିବା ଅସହାୟମାନଙ୍କ ଜନଜୀବନ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି। ବାଲେଶ୍ୱର ସଦର ବ୍ଲକ ରସଲପୁର ସରପଞ୍ଚ ସୁବେଶ କୁମାର ନାୟକ ଶନିବାର ଅସହାୟ ବାସନ୍ତୀ ମାଝି ଓ ପ୍ରବୋଧ ବେହେରାଙ୍କୁ ବିଭିନ୍ନ ରାଶନ ସାମଗ୍ରୀ ସହ ଡାଲି, ବିସ୍କୁଟ, ଆଳୁ, ପିଆଜ, ଚାଉଳ ଓ ଅଟା ପ୍ରଦାନ କରିଛନ୍ତି। ଏଥିସହ ଘର ଘର ବୁଲି ଭତ୍ତା ବଣ୍ଟନ କରିବା ସହ କରୋନା ଦାଉରୁ ରକ୍ଷା ପାଇଁ ସରକାରଙ୍କ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହୁଡ଼ା ଯାତ୍ରାରେ ଅନନ୍ତଙ୍କ ଘରେ ଅଲୌକିକ ଦୃଶ୍ୟ: ପାଣି ଗରାରେ ଦର୍ଶନ ଦେଲେ ମହାପ୍ରଭୁ ଜଗନ୍ନାଥ

କୃଷ୍ଣପ୍ରସାଦ,୨୫ା୭(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ସହାବାଜପୁର ଗ୍ରାମରେ ଏକ ଅଲୌକିକ ଘଟଣା ଦେଖିବାକୁ ମିଳିଛି। ବାହୁଡ଼ା ଯାତ୍ରା ଦିନ ସେହି…

କଳାହାଣ୍ଡିରେ ବିଜେଡିକୁ ବଡ଼ ଝଟ୍‌କା: ପଦ୍ମ ଧରିଲେ ଜିଲା ପରିଷଦ ଅଧ୍ୟକ୍ଷଙ୍କ ସହ ଶତାଧିକ ନେତା

ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଦୁର୍ବଳ ହେଉଛି ବିଜୁ ଜନତା ଦଳ (ବିଜେଡି)। ଜିଲାରେ କ୍ଷମତାରୁ ଅପସାରିତ ହୋଇଥିବା ବିଜେଡିକୁ ଏକ ବଡ଼ଧରଣର ରାଜନୈତିକ ଝଟ୍‌କା ଲାଗିଛି।…

କୁଲାଡ ରଥଯାତ୍ରା: ତିନି ଠାକୁରଙ୍କ ସୁନାବେଶ: ପ୍ରଥମ ଥର ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ

ଭଞ୍ଜନଗର, ୨୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କୁଲାଡ଼ସ୍ଥିତ ଭଞ୍ଜ ରାଜବଂଶ ପକ୍ଷରୁ ପ୍ରତିଷ୍ଠିତ ଶ୍ରୀଜଗନ୍ନାଥ ମନ୍ଦିର ଏକ ଇତିହାସ ପ୍ରସିଦ୍ଧ ଧାର୍ମିକ…

ରଥ ଉପରେ ସୁନାବେଶରେ ଦର୍ଶନ ଦେଉଛନ୍ତି ଶ୍ରୀବିଗ୍ରହ

ପୁରୀ,୨୫ା୭: ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥି। ଶ୍ରୀମନ୍ଦିର ସ୍ବତ୍ୱଲିପି ଅନୁଯାୟୀ, ତିନିରଥରେ ମହାପ୍ରଭୁଙ୍କ ସୁନାବେଶ ତଥା ରାଜରାଜେଶ୍ୱର ବେଶ ଆରମ୍ଭ ହୋଇଯାଇଛି। ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ମହଣ…

ଯୌତୁକ ପାଇଁ ସ୍ତ୍ରୀ ଙ୍କୁ ହତ୍ୟା ଉଦ୍ୟମ, ମୁହଁରେ ତକିଆ ଚାପିଥିବା ଅଭିଯୋଗ : ସ୍ବାମୀ ଗଲେ ଜେଲ                                        

ଦିଗପହଣ୍ଡି,୨୫|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ଖଜୁରୀପଲ୍ଲୀ ଗ୍ରାମର ପୁଷ୍ପା ସେଠୀ(୨୭) ଙ୍କୁ ଅଧିକା ଯୌତୁକ ପାଇଁ ଶାରୀରିକ ଓ ମାନସିକ…

ଆଧ୍ୟାତ୍ମିକ ପରିବେଶରେ ଥୁଆମୂଳ ରାମପୁର ବ୍ଲକରେ ବାହୁଡ଼ା ଯାତ୍ରା ସମ୍ପନ୍ନ: ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିଲେ…

ଥୁଆମୂଳ ରାମପୁର,୨୫।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସଦର ମହକୁମା ସମେତ ଗୋପୀନାଥପୁର, ମହୁଲପାଟଣା, କର୍ଲାପାଟ ଓ ଗୁଣୁପୁର ଆଦି ସ୍ଥାନରେ ମହାପ୍ରଭୁ…

ଧାନ ବିଲରେ ପଶିଲା କାର :୩୨୬ ନମ୍ବର ଜାତୀୟ ରାଜପଥରେ…

ମୋହନା,୨୫।୭(ମନ୍ମଥ ମିଶ୍ର): ଦୁଇ ଦିନର ଛୁଟି କାଟି ରାୟଗଡ଼ା ଜିଲାର ପଦ୍ମପୁରରୁ ଏକ କାର୍‌ (ଓଡି–୦୭–ଏଏଫ୍–୭୯୯୬) ଯୋଗେ ବ୍ରହ୍ମପୁର ଫେରୁଥିବା ବେଳେ ଗଜପତି ଜିଲା ଅଡବା ଥାନା…

କୁଆଁରମୁଣ୍ଡା-ପଦମପୁର ରାସ୍ତା ଶୋଚନୀୟ: କାଦୁଅରେ ଗଡ଼ି ଆନ୍ଦୋଳନକାରୀଙ୍କ ପ୍ରତିବାଦ

କୁଆଁରମୁଣ୍ଡା,୨୫।୭(ମହେନ୍ଦ୍ର କୁମାର ସାହୁ): କୁଆଁରମୁଣ୍ଡା-ପଦମପୁର ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ରାସ୍ତାରେ ସୃଷ୍ଟି ହୋଇଥିବା ଖାଲଖମାରେ ବର୍ଷା ପାଣି ଜମି ଯାତାୟାତରେ ବାଧାସୃଷ୍ଟି ହୋଇଛି। ଏପରି କି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri