Posted inଜାତୀୟ

ଅସୁସ୍ଥତା କାରଣରୁ ନିର୍ବାଚନ ରାଲିରେ ଯୋଗ ଦେଇ ନ ପାରନ୍ତି ସୋନିଆ

ନୂଆଦିଲ୍ଲୀ,୪।୨: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ୫ ଫେବୃୟାରୀରେ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏକ ରାଲିରେ ଯୋଗ ଦେବାର କାର୍ଯ୍ୟକ୍ରମ ଥିଲା। ହେଲେ ସୋନିଆ ଅସୁସ୍ଥ ଥିବାରୁ ତାଙ୍କର ଏହି ରାଲିକୁ ବନ୍ଦ କରାଯାଇପାରେ ବୋଲି କୁହାଯାଉଛି। ମଙ୍ଗଳବାର କଂଗ୍ରେସର ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ନିର୍ବାଚନ ପ୍ରଚାରରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ସୂଚନାଯୋଗ୍ୟ, ଦିଲ୍ଲୀ ନିର୍ବାଚନକୁ ଆଉ ମାତ୍ର ୪ ଦିନ ବାକି ଥିବା ବେଳେ ଏବେ ପ୍ରଚାର ମଇଦାନରେ ସବୁ ହେଭିଓ୍ବେଟଙ୍କୁ ଦେଖିବାକୁ ମିଳୁଛି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଭୋଟରଙ୍କ ନିକଟତର ହେବା ଲାଗି ପ୍ରଚାର ମଇଦାନକୁ ଓହ୍ଲାଉଥିବା ବେଳେ ଅନ୍ୟପଟେ ଆମ ଆଦମୀ ପାର୍ଟି(ଏଏପି) ମଧ୍ୟ ତା’ର ଘୋଷଣାପତ୍ର ଜାରି କରିବାକୁ ପ୍ରସ୍ତୁତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ଅଧ୍ୟାଦେଶ ବିରୋଧରେ ଏଏପିକୁ ଷ୍ଟାଲିନ୍‌ଙ୍କ ସମର୍ଥନ

ଚେନ୍ନାଇ, ୨ା୬: ଦିଲ୍ଲୀ ସରକାରଙ୍କ ପ୍ରଶାସନିକ ସେବାକୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ସରକାର ଆଣିଥିବା ଅଧ୍ୟାଦେଶକୁ ରାଜ୍ୟ ସଭାରେ ଗୃହୀତ କରାଇ ନ ଦେବା...

ଆମେରିକାରେ ଥାଇ ବାପାଙ୍କ ଆତ୍ମହତ୍ୟାକୁ ରୋକିଦେଲେ

ମୁମ୍ବାଇ,୮।୩: ଜଣେ ୭୪ ବର୍ଷୀୟ ବ୍ୟକ୍ତି ମୁମ୍ବାଇର ମାତୁଙ୍ଗା ଅଞ୍ଚଳରେ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିଲେ। କିନ୍ତୁ ଆମେରିକାରେ ରହୁଥିବା ତାଙ୍କ ଝିଅ ସ୍ଥାନୀୟ ପୋଲିସକୁ...

୭ ଜୁନ୍‌ ପର୍ଯ୍ୟନ୍ତ ବଢ଼ିଲା ଲକ୍‌ଡାଉନ୍‌: ଅଡ୍‌-ଇଭିନ୍‌ରେ ଖୋଲିବ ଦୋକାନ…

ଚଣ୍ଡିଗଡ଼,୩୦।୫: କରୋନା ମହାମାରୀ ସଂକ୍ରମଣରେ ରୋକ ଲଗାଇବା ପାଇଁ ହରିୟାଣାରେ ୭ ଜୁନ୍‌ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ସମୟ ସୀମାକୁ ବୃଦ୍ଧି କରାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ମନୋହର...

ମୁମ୍ବାଇରେ କରୋନାର ନୂଆ ଷ୍ଟ୍ରେନ୍‌!

ମୁମ୍ବାଇ,୧୦ ।୧: କରୋନା ଭ୍ୟାକ୍ସିନ ଆସିବା ପରେ ଏବେ ଅଧିକାଂଶ ଦେଶ ଟିକାକରଣ ପାଇଁ ବ୍ୟସ୍ତ ହୋଇ ପଡିଛନ୍ତି । ଏହାପରେ ବି ବ୍ରିଟେନରେ ଦେଖାଦେଇଥିବା...

୨୩ ଲକ୍ଷ ଟଙ୍କା ବିଲ୍‌ ନ ଦେଇ ଗ୍ରାହକ ଚମ୍ପଟ

ନୂଆଦିଲ୍ଲୀ,୧୮।୧: ଜଣେ ବ୍ୟକ୍ତି ନିଜକୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ) ବାସିନ୍ଦା ଏବଂ ଆବୁଧାବୀ ରାଜପରିବାରର କର୍ମଚାରୀ ପରିଚୟ ଦେଇ ଦିଲ୍ଲୀର ଲୀଲା ପ୍ୟାଲେସ୍‌ ହୋଟେଲରେ...

ଲୁଧିଆନା ଓ୍ବାକ୍ସ ମ୍ୟୁଜିୟମରେ ଲାଗିଲା କେଜରିଓ୍ବାଲଙ୍କ ମହମ ପ୍ରତିମୂର୍ତ୍ତି

ଲୁଧିଆନା,୧୬।୨: ପଞ୍ଜାବର ଲୁଧିଆନାରେ ଥିବା ‘ପ୍ରଭାକର ଓ୍ବାକ୍ସ ମ୍ୟୁଜିୟମ’ରେ ଆମ ଆଦମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜରିଓ୍ବାଲଙ୍କ ଏକ ମହମ ପ୍ରତିମୂର୍ତ୍ତି ରବିବାର ସ୍ଥାପନ କରାଯାଇଛି।...

ଫ୍ଲୋର ଟେଷ୍ଟ ପୂର୍ବରୁ ଇସ୍ତାଫା ଦେଇପାରନ୍ତି କମଲନାଥ

ଭୋପାଳ,୨୦।୩: ମଧ୍ୟପ୍ରଦେଶରେ ଚାଲିଥିବା ହାଇଭୋଲଟେଜ୍‌ ଡ୍ରାମା କେତେବେଳେ କେଉଁ ରୂପରେଖ ନେବ ସେନେଇ ସମସ୍ତଙ୍କ ନଜର ରହିଛି। ଶୁକ୍ରବାର ସୁପ୍ରିମକୋର୍ଟ ସନ୍ଧ୍ୟା ୫ଟା ସୁଦ୍ଧା ଫ୍ଲୋର...

ବିଶ୍ୱର ପ୍ରଥମ ନାଜାଲ କୋଭିଡ୍‌ ଟିକାକୁ ମଞ୍ଜୁରୀ

ପୁଣେ,୨୯।୧୧:ଭାରତ ବାୟୋଟେକ୍‌ ପ୍ରସ୍ତୁତ ବିଶ୍ୱର ପ୍ରଥମ ଇଣ୍ଟରନାଜାଲ କୋଭିଡ୍‌ ଟିକା ଆଇଏନ୍‌ସିଓଭିଏସିସିକୁ ମଞ୍ଜୁରୀ ମିଳିଛି। ଜରୁରୀ ସ୍ଥିତିରେ ଏହି ଟିକାର ପ୍ରାଥମିକ ସିରିଜ୍‌ ଏବଂ ହେଟେରୋଲୋଜିଅସ୍‌...

Advertisement
Archives

Model This Week