ଅସହାୟଙ୍କ ପାଖରେ ପହଞ୍ଚିଲା ସ୍ବେଚ୍ଛାସେବୀ ଟିମ

ଲୋଇସିଂହା, ୭।୪(ଡି.ଏନ.ଏ)-ମହାମାରୀ କରୋନା ପାଇଁ ସାରା ଦେଶରେ ଲକଡାଉନ ଯୋଗୁ ଅସହାୟ, ଭିନ୍ନକ୍ଷମ ଓ ଶ୍ରମିକ ବର୍ଗର ଲୋକେ ଅସୁବିଧାରେ ପଡିଛନ୍ତି। ଏଭଳି ଘଡିସନ୍ଧି ମୁହୂର୍ତ୍ତରେ ବଲାଙ୍ଗୀର ଜିଲା ଲୋଇସିଂହା ବିଜୁ ଜନତା ଦଳ ପକ୍ଷରୁ ଗଠିନ ସ୍ବେଚ୍ଛାସେବୀ ଟିମ ଆଗଲପୁର ବ୍ଲକର ଆଗଲପୁର, ବୁଦଲା, ରିନବଚନ, ରୋତ, ନଅଗାଁ(କ) ପଞ୍ଚାୟତ ଅଞ୍ଚଳରେ ଥିବା ଭିନ୍ନକ୍ଷମ, ଅସହାୟ ବୃଦ୍ଧାବୃଦ୍ଧ ଓ ଗରିବ ଶ୍ରେଣୀର ଲୋକଙ୍କ ଘରକୁ ଯାଇ ଚାଉଳ ଓ ରାଶନ ସାମଗ୍ରୀ ପ୍ରଦାନ କରିଥିଲେ । ଏହାପୂର୍ବରୁ ବ୍ଲକ ବିଜୁ ଯୁବ ବାହିନୀ ପକ୍ଷରୁ କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୧ ହଜାର ଟଙ୍କା ଦାନ କରାଯାଇଥିଲା । ବିଜେଡି ରାଜ୍ୟ ଯୁବ ପରିଷଦ ସଭ୍ୟ ନିହାର ରଞ୍ଜନ ବେହେରା, ବ୍ଲକ ସଂଯୋଜକ ପ୍ରମୋଦ ବାରିକ ପ୍ରମୁଖ ଜିଲାପାଳ ଅରିନ୍ଦମ ଡାକୁଆଙ୍କ ପ୍ରକୋଷ୍ଠକୁ ଯାଇ ଚେକ ମାଧ୍ୟରେ ସହାୟତା ରାଶି ପ୍ରଦାନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଡାଳୁଅକଣି ସମୁଦ୍ରକୂଳରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କାକଟପୁର,୧୫।୯(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗ ଉପକୂଳ ଡାଳୁଅକଣି ସମୁଦ୍ରକୂଳରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଅସ୍ତରଙ୍ଗ ପୋଲିସ ରବିବାର ମଧ୍ୟାହ୍ନରେ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ...

ବ୍ରାଉନସୁଗାର ମାଫିଆଙ୍କ ସହ ପୋଲିସ ଲିଙ୍କ: ପୂର୍ବତନ ଥାନାଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର ଅଫିସ, ୧।୯: ବାଲେଶ୍ୱର ଜିଲା ଜଳେଶ୍ୱର ଥାନାର ପୂର୍ବତନ ଆଇଆଇସି ଧନେଶ୍ୱର ସାହୁଙ୍କ ବ୍ରାଉନସୁଗର ମାଫିଆଙ୍କ ସହିତ କଥାବାର୍ତ୍ତାକୁ ନେଇ ଏକ ଅଡିଓ ପୂର୍ବରୁ...

ବ୍ରିଜ୍‌ ତଳୁ ମିଳିଲା ଭିମ୍‌ସାର ଛାତ୍ରଙ୍କ ମୃତଦେହ

ସମ୍ବଲପୁର,୨୨ା୩(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ପିସି ବ୍ରିଜ୍‌ ତଳୁ ସୋମବାର ଭିମ୍‌ସାରର ଡିଏମ୍‌ଆର୍‌ଟି (ଡିପ୍ଲୋମା ଇନ୍‌ ରେଡିଓଥେରାପି) ଛାତ୍ର ବିଶ୍ୱରଞ୍ଜନ ଷଡଙ୍ଗୀ (୨୧)ଙ୍କ ମୃତଦେହ...

ବୋଲେରୋ ଲୁଟି ନେବାବେଳେ ଦୁର୍ଘଟଣା: ପଥଚାରୀ ବାପା, ଝିଅ, ପୁଅଙ୍କ ଜୀବନ ଗଲା

ଯୋଡା, ୨୮।୧୦(ଡି.ଏନ.ଏ.)-ଏକ ବୋଲେରୋ ଲୁଟ୍‌ କରି ଫେରାର ହୋଇଯିବା ବେଳେ ଚାଳକ ଭାରସାମ୍ୟ ହରାଇବାରୁ ରାସ୍ତାରେ ଯାଉଥିବା ଲୋକଙ୍କ ଉପରେ ଏହା ମାଡ଼ି ଯାଇଥିଲା। ଫଳରେ...

ବିର୍ଲା ଟାୟାର୍ସ ସମ୍ମୁଖରେ ଧାରଣା ଦେଲେ ଶ୍ରମିକଙ୍କ ପରିବାର

ବାଲେଶ୍ୱର ଅଫିସ, ୨୧।୮-ବକେୟା ଦରମା ଏବଂ ନିୟମିତ କାମ ଦାବିରେ ବାଲେଶ୍ୱର ଜିଲା ରେମୁଣା ଶିଳ୍ପାଞ୍ଚଳ ଥାନା ଅଧୀନ ସରସ୍ବତୀପୁରସ୍ଥିତ ବିର୍ଲା ଟାୟାର୍ସ ଫାଟକ ସମ୍ମୁଖରେ...

୬ ସପ୍ତାହ ମଧ୍ୟରେ ବାର୍‌ କାଉନ୍‌ସିଲ ନିର୍ବାଚନ କର: ହାଇକୋର୍ଟ

କଟକ ଅଫିସ,୫ା୧: ରାଜ୍ୟ ବାର କାଉନ୍‌ସିଲ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ କରିବା ସହ ୬ସପ୍ତାହ ମଧ୍ୟରେ ଶେଷ କରିବାକୁ ମଙ୍ଗଳବାର ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।...

୧୨ ବର୍ଷ ହେବ ଜବରଦଖଲ ଦୋକାନ ଘର ମୁକୁଳିଲା

ଅନୁଗୋଳ ଅଫିସ, ୨୨।୧ – ଦୀର୍ଘ ୧୨ ବର୍ଷ ହେଲା ଜବରଦଖଲରେ ଥିବା ଦୋକାନ ଘରକୁ ମଙ୍ଗଳବାର ଅନୁଗୋଳ ପୌରପାଳିକା ନିଜ କବ୍‌ଜାକୁ ନେଇଛି। ମାଜିଷ୍ଟ୍ରେଟ...

ଲକ୍‌ଡାଉନ ଯୋଗୁ ଉଜୁଡିଲା ପରିବା ଚାଷ

ବୌଦ୍ଧ,୨୫ା୪(ସ୍ବ.ପ୍ର.)- ଶିଳ୍ପବିହୀନ ବୌଦ୍ଧ ଏକ କୃଷି ପ୍ରଧାନ ଜିଲା । ଏଠାକାର ୮୦ ପ୍ରତିଶତ ଲୋକ ଚାଷ ଉପରେ ନିର୍ଭର କରିଥାଆନ୍ତି । ଜିଲାରେ ଧାନ...

Advertisement
Archives

Model This Week