ଅସହାୟଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା,୨୨।୪(ସ୍ବ.ପ୍ର): କରୋନା ମହାମାରୀ ଯୋଗୁଁ ସାରାଦେଶରେ ତାଲାବନ୍ଦ ଜାରିରହିଛି। ଏଥିପାଇଁ ଅନେକ ଗରୀବ ଲୋକ ପ୍ରଭାବିତ ହୋଇଛନ୍ତି। ଯାହାଫଳରେ ସେମାନଙ୍କ ଚଳିବା କଷ୍ଟକର ହୋଇପଡିଛି। ଏପରି ଘଡିସନ୍ଧି ମୁହୁର୍ତ୍ତରେ କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅରବେଡା ଗ୍ରାମର ଗରୁଡଧ୍ୱଜ ବେଣୁପାଣି ଓ ତାଙ୍କ ସ୍ତ୍ରୀଲୋପାମୁଦ୍ରା ଅସହାୟଙ୍କୁ ସହାୟତା କରିବା ପାଇଁ ଆଗେଇ ଆସିଛନ୍ତି। ବୁଧବାର ଜୁନାଗଡ ବ୍ଲକ ମହିଚଲା ଗ୍ରାମର ୫ଶହ ଅସହାୟଙ୍କୁ ସେମାନେ ଶୁଖିଲା ଖାଦ୍ୟ, ରାଶନ ସାମଗ୍ରୀ ବଣ୍ଟନ କରିବା ସହ କରୋନା ସମ୍ପର୍କରେ ସଚେତନ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଜେଏସ୍‌ରେ ସତ୍ୟବାଦୀରୁ ଦେବାନଙ୍କ ସଫଳତା

ସାକ୍ଷୀଗୋପାଳ,୧୩।୩(ସ୍ବ.ପ୍ର.): ସିଭିଲ୍‌ ଜଜ୍‌ ପଦରେ ନିଯୁକ୍ତି ପାଇଁ ଓଜେଏସ୍‌ ପରୀକ୍ଷାରେ ପୁରୀ ଜିଲା ସତ୍ୟବାଦୀ ଅଞ୍ଚଳର ଦେବାନ ସତ୍ୟଦର୍ଶୀ ନନ୍ଦ ସଫଳତା ହାସଲ କରିଛନ୍ତି। ମେଧା...

ଆନ୍ଦୋଳନକାରୀ-ପୋଲିସ ଧସ୍ତାଧସ୍ତି

ଅନୁଗୋଳ ଅଫିସ୍‌, ୧୭।୭ ଅଳିଆ ପକାକୁ ନେଇ ପୁଣି ଉତ୍ତେଜନା ଦେଖାଦେଇଛି। ବିରୋଧ କରୁଥିବା ପଞ୍ଚମହଲା ବେଣିବଣିଆ ସାହି ମହିଳାମାନଙ୍କ ସହ ପୋଲିସର ଧସ୍ତାଧସ୍ତି ହୋଇଛି।...

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୪ ଅସୁସ୍ଥ

ଝରିଗାଁ,୨୬।୬(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚାଉଁରୀ ଗ୍ରାମରେ ମଙ୍ଗଳବାର ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୪ ଜଣ ଅସୁସ୍ଥ ହୋଇଛନ୍ତି। ସେମାନେ ହେଲେ...

କାଳିଆ ଯୋଜନାରୁ ବାଦ୍‌ ପଡ଼ିବେ ଅଯୋଗ୍ୟ ହିତାଧିକାରୀ

ତିହିଡ଼ି, ୬।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ବ୍ଲକର ବିଭିନ୍ନ ପଞ୍ଚାୟତରେ କାଳିଆ ଯୋଜନାରେ ବହୁ ଅଯୋଗ୍ୟ ହିତାଧିକାରୀ ସାମିଲ ହୋଇଛନ୍ତି। ସେମାନେ ପ୍ରଥମ...

ସୁଆସ୍‌ତିଅ ସେବାରୁ ବଁଚିତ୍‌ ବେହେରା, ଛଞ୍ଚାଣବାହାଲି ପଁଚେତ୍‌ବାସୀ: ଦରଖଁଡ଼ିଆ ହେଇ ପଡ଼ିଛେ ଡାକ୍‌ତରଖାନା କୁଠା

ପର୍ଲା,୧୩।୩ (ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଂଚଲ ଅଧୀନ ବେହେରା ଆର ଛଞ୍ଚାଣବାହାଲି ଗଁ। ରେ ଥିବାର ହୋମିଓପ୍ୟାଥି ଡାକ୍‌ତରଖାନା ଲୁକ୍‌କର ସେବାରେ...

୫ରୁ ପଶ୍ଚିମ ଓଡ଼ିଶାରେ ଚାଷୀଙ୍କ ରାସ୍ତାରୋକୋ

ସମ୍ବଲପୁର,୨୯ା୧୧(ବ୍ୟୁରୋ): ସମଗ୍ର ପଶ୍ଚିମ ଓଡ଼ିଶାରେ ଧାନ ସଂଗ୍ରହରେ ଅବ୍ୟବସ୍ଥା ଦେଖା ଦେଇଛି। ଟୋକନ ସମସ୍ୟା ଚାଷୀଙ୍କ ପାଇଁ କାଳ ସାଜିଛି । ଅନ୍ୟପକ୍ଷେ ଏକର ପିଛା...

କଟକରେ ୫ଟି ସଚିବ: ବିଭିନ୍ନ ପ୍ରକଳ୍ପର କଲେ ଅନୁଧ୍ୟାନ

କଟକ ଅଫିସ,୨୨।୧: କଟକରେ ପହଞ୍ଚିଛନ୍ତି ୫ଟି ସଚିବ ଭି.ପାଣ୍ଡିଆନ। ବୁଧବାର ସକାଳ ୫ଟାରେ କଟକ ଗସ୍ତ କରି ବିଭିନ୍ନ ପ୍ରକଳ୍ପ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି। ମୁଖ୍ୟତଃ...

୬ କରୋନା ପଜିଟିଭ୍‌ଙ୍କ ସମ୍ପର୍କରେ ତଥ୍ୟ ଦେଲା ସ୍ବାସ୍ଥ୍ୟ ବିଭାଗ: ୧୦୩ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ ୪ ଜଣ

ଭୁବନେଶ୍ୱର,୫।୫(ବ୍ୟୁରୋ)-ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମଙ୍ଗଳବାର ୧୦୩, ୧୧୨, ୧୧୩, ୧୧୪, ୧୧୫, ୧୬୩ ନଂ କରୋନା ଆକ୍ରାନ୍ତଙ୍କ ବିଷୟରେ ତଥ୍ୟ...

Advertisement


Archives

Model This Week