ଅସହାୟ ପରିବାରକୁ ସାହାଯ୍ୟର ହାତ ବଢ଼ାଇଲେ ସରପଞ୍ଚ

ଲାଠୋର, ୨୨।୪ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମାଲପଡା ପଞ୍ଚାୟତ ଅଧୀନ ଜଲପାଙ୍କେଲ ଗ୍ରାମର ସ୍ବର୍ଗତ ଦୁର୍ଯ୍ୟୋଧନ ମେହେରଙ୍କ ପରିବାରକୁ ସ୍ଥାନୀୟ ସରପଞ୍ଚ ପ୍ରବୀଣ ଅଗ୍ରଓ୍ବାଲ ସହଯୋଗର ହାତ ବଢାଇଛନ୍ତି। ଜ୍ୱରରେ ଆକ୍ରାନ୍ତ ହୋଇ ଚିକିତ୍ସିତ ଅବସ୍ଥାରେ ପାଟଣାଗଡ ହସ୍‌ପିଟାଲରେ ତାଙ୍କର ମୃତ୍ୟୁ ଘଟିଥିଲା। ଫଳରେ ତାଙ୍କ ପରିବାର ସଂପୂର୍ଣ୍ଣ ରୂପେ ବେସାହାରା ହୋଇପଡିଥିଲେ। ଏହାକୁ ନେଇ ଗତ ୨୦ ତାରିଖରେ ‘ଦୁଇ ପିଲାଙ୍କୁ ନେଇ ଲୁହ ଗଡାଉଛନ୍ତି ସୁଜାତା’ ଶୀର୍ଷକ ଖବର ଧରିତ୍‌ରୀରେ ପ୍ରକାଶ ପାଇଥିଲା। ଲାଠୋର ସରପଞ୍ଚ ଅଗ୍ରୱାଲ ଏହା ଜାଣିଲା ପରେ ମୃତକଙ୍କ ଘରେ ପହଞ୍ଚିଥିଲେ। ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ଏକ ପ୍ୟାକେଟ ଚାଉଳ, ୩ କେଜି ଡାଲି ଏବଂ ୨ ହଜାର ଟଙ୍କା ପ୍ରଦାନ କରିଛନ୍ତି। ଅନ୍ୟପକ୍ଷେ ଏହି ପରିବାର ଲାଗି ସରକାରୀ ଭାବେ ଯେଉଁ ସବୁ ସହାୟତା ରହିଛି ତାହା ଦେବା ପାଇଁ ଖପ୍ରାଖୋଲ ବିଡିଓ ତରଣି ସୁନାଙ୍କୁ ସରପଞ୍ଚ ଅନୁରୋଧ କରିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri