ଅସିତଙ୍କ ନିଯୁକ୍ତି ନେଇ ବିଧିବଦ୍ଧ ବିଜ୍ଞପ୍ତି

ଭୁବନେଶ୍ୱର,୧୭।୮(ବ୍ୟୁରୋ): ରାଜ୍ୟ ପ୍ରଶାସନର ଶୀର୍ଷସ୍ତରରେ ଶନିବାର ଅଦଳବଦଳ କରାଯାଇଛି। ଉନ୍ନୟନ କମିଶନର ଥିବା ଅସିତ କୁମାର ତ୍ରିପାଠୀଙ୍କୁ ମୁଖ୍ୟ ଶାସନ ସଚିବ ନିଯୁକ୍ତି ସମ୍ପର୍କିତ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ମୁଖ୍ୟ ଶାସନ ସଚିବ ହୋଇଥିବାରୁ ଅସିତ ରାଜ୍ୟ ମୁଖ୍ୟ ଉନ୍ନୟନ କମିଶନର ଭାବେ ମଧ୍ୟ କାର୍ଯ୍ୟ କରିବେ। ଗତ ସ୍ବାଧୀନତା ଦିବସ ତଥା ଗୁରୁବାର ଅସିତଙ୍କ ନୂତନ ନିଯୁକ୍ତି ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ) ପକ୍ଷରୁ ଘୋଷଣା କରାଯାଇଥିଲା। ଉପରୋକ୍ତ ପଦପଦବୀ ବ୍ୟତୀତ ଅସିତ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଏବଂ ଓଆର୍‌ଏସ୍‌ଏସିର ଅଧ୍ୟକ୍ଷଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ

କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…

ଆଇପିଏଲ୍‌ ନିୟମରେ ପରିବର୍ତ୍ତନ କରିବାକୁ ତେନ୍ଦୁଲକରଙ୍କ ବଡ଼ ପ୍ରସ୍ତାବ

ମୁମ୍ବାଇ,୩୧ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ପ୍ରଚଳିତ ଇମ୍ପାକ୍ଟ ପ୍ଲେୟାର ନିୟମକୁ ହଟାଇବାକୁ ଚାହୁଁଛନ୍ତି ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର। ଏଥିସହିତ ସେ ଲିଗ୍‌ରେ ବଲ ଓ ବ୍ୟାଟ…

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

ଅନ୍-ସ୍କ୍ରିନ୍ ମାର୍କିଂ ବିବାଦ ଉପରେ CBSEର ୟୁଟର୍ନ, ପ୍ରଥମେ ଖାରଜ ପରେ ଏବେ ତ୍ରୁଟି ସ୍ବୀକାର କଲା

ନୂଆଦିଲ୍ଲୀ,୩୧।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଏହାର ଅନ୍-ସ୍କ୍ରିନ୍ ମାର୍କିଂ (OSM) ସିଷ୍ଟମକୁ ନେଇ ବିବାଦ ସମ୍ପର୍କରେ ଏକ ବଡ଼ ୟୁ-ଟର୍ଣ୍ଣ ନେଇଛି । ଉତ୍ତର…

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

ବିଧାୟକଙ୍କୁ ପରିଗଣନା ଫର୍ମ ବାଣ୍ଟିଲେ ଭଞ୍ଜନଗର ଉପଜିଲାପାଳ, ବିଏଲଓମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଏସ ଆଇ ଆର କାର୍ଯ୍ୟ ଶନିବାର ଠାରୁ ଆରମ୍ଭ ହୋଇଯାଇଛି । ରବିବାର ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର…

କେସିଙ୍ଗାରେ ଦଶମ-ଦ୍ୱାଦଶ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

କେସିଙ୍ଗା,୩୧ା୫(ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଯୋଲକୋ ସ୍ଥିତ ବୌଦ୍ଧ ମଣ୍ଡପ ଠାରେ ଚଳିତ ଦଶମ ଓ ଦ୍ୱାଦଶ ପରୀକ୍ଷାରେ ୮୦ ପ୍ରତିଶତରୁ…

ଯୁବକଙ୍କ ଉପରେ ଚଢ଼ିଗଲା ହାଇଓ୍ବା; ଯୁବକ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା

ବାଙ୍କୀ,୩୧ା୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ବୈଦେସ୍ଵର ଥାନା ଅନ୍ତର୍ଗତ ଖଳିପଲ୍ଲୀ ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ଶନିବାର ବିଳମ୍ବିତ ରାତିରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri