ଅସହାୟଙ୍କ ଦେବଦୂତ ସାଜିଲେ ଦୁଇବନ୍ଧୁ

ବରଗଡ଼ ଅଫିସ୍‌,୧୯।୪-କରୋନା ବିପର୍ଯ୍ୟୟ ସମୟରେ ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଲସ୍ତଲା ହାଇସ୍କୁଲର ବିଜ୍ଞାନ ଶିକ୍ଷକ ବୈଲୋଚନ ପ୍ରଧାନ ଏବଂ ଜୀବନ ବୀମା ନିଗମ(ଏଲଆଇସି)ରେ କାମ କରୁଥିବା ତାଙ୍କ ଜଣେ ବନ୍ଧୁ ଶେଷଦେବ ଗିରି ଅସହାୟଙ୍କୁ ସହଯୋଗର ହାତ ବଢ଼ାଇଛନ୍ତି । ନିଜ ଦରମାରୁ ବୈଲୋଚନ କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୫ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିଛନ୍ତି । ସେହିପରି ବୈଲୋଚନ ଏବଂ ଶେଷଦେବ ଗତ ୯ତାରିଖରୁ ଗରିବ, ଅସହାୟଙ୍କୁ ସହାୟତା ଅଭିଯାନରେ ବାହାରିଛନ୍ତି । ଇତିମଧ୍ୟରେ ଉଭୟେ ବରଗଡ଼ ଗୋବିନ୍ଦପାଲିର ୫୦ ପରିବାର, ପଞ୍ଚାୟତ କଲେଜ ନିକଟସ୍ଥ ବସ୍ତିର ୩୫ ପରିବାର, ମୁଣ୍ଡାପଡ଼ାର ୫ପରିବାର, ନୂଆପଡ଼ାର ୬ ପରିବାର, ମୁସଲିମପଡ଼ାର ୧୧ ପରିବାର, ନଦୀପଡ଼ାର ୭ପରିବାର, ବାନ୍ଦୁଟିକ୍ରାର ୨ପରିବାରକୁ ନିଜ ଖର୍ଚ୍ଚରେ ରାଶନ ସାମଗ୍ରୀ ଯୋଗାଇ ଦେଇଛନ୍ତି । ଆବଶ୍ୟକତା ଅନୁସାରେ କାହାକୁ ୫ଦିନ, ୧୦ଦିନ ଏବଂ ଆଉ କାହାକୁ ମାସକ ପାଇଁ ଚାଉଳ, ଚୂଡ଼ା, ଚିନି, ଆଳୁ, ତେଲ, ପରିବା ଆଦି ରାଶନ ସାମଗ୍ରୀ ପ୍ରଦାନ କରିଥିବା ବୈଲୋଚନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସର କାର୍ଯ୍ୟଦକ୍ଷତାକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଆସିକା,୨୬ା୭ (ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ଆସିକା ଅଞ୍ଚଳରେ ମଧ୍ୟ ଏହାର ପ୍ରଭାବ ବିଶେଷ ଭାବେ ଦେଖାଦେଇଛି। ବ୍ଲକ୍‌, ତହସିଲ୍‌,...

ହିଙ୍ଗୁଳାଙ୍କ ପୀଠରେ ଲକ୍ଷାଧିକ ଭକ୍ତ

ବାରିପଦା ଅଫିସ,୩।୩- ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ କଉଡ଼ିଖଣିସ୍ଥିତ ଶାଳଜଙ୍ଗଲ ପରିସରରେ ମା’ ହିଙ୍ଗୁଳାଙ୍କ ବାର୍ଷିକ ବଡ଼ପୂଜା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ୧୪୪ ଧାରା ଜାରି...

ହାତୀ-ମଣିଷ ଲଢେଇ

କେନ୍ଦୁଝର, ୨୯ା୬(ଡି.ଏନ.ଏ.): କେନ୍ଦୁଝର ଜିଲାରେ ହାତୀ ଆତଙ୍କ କମିବାର ନାଁ ଧରୁନାହିଁ ା ଗତ ଦୁଇ ବର୍ଷରେ ହାତୀ ଆକ୍ରମଣରେ ୧୫ ଜଣ ବ୍ୟକ୍ତିଙ୍କ ଜୀବନ...

ବାଦ୍‌ ପଡିଥିବା ତାଲିକାଭୁକ୍ତ ଉପଭୋକ୍ତାଙ୍କୁ ମିଳିବ ସଂଯୋଗ

ତିହିଡ଼ି, ୨୨ା୧(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ି ବିଦ୍ୟୁତ୍‌ ଉପଖଣ୍ଡ ଅଧୀନରେ ତିହିଡ଼ି ଓ ଚାନ୍ଦବାଲି ବ୍ଲକର ୧୩ ହଜାର ପରିବାରକୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଇଛି। ରାଜୀବ ଜ୍ୟୋତି...

କାନ୍ତକବିଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି : ଦ୍ୱିତୀୟ ଦିନରେ ଧାରଣା

ଭଦ୍ରକ ଅଫିସ,୩ା୫- କାନ୍ତକବି ମଞ୍ଚ ପକ୍ଷରୁ ବାଇପାସ ନିକଟରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ପ୍ରତିମୂର୍ତ୍ତି ପୁନଃସ୍ଥାପନ ଦାବିରେ ବୁଧବାର ଦ୍ୱିତୀୟ ଦିନରେ ଧାରଣା ଓ ପ୍ରତିବାଦ...

୬ ସ୍ଥାୟୀ ମନ୍ଦିରରେ ପୂଜା ପାଇବେ ଗଜାନନ: ବୁଢ଼ା, ଟୋକା, ପିଲା, କାଞ୍ଚନ, ଛୁଆ ବେଶରେ ଦର୍ଶନ ଦେବେ

ଭଦ୍ରକ ଅଫିସ,୨୦ା୮- ଆସନ୍ତା ଶନିବାର ଗଣେଶ ପୂଜା। ଜିଲାରେ ମାତ୍ର ୬ଟି ସ୍ଥାୟୀ ମନ୍ଦିରରେ ପୂଜା ପାଇବେ ଗଜାନନ। କୋଭିଡ୍‌ କଟକଣା ମଧ୍ୟରେ ଏହି ପୂଜା...

୩ ଗ୍ରାମରେ ବ୍ୟାପୁଛି ଝାଡାବାନ୍ତି: ୫୦ରୁ ଅଧିକ ଆକ୍ରାନ୍ତ, ଜଣେ ମୃତ

ଝାରସୁଗୁଡା ଅଫିସ,୧୧/୮: ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଅନ୍ତର୍ଗତ ପିଥିଣ୍ଡା,ବାଦିମାଳ ଓ ଖୋଲଜାମକାନୀ ଗ୍ରାମରେ ଝାଡାବାନ୍ତିରେ ୫୦ରୁ ଅଧିକ ଲୋକ ଆକ୍ରାନ୍ତ ହୋଇ ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ରରେ...

ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ: ୩୦ ବାଇକ୍‌ ଜବତ କଲା ପୋଲିସ

ଗୁଡଭେଲା,୧୩ା୪(ଡିଏନଏ): ସରକାରଙ୍କ କଡ଼ା ନିର୍ଦ୍ଦେଶାବଳୀ, ସ୍ଥାନୀୟ ପ୍ରଶାସନ ଓ ପୋଲିସ ବିଭାଗର କାର୍ଯ୍ୟାନୁଷ୍ଠାନ ସତ୍ତ୍ୱେ କେତେକ ବ୍ୟକ୍ତି ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ କରୁଛନ୍ତି। ଏଭଳି ବ୍ୟକ୍ତିବିଶେଷଙ୍କ...

Advertisement
Archives

Model This Week