ଅସହାୟ ୨ ଶିଶୁଙ୍କୁ ଉଦ୍ଧାର କଲା ପ୍ରଶାସନମୁକ୍ତ ଆଶ୍ରୟ ସ୍ଥଳରେ ଥଇଥାନ

ନୂଆପଡା ଅଫିସ,୩୧ା୭- ନୂଆପଡା ଜିଲା ସିନାପାଲି ବ୍ଲକ ନୂଆପଡା ଗ୍ରାମପଞ୍ଚାୟତ ସଦର ଗାଁର ମା’ବାପାଙ୍କ ମୃତ୍ୟୁ ପରେ ଅସହାୟ ଭାବେ ଜୀବନ କାଟୁଥିବା ୨ ଶିଶୁଙ୍କୁ ଜିଲା ପ୍ରଶାସନ ଉଦ୍ଧାର କରି ମୁକ୍ତ ଆଶ୍ରମ ସ୍ଥଳରେ ଥଇଥାନ କରିଛି । ଜିଲାପାଳଙ୍କ ମଧୁସ୍ମିତା ସାହୁଙ୍କୁ ନିର୍ଦ୍ଦେଶକ୍ରମେ ଜିଲା ଶିଶୁ ସୁରକ୍ଷା ଅଧିକାରୀ ଉଦ୍ଧାର କରିଛି। ଆଜକୁ ୨ ବର୍ଷ ତଳେ ବାପା ବଳରାମ ଜ୍ୱରରେ ଆକ୍ରାନ୍ତ ହୋଇ ଆରପାରିକୁ ଚାଲିଯାଇଥିଲେ । ସେହି ଦିନଠାରୁ ୨ ଶିଶୁ ଏବଂ ରୋଗୀଣା ମା’ଙ୍କୁ ସ୍ଥାନୀୟ ସରପଞ୍ଚ ନିଜର ତତ୍ୱାବଧାନରେ ଆଶ୍ରୟ ଦେଇଥିଲେ । ହେଲେ ଆଜିକୁ ମାସକ ତଳେ ମା’ ଯଶୋବନ୍ତୀ ଅଜଣା ରୋଗରେ ମୃତ୍ୟୁବରଣ କରିଥିଲେ। ସେହି ଦିନଠାରୁ ଶିଶୁ ୨ ଜଣ କାନ୍ଦି କାନ୍ଦି ଦିନ କାଟୁଛନ୍ତି । ଶେଷରେ ଶିଶୁଙ୍କ ବଡବାପା ସିନାପାଲିଠାରେ ଚାଲିଥିବା ଅଭିଯୋଗ ଶୁଣାଣି ଶିବିରରେ ଜିଲାପାଳଙ୍କୁ ଭେଟି ଜଣାଇଥିଲେ । ଜିଲାପାଳ ତୁରନ୍ତ ହସ୍ତକ୍ଷେପ କରି ଦୁହିଁଙ୍କୁ ଉଦ୍ଧାର କରି ଥଇଥାନ କରିବାକୁ ଜିଲା ଶିଶୁ ସୁରକ୍ଷା ଅଧିକାରୀଙ୍କୁ ଦାୟିତ୍ୱ ଦେଇଥିଲେ । ଅଧିକାରୀ ବଳଦେବ ରଥ ନିଜ ସହ ଯୋଗୀଙ୍କ ସହ ନୂଆପଡାକୁ ଯାଇ ଶିଶୁ ଦୁହିଁଙ୍କୁ ଉଦ୍ଧାର କରି ଜିଲା ଶିଶୁ କଲ୍ୟାଣ ସମିତିରେ ହାଜର କରିଥିଲେ । ପରେ ଖଡିଆଳସ୍ଥିତ ମୁକ୍ତ ଆଶ୍ରୟ ସ୍ଥଳରେ ରଖାଯାଇଛି। ଉଦ୍ଧାର ଟିମରେ ଅନ୍ୟମାନଙ୍କ ମଧ୍ୟରେ ପୋନିକ ରବୀନ୍ଦ୍ର କୁମାର ମହାଲିକ, ଶ୍ରୀନିବାସ ବେହେରା, ସ୍ଥାନୀୟ ସରପଞ୍ଚ ବିଦ୍ୟାଧର ବୋଡିିକିଆ ପ୍ରମୁଖ ସାମିଲ ଥିଲେ । ବର୍ତ୍ତମାନ ଶିଶୁ ୨ ଜଣ ସୁସ୍ଥ ଏବଂ ସୁରକ୍ଷିତ ଅବସ୍ଥାରେ ରହିଥିବା ଜଣାପଡିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଗୃହ ବାହାରେ କହିଲେ, ରେକର୍ଡରୁ କାଟିଦେଲେ: ସାଂଘାତିକ ଅଭିଯୋଗ ଆଣିଲେ ବିଧାୟକ

ଭୁବନେଶ୍ୱର, ୨୪।୨(ସୁନିତ୍‌ ମିଶ୍ର):ବିଧାନସଭା ବଜେଟ ଅଧିବେଶର ଷଷ୍ଠ ଦିନ ଗୃହ କାର୍ଯ୍ୟ ବନ୍ଦ ହେବା ପରେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ବାହାରକୁ ବାହାରି…

ଭୟଭୀତ କରି ଶାରୀରିକ ସମ୍ପର୍କ ରଖୁଥିଲେ ଗ୍ରାମର ୪ ଯୁବକ, ଚିକିତ୍ସା ପରେ ଜଣାପଡିଲା ଯୁବତୀ ଗର୍ଭବତୀ

ଭୁବନ, ୨୪।୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ଧଳପଡା ଗ୍ରାମର ଜଣେ ୨୧ ବର୍ଷିଆ ଯୁବତୀଙ୍କୁ ୪ ଜଣ ଗଣବଳାତ୍କାର କରିଥିବା ଯୁବତୀଜଣଙ୍କ…

ପିଲାଙ୍କୁ ମୋବାଇଲଠାରୁ ଦୂରେଇ ରଖିବାକୁ ପ୍ରସ୍ତୁତ ହେଲେଣି ସରକାର, ଲାଗୁ ହେବ ନୂଆ ନିୟମ!

ପାଟନା,୨୪।୨: ପିଲାମାନଙ୍କର ବର୍ଦ୍ଧିତ ସ୍କ୍ରିନ ଟାଇମ ଏବଂ ସୋସିଆଲ ମିଡିଆ ପ୍ଲାଟଫର୍ମରେ ସଂସ୍ପର୍ଶର ପ୍ରତିକୂଳ ପ୍ରଭାବକୁ ନିୟନ୍ତ୍ରଣ କରିବା ପାଇଁ ବିହାର ସରକାର ଏକ ନୀତି ପ୍ରସ୍ତୁତ…

ଜୁନାଗଡ଼ ସହରରେ ଅବକାରୀ ଚଢ଼ାଉ, ବିପୁଳ ନକଲି ବିଦେଶୀ ମଦ ସହ ୨ ଗିରଫ

ଭବାନୀପାଟଣା,୨୪।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ନକଲି ବିଦେଶୀ ମଦ ପ୍ରସ୍ତୁତ ହେଉଥିବା ଖବର ପାଇ ମଙ୍ଗଳବାର ସକାଳୁ ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ…

ଯୁବ କଂଗ୍ରେସ ଅଧ୍ୟକ୍ଷ ଗିରଫ: ତେଜିଲା ରାଜନୀତି

ନୂଆଦିଲ୍ଲୀ,୨୪।୨: ଦିଲ୍ଲୀରେ ଏଆଇ ସମ୍ମିଳନୀ ସମୟରେ ଭାରତ ମଣ୍ଡପମରେ ହୋଇଥିବା ପ୍ରତିବାଦରେ ଗିରଫଦାରୀ ଜାରି ରହିଛି। ଭାରତୀୟ ଯୁବ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ଉଦୟ ଭାନୁ ଚିବଙ୍କୁ…

SpiceJet ବିମାନ ଇଞ୍ଜିନ ଫେଲ୍, ଟେକଅଫର କିଛି ସମୟ ପରେ ହେଲା….

ନୂଆଦିଲ୍ଲୀ,୨୪।୨: ୧୫୦ ଜଣ ଯାତ୍ରୀଙ୍କୁ ନେଇ ସ୍ପାଇସଜେଟର ଏକ ବିମାନ ଦିଲ୍ଲୀ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିଛି । ସୂଚନା ଅନୁଯାୟୀ, ଦିଲ୍ଲୀରୁ ଲେହ ଯାଉଥିବା ବିମାନଟି…

ମନର କଥା ବଖାଣିଲେ ସାମନ୍ଥା: କେବଳ ରାଜ୍‌ଙ୍କ ପାଇଁ…

ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁ ଆଜିକାଲି ସୁଖୀ ଦାମ୍ପତ୍ୟ ଜୀବନ ବିତାଉଛନ୍ତି। ସ୍ବାମୀ ତଥା ଚଳଚ୍ଚିତ୍ର ନିର୍ମାତା ରାଜ ନିଦିମୋରୁଙ୍କ ସହ ସେ ହନିମୁନ୍‌ରୁ ଫେରିଛନ୍ତି। ନିକଟରେ…

ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୧୫ ମୃତ

ଲିମା,୨୪।୨: ଦକ୍ଷିଣ ଆମେରିକୀୟ ଦେଶ ପେରୁରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ଆସିଛି। ବନ୍ୟା ପ୍ରଭାବିତ ଅଞ୍ଚଳରେ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରିବା ପାଇଁ ଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri