ଅସହାୟ ଲୋକଙ୍କୁ ଶୁଖିଲା ଖାଦ୍ୟ, ମାସ୍କ ବଣ୍ଟନ

ବନ୍ତ,୧୫ା୪(ଡି.ଏନ୍‌.ଏ.) : କରୋନା ଭୂତାଣୁ ପ୍ରତିହତ ଲାଗି ସମଗ୍ର ରାଜ୍ୟରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଫଳରେ ଅସହାୟ ଲୋକମାନେ ଖାଇବା ପାଇଁ ବହୁତ ହଇରାଣ ହରକତ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ବନ୍ତ ବ୍ଲକ ଅଧୀନ ଘରପଦା, ଦୋଳପଦୀ ଆଦିବାସୀ ସାହି, ବସନ୍ତିଆ ଓ ନନ୍ଦିପଦା ଆଦିବାସୀ, ହରିଜନ ସାହି, ପୁରୁଷୋତ୍ତମପୁର, ବନ୍ତ ହରିଜନ ସାହିର ଅସହାୟ ଭୂମିହୀନ ଲୋକମାନଙ୍କୁ ଆନନ୍ଦମାର୍ଗ ୟୁନିଭର୍ସାଲ ରିଲିଫ ଟିମ୍‌ ବନ୍ତ ଶାଖା ପକ୍ଷରୁ ଶୁଖିଲା ଖାଦ୍ୟ, ମାସ୍କ ବଣ୍ଟନ କରାଯାଇଛି। ଏହି କାର୍ଯ୍ୟରେ ଡାକ୍ତର ମୁରଲୀଧର ସୂତାର, ଅନିମା ଜେନା, ଆନନ୍ଦମାର୍ଗୀ ସନ୍ୟାସିନୀ ରେଣୁକା ବ୍ରହ୍ମଚାରିଣୀ, ଦେବବନ୍ଦିତା ସାମଲ, ଲକ୍ଷ୍ମୀଧର କାଣ୍ଡି, ସୁରେନ୍ଦ୍ର ପାତ୍ର, ସାର୍ଥକ ରଞ୍ଜନ ବିଶ୍ୱାଳ, ଧୀରେନ୍ଦ୍ର ଜେନା, ଅଲେଖ ବିଶ୍ୱାଳ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବମୀରେ ପୂଜା ମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ

କଟକ,୧୦ା୧୦(ଶିଳ୍ପା ପ୍ରିୟଦର୍ଶିନୀ): ପୂଜା ପାଇଁ କଟକ ସହର ଉତ୍ସବମୁଖର ହୋଇଉଠିଛି। ବିଭିନ୍ନ ମଣ୍ଡପରେ ଗୁରୁବାର ମା’ ଦୁର୍ଗାଙ୍କ ମହାସପ୍ତମୀ ପୂଜା ଅନୁଷ୍ଠିତ ହେବ। ତେବେ ଦୁର୍ଗାପୂଜାରେ...

ନିଜ ଦଳ ନାଁରେ ଏମିତି କହିଦେଲେ ବିଧାୟକ ସୌଭିକ ବିଶ୍ୱାଳ: ଚାଲିଛି ଚର୍ଚ୍ଚା

କଟକ,୧୦ା୧୦(ଶିଳ୍ପା ପ୍ରିୟଦର୍ଶିନୀ):ଗୋପବନ୍ଧୁଙ୍କ ଜୟନ୍ତୀ ଅବସରରେ କଟକ ଜିଲା ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ କଟକ ସାରଳା ଭବନଠାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସଭା ସଦସ୍ୟ...

ଭାଜପା ସଦସ୍ୟ ହେଲେ ମମିତା ମେହେରଙ୍କ ମା’ବାପା

କଣ୍ଟାବାଞ୍ଜି,୧୦ା୧୦(ଗୁରୁ ଦୟାଲ ହଂସ):ବହୁଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡ ରାଜ୍ୟରେ ହଇଚଇ ସୃଷ୍ଟି କରିଥିଲା। ବୁଧବାର ମମିତାଙ୍କ ମା’ବାପା ଭାଜପାର ସଦସ୍ୟତା ଗ୍ରହଣ କରିଛନ୍ତି। ବଲାଙ୍ଗୀର ଜିଲା...

ପୁଣି କୂଅରେ ପଡିଲା ଦନ୍ତା ହାତୀ: ଉଦ୍ଧାର ଜାରି

ଭବାନୀପାଟଣା/ନର୍ଲା ୧୦।୧୦(ଉତ୍ତମ କୁମାର ଦାଶ/ସନ୍ତୋଷ ପାତ୍ର):କଳାହାଣ୍ଡି ଜିଲା ନର୍ଲା ରେଞ୍ଜ ଜାମ ପଡା ଗାଁ ନିକଟ ଏକ ପରିତ୍ୟକ୍ତ କୂଅରେ ଏକ ଦନ୍ତା ହାତୀ ପଡିଯାଇଛି।...

ମା’ ସମଲେଶ୍ବରୀଙ୍କ ମହାଗୌରୀ ବେଶ: ପ୍ରବଳ ଭକ୍ତଙ୍କ ସମାଗମ

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ଗୁରୁବାର ମା’ ସମଲେଶ୍ବରୀ ମହାଗୌରୀ ବେଶରେ ଦର୍ଶନ...

କଜଳପାତିଆରୁ ଚାଲାଣ ହେଉଛି ସବୁଜ ଗେଣ୍ଡା

ମହାକାଳପଡ଼ା, ୧୦ା୧୦ (ପ୍ରତାପ ଚନ୍ଦ୍ର ସ୍ବାଇଁ):ଉପରମୁଣ୍ଡରୁ ବନ୍ୟାଜଳ ସମୁଦ୍ରରେ ମିଶିଲେ ବିରଳ ପ୍ରଜାତିର ସବୁଜ ଗେଣ୍ଡା ମାଟି ଗୋଳି ପାଣି ଖାଇଥାନ୍ତି। ବିଶେଷକରି ବର୍ଷାଦିନରେ ଏହି...

ଆଇସିୟୁରେ ଶେଷନିଃଶ୍ୱାସ ନେଉଛି ବିଜେଡି: ଜୟନାରାୟଣଙ୍କୁ ପାଲଟା ଜବାବ ଦେଲେ ରୋହିତ

ସମ୍ବଲପୁର, ୧୦।୧୦(ଭବାନୀ ଶଙ୍କର ଭୋଇ):କିଛିଦିନ ପୂର୍ବରୁ ଯୁଯୋମୁରାଠାରେ ବିଜେଡି ଜନସମ୍ପର୍କ ପଦଯାତ୍ରାବେଳେ ସମ୍ବଲପୁର ଜିଲା ବିଜେଡି ସଭାପତି ରୋହିତ ପୂଜାରୀ କହିଥିଲେ, ରାଜ୍ୟର ଭାଜପା ସରକାର...

ଆଜିଠୁୁ ହାଇକୋର୍ଟର ପୂଜା ଛୁଟି: ଜରୁରିକାଳୀନ ମାମଲା ପାଇଁ ୪ ଦିନ ଖୋଲା

କଟକ,୧୦ା୧୦ (କାର୍ତ୍ତିକ ସାହୁ):ହାଇକୋର୍ଟରେ ଚଳିତ ଦୁର୍ଗାପୂଜା ଛୁଟି ଅକ୍ଟୋବର ୧୦ରୁ ଆରମ୍ଭ ହୋଇ ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ। ତେବେ ପୂଜା ଛୁଟି ସମୟରେ କେବଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri