ଅସାହାକୁଁ ସାହାଯ୍‌ର ହାତ୍‌ ବଢ଼ାଲା ପରଶାସନ

ଲାଠୋର, ୪।୩ (ଡି.ଏନ୍‌.ଏ.)-ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ହଲନଭଟା ପଁଚେତ୍‌ ଅଧୀନ ଖର୍ଲି ଗଁାର ବୁରୁଧ୍‌ ଦମ୍ପତି ବସୁ ସାଗର ଆର ତାକର ମାଏକିନା ବଡ଼ ସାଗର। ସେନ୍‌ତା ଇ ବ୍ଲକ ଅଧୀନ କୁଇବାହାଲ ପଁଚେତ୍‌ ବାଞ୍ଜିପାଲି ଗଁାର ଦିବ୍ୟାଙ୍ଗ ଯଶୋଦା ମାଝିକୁଁ ପରଶାସନ ସାହାଯ୍‌ର ହାତ୍‌ ବଢ଼େଇଥିବାର ଜନାଯାଇଛେ।
ସୂଚନା ଅନ୍‌ସାରେ ଖର୍ଲି ଗଁାର ବୁରୁଧ୍‌ ଦମ୍ପତି ବସୁ ସାଗର ଆର ତାକର ମାଏକିନା ବଡ଼ ସାଗରକଁର ସଁପତି ବଲି କିଛି ନାଇଁ। ଇ ବୁରୁଧ୍‌ ଦମ୍ପତି ନିଜର ଝନେ ଲାଗେଲେସର ଘରେ ଆଶ୍‌ରେ ନେଇଛନ୍‌। ଯେ ମୁଠେ ଦେଲା ଖାଉଛନ୍‌ ନାଇଁ ହେଲେ ଖାଡ଼ା ଉପାସେ ରହୁଛନ୍‌। ଏନ୍‌ତା କି ସେମାନେ ସରକାରକଁର ଭତା, ଖାଏଦ୍‌ ସୁରକ୍ଷା ଆର ଆବାସ ଯୋଜନାରୁ ବଁଚିତ୍‌ ହେଇ ରହିଥିଲେ। ସେନ୍‌ତା ବାଞ୍ଜିପାଲି ଗଁାର ଦିବ୍ୟାଙ୍ଗ ଯଶୋଦା ଗଲା ୨୦୧୬ରୁ ୫୦ ପରତିଶତ ଦିବ୍ୟାଙ୍ଗ ପରମାନପତର ଥାଇ ବି ଭତା ନାଇଁ ପାଉଥାଇ। ଇ ବାବ୍‌ଦେ ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ଗଲା ୨୬ା୨ା୨୦୨୦ରେ ଟିକିନିଖିନୁ ଖବର ବାହାରିଥିଲା। ଇ ଦୁଇ ଖବରକେ ନେଇ ବରଗଡ଼ ଜିଲାର ଝନେ ସାମାଜିକ କରମୀ ଦୀପା ବାରିକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକକୁଁ ଟୁଇଟ କରି ଇ ଅସାହାମାନକୁ ସାହାଯ୍‌ ଯୁଗେଇ ଦେବାକେ ଅନୁରୋଧ କରିଥିଲେ। ତାକର ଅନୁରୋଧ ହିସାବେ ମୁଖ୍ୟମନ୍ତ୍ରୀ ବଲାଙ୍ଗୀର ଜିଲାପାଳକୁଁ ସାହାଯ୍‌ ଯୁଗେଇ ଦେବାକେ ନିରଦେଶ ଦେଇଥିଲେ। ବଲାଙ୍ଗୀର ଜିଲାପାଳକଁର ନିରଦେଶରେ ତୁରେକେଲା ବିଡିଓ କୁଇବାହାଲ ଆର ହଲନଭଟା ପଁଚେତ୍‌ କାର୍ଯ୍ୟନିର୍ବାହୀ ଅଧ୍‌କାରୀ ଜୟସିଂ ମେହେରକୁଁ ମଙ୍ଗଳବାର ପଠେଇ ଦିବ୍ୟାଙ୍ଗ ଯଶୋଦା ମାଝି, ବସୁ ସାଗର, ବଡ଼ ସାଗରକୁଁ ଭତା ଚେକ୍‌ ହିସାବେ ଦେଇଥିଲେ। ସେନ୍‌ତା ଆଏବାର ଦିନେ ଇମାନକୁ ରାଶନକାର୍ଡ ଯୁଗେଇ ଦିଆଯିବା ଆର ଆବାସ ଯୋଜନା ଲାଗି ପିଡବ୍ଲୁଏଲ୍‌ରେ ସାମିଲ କରାଯାଇଥିବାର କାର୍ଯ୍ୟନିର୍ବାହୀ ଅଧ୍‌କାରୀ ସୂଚନା ଦେଇଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ମୈଥାନ କାରଖାନାରେ ଶ୍ରମିକ ଆନ୍ଦୋଳନ

କଳିଙ୍ଗନଗର,୭।୧୦(ଡି.ଏନ.ଏ.): କଳିଙ୍ଗନଗର ଶିଳ୍ପାଞ୍ଚଳର ମୈଥାନ କାରଖାନାରେ ଗତ ମଙ୍ଗଳବାରଠାରୁ ଶ୍ରମିକ ଆନ୍ଦୋଳନ ଜାରି ରହିଛି । ଦରମା ପ୍ରଦାନରେ ତାରତମ୍ୟ ରହୁଥିବା ଅଭିଯୋଗ କରି ଶ୍ରମିକମାନେ...

‘ପ୍ରତ୍ୟେକ ବ୍ୟକ୍ତି ଚାରାରୋପଣ କରିବା ଦରକାର’

ବାରିପଦା ଅଫିସ, ୧୫ା୨- ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ (ଜଳବାୟୁ ପରିବର୍ତ୍ତନ ସେଲ) ପକ୍ଷରୁ ଜଳବାୟୁ ପରିବତ୍ତର୍ର୍ନ ସମ୍ପର୍କିତ ଆଞ୍ଚଳିକସ୍ତରୀୟ ଦୁଇ ଦିନିଆ...

ଆମପାଣି ଘାଟିରେ ବସ୍‌-ଟ୍ରକ ମୁହାଁମୁହିଁ: ୨ ଡ୍ରାଇଭରଙ୍କ ସମେତ ଯାତ୍ରୀ ଗୁରୁତର

କୋକସରା,୧୯।୮(ଡି.ଏନ୍‌.ଏ.): କଳାହାଣ୍ଡି-ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିର ଖଡ଼କା ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଓଏସ୍‌ଆର୍‌ଟିସିର ଏକ ଯାତ୍ରୀବାହୀ ବସ୍‌ ଏବଂ ଟ୍ରକ...

ପୁରୁଷୋତ୍ତମପୁରରେ କୋଭିଡ ଟିକା ଦାନ ଆରମ୍ଭ

ପୁରୁଷୋତ୍ତମପୁର,୬।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ପରିସରରେ ଶନିବାର କୋଭିଡ ଟିକା ଦାନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ପ୍ରଥମେ ତହସିଲଦାର ନିତିଶ କୁମାର ତ୍ରିପାଠୀ, ବିଡିଓ...

ନାବାଳିକା ଗର୍ଭବତୀ ଘଟଣା: ଅଭିଯୁକ୍ତ କୋର୍ଟ ଚାଲାଣ

ତୁମୁଡିବନ୍ଧ,୨୦ା୭(ଡି.ଏନ୍‌.ଏ.) -କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବେଲଘର ରାଙ୍ଗାପାରୁ ଏଜୁକେଶନ କମ୍ପ୍ଲେକ୍ସରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହେବା ଘଟଣାରେ ସମ୍ପୃକ୍ତ ଯୁବକଙ୍କୁ କୋର୍ଟ...

ଦଶହରାରେ ଛାତ୍ରୀଙ୍କୁ ଅପହରଣ

ବାରିପଦା ଅଫିସ,୧୭ା୧୦: ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଅଞ୍ଚଳର ଜନୈକା ଛାତ୍ରୀଙ୍କୁୁ ଅପହରଣ କରାଯାଇଥିଲା। ଅଭିଯୋଗକୁ ଭିତ୍ତି କରି ପୋଲିସ ଅଭିଯୁକ୍ତଙ୍କୁୁ ଗିରଫ ପରେ...

ଅନିଶ୍ଚିତତାରେ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଜଗତ୍‌ସିଂହପୁର ଅଫିସ,୨୪।୪: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମାଧ୍ୟମିକ ଶିକ୍ଷା ପରିଷଦ (ବିଏସ୍‌ଇ) ପକ୍ଷରୁ ଚଳିତବର୍ଷ ହେବାକୁ ଥିବା ମାଟ୍ରିକ ପରୀକ୍ଷା ବାତିଲ କରି ଦିଆଯାଇଛି।...

‘ଅରୁଆ’, ‘ଛାତ’ ଯୋଜନାରେ ବଢ଼ିବ ଭୂତଳ ଜଳ

ହର୍ଷବର୍ଦ୍ଧନ ବେହେରା ଯାଜପୁର ଅଫିସ,୨ା୧୧: ରାଜ୍ୟର ୧୮ ଜିଲାର ୫୨ ବ୍ଲକରେ ଭୂତଳ ଜଳ ହ୍ରାସ ପରିମାଣ ସର୍ବାଧିକ । ଏଥିରେ ଖୋର୍ଦ୍ଧା, ଯାଜପୁର ଓ...

Advertisement
Archives

Model This Week