Posted inଜାତୀୟ

ଅସହ୍ୟ ତାତି: ୪୯ ବର୍ଷରେ ନେଇଛି ୧୬ ହଜାରରୁ ଅଧିକ ଜୀବନ

ନୂଆଦିଲ୍ଲୀ, ୧୧।୬: ଦେଶର ୧୫ରୁ ଅଧିକ ରାଜ୍ୟରେ ତାତି ଅସହ୍ୟ ହେବାରେ ଲାଗିଛି। ପ୍ରବଳ ଗରମରେ ୭୨ କୋଟିରୁ ଅଧିକ ଲୋକେ ବ୍ୟତିବ୍ୟସ୍ତ ହେଉଛନ୍ତି। ଏସବୁ ଅଞ୍ଚଳରେ ତାପମାତ୍ରା ୪୦ରୁ ୫୦ ଡିଗ୍ରୀରୁ ମଧ୍ୟରେ ରହୁଛି। କେତେକ ଅଞ୍ଚଳରେ ଏହା ୫୦ ଡିଗ୍ରୀ ମଧ୍ୟ ଟପିଛି। ୧୯୭୦ଠାରୁ ୨୦୧୯ ମଧ୍ୟରେ ଗତ ୪୯ ବର୍ଷରେ ଅସହ୍ୟ ତାତି ଯୋଗୁ ୧୬ ହଜାର ୫ଶହ ୯୧ ଲୋକଙ୍କ ଜୀବନ ଯାଇଛି। ପରିସଂଖ୍ୟାନ ବିଭାଗ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଏହା ପ୍ରକାଶ ପାଇଛି। ଏହି ସମୟ ମଧ୍ୟରେ ୧୬ ଶହ ୬୯ ଗ୍ରୀଷ୍ମ ପ୍ରବାହ ରେକର୍ଡ କରାଯାଇଛି। ଜଳବାୟୁ ପରିବର୍ତ୍ତନ ଯୋଗୁ ପ୍ରତିବର୍ଷ ତାତି ବଢ଼ିବାରେ ଲାଗିଛି। ତେବେ ୨୦୧୫ଠାରୁ ମୃତ୍ୟୁ ସଂଖ୍ୟା କହିଥିବାବେଳେ ତାତି କମିବାର ନା ଧରିନି। ୨୦୧୫ରେ ୨ ହଜାର ୮୧ ଜଣ ଲୋକଙ୍କର ମୃତ୍ୟୁ ଗ୍ରୀଷ୍ମ ପ୍ରବାହରେ ଘଟିଥିଲା। ସେହିପରି ୨୦୧୬ରେ ୩୭ ଗ୍ରୀଷ୍ମ ପ୍ରବାହରେ ୭ଶହ ଲୋକଙ୍କ ମୃତ୍ୟୁ ଘଟିଥିଲା। ୨୦୧୭ରେ ୫୨୪ ଗ୍ରୀଷ୍ମ ପ୍ରବାହରେ ୩୭୫ ଲୋକଙ୍କ ମୃତ୍ୟୁ ହୋଇଥିଲା। ୨୦୧୮ରେ ୪୮୪ ଗ୍ରୀଷ୍ମ ପ୍ରବାହରେ ୨୭ ଜଣଙ୍କ ଜୀବନ ଯାଇଥିଲା। ଚଳିତ ୨୦୧୯ରେ ବର୍ତ୍ତମାନ ସୁଦ୍ଧା ଗ୍ରୀଷ୍ମ ପ୍ରବାହରେ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ଏହି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

Gen Z ମନ ଜିତିବାକୁ BJPର ଅଭିଯାନ, କୋଚିଂ ସେଣ୍ଟରରୁ କଲେଜ ଯାଏ ପହଞ୍ଚିବେ ନେତା

ନୂଆଦିଲ୍ଲୀ,୧୯।୮: Gen-Z ଯୁବପିଢ଼ିଙ୍କ ନିକଟରେ ପହଞ୍ଚିବା ପାଇଁ ରଣନୀତି ବଦଳାଇଛି ଭାଜପା । ଏଣିକି କେବଳ ସୋସିଆଲ ମିଡିଆ ମେସେଜିଂ ନୁହେଁ, ଯୁବପିଢ଼ିଙ୍କ ସହ ସିଧାସଳଖ ଆଲୋଚନା…

ରାଜଧାନୀର CNG ପମ୍ପରେ ବଡ଼ ଧରଣର ବିସ୍ଫୋରଣ, ୩ମୃତ

ନୂଆଦିଲ୍ଲୀ,୧୯।୮: ରାଜଧାନୀ ଦିଲ୍ଲୀର ଟିକରୀ କଲାଁ ଅଞ୍ଚଳରେ ଥିବା ଏକ CNG ପମ୍ପରେ ଭୟଙ୍କର ବିସ୍ଫୋରଣ ହୋଇଛି । ଗ୍ୟାସ୍‌ ରିଫିଲିଂ ସମୟରେ ଏହି ଅଘଟଣ ହୋଇଥିବା…

କାଉନସିଲ୍‌ ନିର୍ବାଚନରେ ଜିତିଲେ ମମତା ବାର୍ନାଜୀ; ଭାଜପାକୁ କଲେ ଚିତ୍‌ପଟାଙ୍ଗ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୧୯।୮: ପ୍ରଥମେ ବିଧାନସଭା ନିର୍ବାଚନରେ ​​ପରାଜୟ, ପରେ ବିଧାୟକମାନଙ୍କ ବିଦ୍ରୋହ ଏବଂ ଶେଷରେ କିଛି ସାଂସଦ ମଧ୍ୟ ସାଥ୍ ଛାଡ଼ିବା ଏସବୁ ପରିସ୍ଥିତିର ସାମ୍ନା କରିଛି ମମତା…

ବାରମ୍ବାର ପୋଷ୍ଟ ଅଫିସ୍ ଯିବା ଦରକାର ନାହିଁ! ୨ ମିନିଟ୍‌ରେ ଜମା ହେବ ସୁକନ୍ୟା ଟଙ୍କା, ଜାଣନ୍ତୁ ପ୍ରୋସେସ୍…

ନୂଆଦିଲ୍ଲୀ,୧୯।୮: ଯଦି ଆପଣ ଆପଣଙ୍କ ଝିଅର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ସୁକନ୍ୟା ସମୃଦ୍ଧି ଯୋଜନା (SSY) ଅଧୀନରେ ଏକ ଆକାଉଣ୍ଟ ଖୋଲିଛନ୍ତି, ତେବେ ଆପଣଙ୍କୁ ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri