ଅସହାୟଙ୍କ ପାଇଁ ରାତିରେ ଖୋଲା ରହିବ ସ୍କୁଲ କୋଠା

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ରାଜ୍ୟରେ ଅସହ୍ୟ ଥଣ୍ଡାକୁ ଦୃଷ୍ଟିରେ ରଖି ସରକାର ସତର୍କ ପଦକ୍ଷେପ ଗ୍ରହଣ କରିଛନ୍ତି। ସବୁ ବ୍ଲକ, ତହସିଲ, ପଞ୍ଚାୟତକୁ ଆଲର୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିଭଳି ଗରିବ, ବାସହୀନ, ଅସହାୟଙ୍କ ପାଇଁ ରାତ୍ର ଆଶ୍ରୟସ୍ଥଳ, ସ୍କୁଲ, ସର୍ବସାଧାରଣ କୋଠା ଖୋଲା ରଖିବାକୁ କୁହାଯାଇଛି। ଏ ନେଇ ସ୍ବତନ୍ତ୍ର ରିଲିଫ କମିଶନର ଶନିବାର ସବୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ପାଣିପାଗ ବିଭାଗ ଆକଳନ ଅନୁଯାୟୀ, ୯ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। କେନ୍ଦୁଝରରେ ୫.୬, ଝାରସୁଗୁଡ଼ାରେ ୫.୮, ଟିଟଲାଗଡ଼ ୭, ସମ୍ବଲପୁରରେ ୭.୪, ବାଲେଶ୍ୱରରେ ୭.୬, ଅନୁଗୋଳ ୮, ବାରିପଦା ୮.୫, କଟକରେ ୯.୬, ହୀରାକୁଦରେ ୯.୮ ଓ ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୧୨ ଡିଗ୍ରୀରେ ପହଞ୍ଚିଥିବା ଆକଳନ କରାଯାଇଛି। ଆଗାମୀ ଦିନରେ ପାହାଡ଼ିଆ ଅଞ୍ଚଳର ତାପମାତ୍ରା ଶୂନକୁ ଖସିବା ଅନୁମାନ କରାଯାଉଥିବାରୁ ରାଜ୍ୟ ସରକାର ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri