ଅସହାୟଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ

ବନ୍ତ,୨୪।୪(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ଛୟାଳସିଂ ଗ୍ରାମର ଯୁବକ ସଂଘ ତରଫରୁ ଛୟାଳସିଂ, ଆମ୍ବଗଢିଆ, ଗଣିଜାଙ୍ଗ ତରଡିପାଳ ଆଦିବାସୀ ସାହିର ପ୍ରାୟ ୭୦ ଜଣ ଅସହାୟ ଲୋକମାନଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯିବା ସହ ସଚେତନ କରାଯାଇଛି। ଏହି କାର୍ଯ୍ୟରେ ଧର୍ମେନ୍ଦ୍ର ଜେନା, ଗଜେନ୍ଦ୍ର ଜେନା, ଶ୍ରଦ୍ଧା ରଞ୍ଜନ ନାୟକ, ସୌମ୍ୟରଞ୍ଜନ ସାହୁ, ପ୍ରଶାନ୍ତ ସାହୁ, ସଦାଶିବ ସାହୁ, ଗୋବିନ୍ଦ ମହାନ୍ତିଙ୍କ ସମେତ ଅନ୍ୟମାନେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁରଟର କୋଚିଂ ସେଣ୍ଟରରେ ଅଗ୍ନିକାଣ୍ଡ: ସଜାଗ ହେଲା କେନ୍ଦୁଝର ଜିଲା ପ୍ରଶାସନ

କେନ୍ଦୁଝର,୨୬।୫(ସ୍ବ.ପ୍ର.): ସୁରଟର କୋଚିଂ ସେଣ୍ଟରରେ ଅଗ୍ନିକାଣ୍ଡ ଘଟିବା ପରେ ରବିବାର କେନ୍ଦୁଝର ଜିଲା ଅଗ୍ନିଶମ ବିଭାଗ ପକ୍ଷରୁ ବିଭିନ୍ନ ସଂସ୍ଥାଗୁଡିକରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାକୁ ଯାଞ୍ଚ...

ଅବାଧରେ ଚାଲିଛି ବେଆଇନ କାଠମିଲ୍‌, ଡିପୋ

ଭଦ୍ରକ ଅଫିସ, ୧୩।୧୦- ଭଦ୍ରକ ଜିଲାରେ ଚୋରା କାଠ ବେପାରୀଙ୍କ ପ୍ରାଦୁର୍ଭାବ ଦିନକୁ ଦିନ ବଢ଼ିବାରେ ଲାଗିଛି। ଜିଲାର ବିଭିନ୍ନ ଅଞ୍ଚଳରେ ବେଆଇନ କାଠ ମିଲ୍‌...

ଡାହୁକା ନଦୀରେ ନାହିଁ ଗାର୍ଡଓ୍ବାଲ୍‌ : ୧୦୦ରୁ ଊର୍ଦ୍ଧ୍ୱ ଘର ଭାସିଯିବା ଆଶଙ୍କା

ନୂଆଗାଁ,୭।୮(ଡି.ଏନ.ଏ.)-ନୟାଗଡ଼ ଜିଲା ନୂଆଗାଁ ବ୍ଲକ ପାରାଢିପି ପଞ୍ଚାୟତସ୍ଥ ଏହି ଗ୍ରାମକୁ ଲାଗି ପ୍ରବାହିତ ହେଉଛି ଡାହୁକା ନଦୀ। ତେବେ ଏହି ନଦୀରେ ଗାର୍ଡଓ୍ବାଲ ନ ଥିବାରୁ...

ଆତଙ୍କ : ଗାଁକୁ ସାନିଟାଇଜ କଲେ ଯୁବକ

ସାକ୍ଷୀଗୋପାଳ, ୫/୪ (ଡି.ଏନ.ଏ.) – କରୋନା ପଜେଟିଭ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିବା ପୁରୀ ସାକ୍ଷୀଗୋପାଳ ବଜାର ନିକଟ ଏକ ଗ୍ରାମର ଜଣେ ବ୍ୟକ୍ତିଙ୍କୁ ସରକାରୀ କ୍ୱାରାଣ୍ଟାଇନ...

ଗଞ୍ଜାମ ଜିଲା ଭାରୋତ୍ତୋଳନ ଚାମ୍ପିୟନଶିପ୍‌

ବ୍ରହ୍ମପୁର ଅଫିସ୍‌,୨୬ା୮-ଗଞ୍ଜାମ ଜିଲା ଭାରୋତ୍ତୋଳନ ସଂଘ ପକ୍ଷରୁ ସ୍ଥାନୀୟ ଉତ୍ତରେଶ୍ୱର ଭବନ ଠାରେ ରବିବାର ଗଞ୍ଜାମ ଜିଲା ଭାରୋତ୍ତୋଳନ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ...

କରୋନା ଭୟ: ଗଁ।ର ପ୍ରବେଶ ପଥ ବନ୍ଦ

ନାଉଗଁ।, ୨୯।୩ (ସ୍ବ.ପ୍ର.)- ରାଜ୍ୟରେ ୩ୟ କରୋନା ପଜିଟିଭି ଚିହ୍ନଟ ପରେ ନାଉଗଁ। ବ୍ଲକ ଅଞ୍ଚଳବାସୀ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ନିଜ ଗଁ।କୁ କରୋନା ମହାମାରୀରୁ...

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଆର୍ଥତ୍କ ସହାୟତା

ଖଇରା,୨୭।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଅଗ୍ନିପୁର ଗ୍ରାମବାସୀ ଓ ମହିଳା ଗୋଷ୍ଠୀଙ୍କ ତରଫରୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଆର୍ଥତ୍କ ସହାୟତା ପ୍ରଦାନ କରାଯାଇଛି...

ଶତାଧିକ ହେକ୍ଟର ଚାଷଜମି ଜଳମଗ୍ନ

ପଦ୍ମପୁର, ୭ା୮(ଡି.ଏନ୍‌.ଏ.)- ବାସୁଦେବପୁର ବ୍ଲକ ଅଧୀନ କଞ୍ଚୁଡ଼ି, ଧଳା ଓ ମନ୍ତେଇ ନଦୀରେ ଲଘୁଚାପ ଜନିତ ବର୍ଷା ଯୋଗୁଁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ...

Advertisement

BGU

Archives

Model This Week

Why Dharitri