ଅସହାୟ ଲୋକଙ୍କୁ ଶୁଖିଲା ଖାଦ୍ୟ, ମାସ୍କ ବଣ୍ଟନ

ବନ୍ତ,୧୫ା୪(ଡି.ଏନ୍‌.ଏ.) : କରୋନା ଭୂତାଣୁ ପ୍ରତିହତ ଲାଗି ସମଗ୍ର ରାଜ୍ୟରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଫଳରେ ଅସହାୟ ଲୋକମାନେ ଖାଇବା ପାଇଁ ବହୁତ ହଇରାଣ ହରକତ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ବନ୍ତ ବ୍ଲକ ଅଧୀନ ଘରପଦା, ଦୋଳପଦୀ ଆଦିବାସୀ ସାହି, ବସନ୍ତିଆ ଓ ନନ୍ଦିପଦା ଆଦିବାସୀ, ହରିଜନ ସାହି, ପୁରୁଷୋତ୍ତମପୁର, ବନ୍ତ ହରିଜନ ସାହିର ଅସହାୟ ଭୂମିହୀନ ଲୋକମାନଙ୍କୁ ଆନନ୍ଦମାର୍ଗ ୟୁନିଭର୍ସାଲ ରିଲିଫ ଟିମ୍‌ ବନ୍ତ ଶାଖା ପକ୍ଷରୁ ଶୁଖିଲା ଖାଦ୍ୟ, ମାସ୍କ ବଣ୍ଟନ କରାଯାଇଛି। ଏହି କାର୍ଯ୍ୟରେ ଡାକ୍ତର ମୁରଲୀଧର ସୂତାର, ଅନିମା ଜେନା, ଆନନ୍ଦମାର୍ଗୀ ସନ୍ୟାସିନୀ ରେଣୁକା ବ୍ରହ୍ମଚାରିଣୀ, ଦେବବନ୍ଦିତା ସାମଲ, ଲକ୍ଷ୍ମୀଧର କାଣ୍ଡି, ସୁରେନ୍ଦ୍ର ପାତ୍ର, ସାର୍ଥକ ରଞ୍ଜନ ବିଶ୍ୱାଳ, ଧୀରେନ୍ଦ୍ର ଜେନା, ଅଲେଖ ବିଶ୍ୱାଳ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଶ୍ରୀକ୍ଷେତ୍ରରେ ରଥକାଠ ଅନୁଗୂଳ

ପୁରୀ ଅଫିସ,୫।୧: ଆଜି ପବିତ୍ର ଶ୍ରୀପଞ୍ଚମୀ। ଏହି ଅବସରରେ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥକାଠକୁ ପୂଜାର୍ଚ୍ଚନା କରାଯିବ। ସରସ୍ବତୀ ପୂଜାରେ ରଥ ନିର୍ମାଣର ଏହା...

ଟାଙ୍ଗୀରେ ପାନୀୟ ଜଳ ସମସ୍ୟା : ୧୦ ହଜାରରୁ ଊର୍ଦ୍ଧ୍ୱ ଲୋକ ହନ୍ତସନ୍ତ

ଟାଙ୍ଗୀ(ଖୋର୍ଦ୍ଧା),୭ା୬(ଡି.ଏନ.ଏ.) : ସମ୍ପ୍ରତି ଟାଙ୍ଗୀରେ ପାନୀୟ ଜଳ ଯୋଗାଣ ବ୍ୟାହତ ହୋଇଛି। ଏଥିଯୋଗୁ ଘୋର ପାନୀୟ ଜଳ ସମସ୍ୟା ଦେଖାଦେଇଛି। ତେବେ ପ୍ରଶାସନିକ ଅବହେଳା ଏଥିପାଇଁ...

ପୂର୍ବତନ ଆକାଉଣ୍ଟାଣ୍ଟଙ୍କୁ ୨ବର୍ଷ ଜେଲ

ଫୁଲବାଣୀ ଅଫିସ,୨୪ା୪- ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଭଗବାନ ପ୍ରଧାନ ଏକ ଲାଞ୍ଚ ମାମଲାର ବିଚାର କରି ଜଣେ ଆକାଉଣ୍ଟାଣ୍ଟଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ...

ସୁଲଭ ମୂଲ୍ୟରେ ପୁରୀରେ ରହଣି ସୁବିଧା: ୧୦୦ରୁ ୧୫୦ ଟଙ୍କାରେ ରହିପାରିବେ ଭକ୍ତ

ପୁରୀ ଅଫିସ,୨୦ା୧୨: ପୁରୀ ସହରରେ ଏବେ ଭକ୍ତଙ୍କୁ ସୁଲଭ ମୂଲ୍ୟରେ ରହଣି ସୁବିଧା ମିଳିବ। ମାତ୍ର ୧୦୦ରୁ ୧୫୦ଟଙ୍କା ମଧ୍ୟରେ ଏହି ସୁବିଧା ଯୋଗାଇ ଦିଆଯିବ।...

ବ୍ରାହ୍ମଣୀ ସହ ସଂଯୋଗୀକରଣ ଯୋଜନା ବାଧାପ୍ରାପ୍ତ

ପଟ୍ଟାମୁଣ୍ଡାଇ,୭ା୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳର ପୋତା ଗୋବରୀ ନଦୀ ଓ ପଠା ସରକାରୀ ଜମି ପ୍ରଭାବଶାଳୀ ବ୍ୟକ୍ତିମାନେ ହାତେଇ ନେବାରେ ସକ୍ଷମ ହୋଇଛନ୍ତି। ଫଳରେ...

ପୋଲିସ ଛାଉଣୀରେ ଆରମ୍ଭ ହେଲା ଉଚ୍ଛେଦ ପ୍ରକ୍ରିୟା : ବଇଣ୍ଡାରେ ୩ ଦିନ ପାଇଁ ୧୪୪ ଧାରା ଜାରି

ବଇଣ୍ଡା,୧୧।୯(ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ମୁଖ୍ୟ ବ୍ୟବସାୟିକ କେନ୍ଦ୍ରସ୍ଥଳୀ ବଇଣ୍ଡା ଛକରେ ଜାତୀୟ ରାଜପଥ ବିଭାଗ ଓ ପ୍ରଶାସନ ପକ୍ଷରୁ ବୁଧବାର ଉଚ୍ଛେଦ ପକ୍ରିୟା...

ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ କନିଷ୍ଠ ଯନ୍ତ୍ରୀଙ୍କ ମୃତଦେହ

ଜୟପୁର, ୭।୧(ନି.ପ୍ର): କୋରାପୁଟ ଜିଲା ବୋରିଗୁମ୍ମାରେ କାର୍ଯ୍ୟରତ ଆରଡବ୍ଲୁଏସ୍‌ଏସ୍‌ର ନିଖୋଜ କନିଷ୍ଠ ଯନ୍ତ୍ରୀ ଭେଙ୍କଟେଶ୍ୱର ରାଓଙ୍କ ମୃତଦେହ ଉଦ୍ଧାର କରାଯାଇଛି। ହରଡାଗୁଡା ନିକଟସ୍ଥ ମୂଷା ମାଟି...

ପୁଣି ଟୁଇନ୍‌ସିଟିରୁ ଧରାହେଲେ ୧୩୫୫ ଅମାନିଆ ଚାଳକ

ଭୁବନେଶ୍ୱର,୯ା୪(ବ୍ୟୁରୋ): ସଂକ୍ରମଣ ରୋକିବାକୁ କମିଶନରେଟ ପୋଲିସ ଯେତେ କଡ଼ା ଆଭିମୁଖ୍ୟ ଗ୍ରହଣ କଲେ ମଧ୍ୟ ଅମାନିଆଙ୍କୁ କାଟୁ କରୁନି। ଲକ୍‌ଡାଉନ୍‌ ସତ୍ତ୍ୱେ ଗାଡ଼ି ଧରି ରାସ୍ତାକୁ...

Advertisement
Archives

Model This Week