ଅସହାୟଙ୍କ ପାଖରେ ପହଞ୍ଚିଲା ସ୍ବେଚ୍ଛାସେବୀ ଟିମ

ଲୋଇସିଂହା, ୭।୪(ଡି.ଏନ.ଏ)-ମହାମାରୀ କରୋନା ପାଇଁ ସାରା ଦେଶରେ ଲକଡାଉନ ଯୋଗୁ ଅସହାୟ, ଭିନ୍ନକ୍ଷମ ଓ ଶ୍ରମିକ ବର୍ଗର ଲୋକେ ଅସୁବିଧାରେ ପଡିଛନ୍ତି। ଏଭଳି ଘଡିସନ୍ଧି ମୁହୂର୍ତ୍ତରେ ବଲାଙ୍ଗୀର ଜିଲା ଲୋଇସିଂହା ବିଜୁ ଜନତା ଦଳ ପକ୍ଷରୁ ଗଠିନ ସ୍ବେଚ୍ଛାସେବୀ ଟିମ ଆଗଲପୁର ବ୍ଲକର ଆଗଲପୁର, ବୁଦଲା, ରିନବଚନ, ରୋତ, ନଅଗାଁ(କ) ପଞ୍ଚାୟତ ଅଞ୍ଚଳରେ ଥିବା ଭିନ୍ନକ୍ଷମ, ଅସହାୟ ବୃଦ୍ଧାବୃଦ୍ଧ ଓ ଗରିବ ଶ୍ରେଣୀର ଲୋକଙ୍କ ଘରକୁ ଯାଇ ଚାଉଳ ଓ ରାଶନ ସାମଗ୍ରୀ ପ୍ରଦାନ କରିଥିଲେ । ଏହାପୂର୍ବରୁ ବ୍ଲକ ବିଜୁ ଯୁବ ବାହିନୀ ପକ୍ଷରୁ କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୧ ହଜାର ଟଙ୍କା ଦାନ କରାଯାଇଥିଲା । ବିଜେଡି ରାଜ୍ୟ ଯୁବ ପରିଷଦ ସଭ୍ୟ ନିହାର ରଞ୍ଜନ ବେହେରା, ବ୍ଲକ ସଂଯୋଜକ ପ୍ରମୋଦ ବାରିକ ପ୍ରମୁଖ ଜିଲାପାଳ ଅରିନ୍ଦମ ଡାକୁଆଙ୍କ ପ୍ରକୋଷ୍ଠକୁ ଯାଇ ଚେକ ମାଧ୍ୟରେ ସହାୟତା ରାଶି ପ୍ରଦାନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୨୧ଜଣଙ୍କ ନାମରେ ମାମଲା, ଜଣେ ଗିରଫ

ଖଣ୍ଡପଡ଼ା,୧୬ା୪(ସ୍ବ.ପ୍ର.): ଖଣ୍ଡପଡ଼ା ଥାନା ଅଧୀନ ଗଡ଼ିଆସାହି ପଞ୍ଚାୟତର ପଥରଖଣ୍ଡ ଗାଁରେ ଗତ ୧୨ତାରିଖ ରାତିରେ ନିର୍ବାଚନ ପରବର୍ତ୍ତୀ ହିଂସା ଘଟିଥିଲା। ଏହି ଘଟଣାରେ ପୋଲିସ ଉଭୟ...

ଶାବର ଶ୍ରୀକ୍ଷେତ୍ରରେ ରଥ ଓ ପଥ ପ୍ରସ୍ତୁତ : ଅପେକ୍ଷା ରଥଟଣାକୁ

କୋରାପୁଟ,୪ା୭(ସ୍ବ.ପ୍ର.): ଶାବର ଶ୍ରୀକ୍ଷେତ୍ର କୋରାପୁଟରେ ରଥଯାତ୍ରା ନେଇ ତିନି ରଥ ଓ ପଥ ପ୍ରସ୍ତୁତ ହୋଇ ରହିଛି । ଅପେକ୍ଷା କେବଳ ରଥଟଣାକୁ। ଚଳିତବର୍ଷ ପ୍ରଥମ...

ସଞ୍ଜୀବ ପାଣିଗ୍ରାହୀ ଓଡ଼ିଶା ହାଇକୋର୍ଟ ବିଚାରପତି ନିଯୁକ୍ତ

କଟକ ଅଫିସ,୭।୨: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ସଞ୍ଜୀବ ପାଣିଗ୍ରାହୀଙ୍କୁ ଶୁକ୍ରବାର ନିଯୁକ୍ତି ମିଳିଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଜଜ୍‌ ଭାବେ ନିଯୁକ୍ତି ଦେଇଥିବା...

ମନମୁଖି ଚାଲିଛି ମେଗା ପ୍ରକଳ୍ପ କାମ

ଯାଜପୁର ଅଫିସ/ଜେନାପୁର (ଡି.ଏନ.ଏ.),୧୨।୧: ଆଗକୁ ଆସୁଛି ଗ୍ରୀଷ୍ମଋତୁ । ଏବେଠୁ ନଦୀ ନାଳ ଶୁଖିବାକୁ ଆରମ୍ଭ ହେଲାଣି। ନଦୀନାଳ ଭରା ଯାଜପୁର ଜିଲାରେ ମଧ୍ୟ ବ୍ରାହ୍ମଣୀ...

ସମ୍ବଲପୁର ହିଂସାର ପ୍ରତିବାଦ

ସୋରଡ଼ା,୨୪ା୪(ଡି.ଏନ୍‌.ଏ.): ସମ୍ବଲପୁରରେ ହୋଇଥିବା ହିଂସା ପ୍ରତିବାଦରେ ଗଞ୍ଜାମ ଜିଲା ସୋରଡ଼ାର ବଜରଙ୍ଗ ଦଳ ପକ୍ଷରୁ ତହସିଲଦାର ପ୍ରଫୁଲ୍ଲ ଚନ୍ଦ୍ର ଡାକୁଆଙ୍କୁ ସୋମବାର ଏକ ଦାବିପତ୍ର ପ୍ରଦାନ...

ବେଆଇନ କ୍ରସର, ବଢୁଛି ପ୍ରଦୂଷଣ

କେନ୍ଦୁଝର,୧୪ା୯(ସ୍ବ.ପ୍ର.): ଖଣି ଲିଜ୍‌ ସୀମା ଭିତରେ ବା ଏହାଠାରୁ ୫ କିଲୋମିଟର ଦୂରରେ କୌଣସି କ୍ରସର ପ୍ରତିଷ୍ଠା ହୋଇପାରିବ ନାହିଁ ବୋଲି ସିଆ ବା ଷ୍ଟେଟ...

ବ୍ରହ୍ମପୁରରେ ସଙ୍ଗିନ ହେଉଛି କରୋନା ସ୍ଥିତି

ବ୍ରହ୍ମପୁର ଅଫିସ,୨୫ା୬-ବ୍ରହ୍ମପୁରରେ କରୋନା ସ୍ଥିତି ଦିନକୁ ଦିନ ସଙ୍ଗିନ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସହରର ଭିଡ ନିୟନ୍ତ୍ରଣ କରିବା ନେଇ ବୁଧବାର ବିଳମ୍ବିତ...

୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ, ୧୧।୩: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ...

Advertisement
Archives

Model This Week