ଅସହାୟଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା,୨୨।୪(ସ୍ବ.ପ୍ର): କରୋନା ମହାମାରୀ ଯୋଗୁଁ ସାରାଦେଶରେ ତାଲାବନ୍ଦ ଜାରିରହିଛି। ଏଥିପାଇଁ ଅନେକ ଗରୀବ ଲୋକ ପ୍ରଭାବିତ ହୋଇଛନ୍ତି। ଯାହାଫଳରେ ସେମାନଙ୍କ ଚଳିବା କଷ୍ଟକର ହୋଇପଡିଛି। ଏପରି ଘଡିସନ୍ଧି ମୁହୁର୍ତ୍ତରେ କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅରବେଡା ଗ୍ରାମର ଗରୁଡଧ୍ୱଜ ବେଣୁପାଣି ଓ ତାଙ୍କ ସ୍ତ୍ରୀଲୋପାମୁଦ୍ରା ଅସହାୟଙ୍କୁ ସହାୟତା କରିବା ପାଇଁ ଆଗେଇ ଆସିଛନ୍ତି। ବୁଧବାର ଜୁନାଗଡ ବ୍ଲକ ମହିଚଲା ଗ୍ରାମର ୫ଶହ ଅସହାୟଙ୍କୁ ସେମାନେ ଶୁଖିଲା ଖାଦ୍ୟ, ରାଶନ ସାମଗ୍ରୀ ବଣ୍ଟନ କରିବା ସହ କରୋନା ସମ୍ପର୍କରେ ସଚେତନ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହୀଧରପୁରରେ ପୃଥକ୍‌ ଦୁର୍ଘଟଣା: ଜଣେ ମୃତ, ୨ ଗୁରୁତର

ଅନୁଗୋଳ ଅଫିସ,୧୨।୧୦: ଅନୁଗୋଳ ଜିଲା ବଅଁରପାଳ ଥାନା ଅନ୍ତର୍ଗତ ମହୀଧରପୁରରେ ଶନିବାର ୨ଟି ସ୍ଥାନରେ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨...

CORONAVIRUS UPDATE: ପୁଣି ୯୯ କରୋନା ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଟପିଲା

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବୁଧବାର ସକାଳେ ଆଉ ୯୯ ଜଣ କରୋନା ପଜିଟିଭ୍‌ ଚିହ୍ନଟ...

କ୍ୱାରାଣ୍ଟାଇନ ଅବଧି ସରିବା ପରେ ସ୍ବାସ୍ଥ୍ୟକର୍ମୀ ଭାବେ ଲୋକଙ୍କ ସେବା କରିବେ; ଏଥିପାଇଁ ନିଆଯାଉଛି କୋଭିଡ୍‌-୧୯ କ୍ଲାସ୍‌: ଜିଲାପାଳ

ଛତ୍ରପୁର, ୧୧।୫(ଡି.ଏନ୍‌.ଏ. ): ରାଜ୍ୟ ତଥା ରାଜ୍ୟ ବାହାରୁ ଲୋକେ ଗଞ୍ଜାମ ଜ଼ିଲାକୁ ଫେରି କ୍ୱାରାଣ୍ଟାଇନ ସେଣ୍ଟରରେ ରହୁଛନ୍ତି। ସେଠାରେ ପ୍ରବାସୀଙ୍କ କ୍ୱାରାଣ୍ଟାଇନ ଅବଧି ସରିବା...

କାଜୁ ବଗିଚାରୁ ଝୁଲନ୍ତା ମୃତଦେହ ଉଦ୍ଧାର

ବୁଗୁଡ଼ା,୨୪ା୪(ଡି.ଏନ.ଏ.)- ବୁଗୁଡ଼ା ଥାନା ଅନ୍ତର୍ଗତ ବିରଞ୍ଚତ୍ପୁର ଗ୍ରାମ ନିକଟ କାଜୁ ତୋଟାର ଏକ ଗଛରୁ ଜଣେ ଯୁବକଙ୍କୁ ଝୁଲନ୍ତା ମୃତଦେହ ବୁଗୁଡା ପୋଲିସ ଉଦ୍ଧାର କରିଛି।...

ରାଜ୍ୟସ୍ତରୀୟ ସ୍କୁଲ କ୍ରିକେଟ୍‌ ଟୁର୍ନାମେଣ୍ଟ: ୬ ଗ୍ରାଉଣ୍ଡରେ ଖେଳାଗଲା ୧୨ ମ୍ୟାଚ

ଅନୁଗୋଳ ଅଫିସ, ୨୮।୧୧-ଅନୁଗୋଳ ଜିଲାରେ ବୁଧବାର ୧୭ବର୍ଷରୁ କମ୍‌ ରାଜ୍ୟସ୍ତରୀୟ ସ୍କୁଲ କ୍ରିକେଟ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଛି। ୬ ଗ୍ରାଉଣ୍ଡରେ ମୋଟ ୧୨ ମ୍ୟାଚ ଖେଳାଯାଇଥିଲା।...

ନୂଆଗଡ଼ ବ୍ଲକରେ ଡେଙ୍ଗୁ ଆତଙ୍କ , ଜଣେ ମୃତ, ୩୩ ଆକ୍ରାନ୍ତ

ଆର.ଉଦୟଗିରି,୧୦ା୧୧(ଡି.ଏନ.ଏ.)- ଗଜପତି ଜିଲା ନୂଆଗଡ ବ୍ଲକ ନୂଆଗଡ ଗ୍ରାମ ନଦୀପାଖ ସାହିର ୩୩ ଜଣ ଡେଙ୍ଗୁ ରୋଗରେ ଆକ୍ରାନ୍ତ ହୋଇଥିବା ବେଳେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ...

ସ୍କୁଲ ଅଧ୍ୟକ୍ଷା ନିଖୋଜ: ସନ୍ଦେହରେ ମନ୍ତ୍ରୀ

ବଲାଙ୍ଗୀର ଅଫିସ/ଟିଟିଲାଗଡ ୧୯। ୧୦ (ଡି.ଏନ.ଏ.): କଳାହାଣ୍ଡି ଜିଲା କେଗଁା ଥାନା ଅନ୍ତର୍ଗତ ମହାଲିଙ୍ଗର ଏକ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ଘଟଣାକୁ...

ଲକ୍‌ଡାଉନ କଟକଣା ଉଲ୍ଲଂଘନ: ମାସ୍କ ନ ପିନ୍ଧି ୧ଲକ୍ଷ ଜରିମାନା ଆଦାୟ

ବ୍ରହ୍ମପୁର, ୧୮।୭: ଗଞ୍ଜାମ ଜିଲାରେ କରୋନା ପଜିଟିଭ ଓ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ଫଳରେ ଏବେ ଜିଲାରେ ବିସ୍ଫୋରକ ସ୍ଥିତି...

Advertisement
Archives

Model This Week