ଅସୁସ୍ଥ ଅଛନ୍ତି ଦୀପିକା

ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ଶରୀର ଏବେ ଅସୁସ୍ଥ ଅଛି। ଏକଥା ସେ ନିଜେ ଖୁଲାସା କରିଛନ୍ତି। ନିକଟରେ ତାଙ୍କ ଘନିଷ୍ଠ ବନ୍ଧୁ ଉର୍ବଶୀ କେଶଓ୍ବାନୀଙ୍କ ବିବାହ ଥିଲା। ଏଥିରେ ସ୍ବାମୀ ରଣବୀର ସିଂଙ୍କ ସହ ମିଶି ଖୁବ୍‌ ନାଚିଥିଲେ। ପରେ ସେ ଅସୁସ୍ଥ ହୋଇପଡିଥିବା ଇନଷ୍ଟାଗ୍ରାମରେ କହିଛନ୍ତି ଦୀପିକା। ପାଟି ପାଖରେ ଥର୍ମୋମିଟର ରଖି ସେ ଏକ ଫଟୋ ଛାଡିଛନ୍ତି। ଯେଉଁଥିରେ ସେ ଅସୁସ୍ଥ ଥିବା ଭଳି ଲାଗୁଛନ୍ତି। କିଛି ଦିନ ପୂର୍ବରୁ ଦୀପିକା ଏବଂ ରଣବୀର ଉର୍ବଶୀଙ୍କ ବିବାହରେ ଜୋରଦାର ଡ୍ୟାନ୍ସ କରୁଥିବା ଭିଡିଓ ଭାଇରାଲ ହୋଇଥିଲା। ନଭେମ୍ବର ୧୪ରେ ବିବାହର ପ୍ରଥମ ବାର୍ଷିକୀରେ ପାଳନ କରିବେ ଦୀପିକା-ରଣବୀର। ବିବାହ ପରେ ଉଭୟରେ ଅଭିନୀତ ଚଳଚ୍ଚିତ୍ର ’୮୩’ ରିଲିଜ୍‌ ହେବାକୁ ଯାଉଛି। ଏହି ଫିଲ୍ମଟି ୧୯୮୩ ବିଶ୍ୱକପକୁ ନେଇ ନିର୍ମାଣ ହୋଇଛି। ୧୯୮୩ରେ କପିଳଙ୍କ ନେତୃତ୍ୱରେ ଭାରତ ବିଶ୍ୱକପ ବିଜେତା ହୋଇଥିଲା। ଯାହାର ଝଲକ ଏହି ଫିଲ୍ମରେ ଦେଖିବାକୁ ମିଳିବ। ଫିଲ୍ମରେ ରଣବୀର କପିଳ ଦେବଙ୍କ ଭୂମିକାରେ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ବାହା ନ ହୋଇ ମା’ ହୋଇଛନ୍ତି ସାକ୍ଷୀ

ଛୋଟପରଦାରେ ଅଭିନୟ କରି ଦର୍ଶକଙ୍କ ମନ ଜିଣିଥିବା ଅଭିନେତ୍ରୀ ହେଉଛନ୍ତି ସାକ୍ଷୀ ତନ୍‌ଓ୍ବର। ଚଳିତମାସ ୧୨ ତାରିଖ ଅର୍ଥାତ୍‌ ରବିବାର ସେ ତାଙ୍କର ୪୭ତମ ଜନ୍ମଦିବସ...

ଜୟପୁରରେ ଫିଲ୍ମ ‘ପାନିପତ’କୁ ବିରୋଧ

ଜୟପୁର,୯।୧୨: ବଡ଼ ପରଦାରେ ଫିଲ୍ମ ‘ପାନିପତ’ ରିଲିଜ୍‌ ହୋଇଛି। ରିଲିଜ୍‌ ପରେ ବି ଏହାକୁ ବିଭିନ୍ନ ସ୍ଥାନରେ ବିରୋଧ କରାଯାଉଛି। ରାଜସ୍ଥାନର ଜୟପୁର ଓ ଉତ୍ତରପ୍ରଦେଶର...

ପୁଣି ଓଜନ ବଢ଼ିବାକୁ ନେଇ ଚର୍ଚ୍ଚାରେ ଅଦନାନ୍‌

ବମ୍ବେ: ବଲିଉଡ୍‌ ଗାୟକ ଅଦନାନ୍‌ ସାମୀ ନିଜର ଗାୟନଶୈଳୀକୁ ନେଇ ଯେତିକି ଚର୍ଚ୍ଚିତ ହୋଇ ନ ଥାନ୍ତି, ତାଠାରୁ ଅଧିକ ହୋଇଥାନ୍ତି ନିଜର ଓଜନକୁ ନେଇ।...

ଏହି ଅଭିନେତାଙ୍କ ପାଇଁ ଜେଲ୍‌ ଆଗରେ ଗୋଲାପ ଫୁଲ ବିଛାଇଥିଲେ ପ୍ରଶଂସକ

ବଲିଉଡର୍‌ ଭାଇଜାନ ସଲମନ୍‌ ଖାନ୍‌ ଆଜି ୫୪ ବର୍ଷରେ ପଦାର୍ପଣ କରିଛନ୍ତି। ସୋସିଆଲ ମିଡିଆରେ ସଲମାନଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି। ବଲିଉଡ୍‌ରେ ବହୁ ହିଟ୍‌ ଫିଲ୍ମ...

ସୁଶାନ୍ତଙ୍କ ମୃତ୍ୟୁ ପୂର୍ବରୁ ଓ୍ବିକିପିଡିଆ ହୋଇଥିଲା ଅପଡେଟ୍‌, ଜାଣନ୍ତୁ ଏଥିରେ କ’ଣ ରହିଛି ସତ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା କରିବା ପରେ ଦିନକୁ ଦିନ କିଛି ନା କିଛି ନୂଆ କଥା ସାମ୍ନାକୁ ଆସୁଛି। ଏବେ...

କେଆର୍‌କେଙ୍କ ସର୍ଭେ: ଆସିମ୍‌ ଜିତିବେ ବିଗ୍‌ବସ୍‌ !

ବମ୍ବେ: ଆଉ ଚାରିଦିନ ପରେ ଶେଷ ହେବ ବିଗ୍‌ବସ୍‌ ସିଜିନ-୧୩। ପ୍ରତିଯୋଗୀଙ୍କଠାରୁ ଆରମ୍ଭ କରି ଦର୍ଶକମାନଙ୍କ ମଧ୍ୟରେ ଏହାକୁ ନେଇ ଉତ୍କଣ୍ଠା। କିଏ ଜିତିବ ବିଗ୍‌ବସ...

ବେଲପାହାଡ଼ ଲଢ଼େଇ : ବିନୋଦ ବନାମ ସତ୍ୟ

ଚଳିତ ଅପେରା ସିଜନରେ ନିଜ ନିଜ ନାଟକକୁ ଶତ ପ୍ରତିଶତ ଜଷ୍ଟିସ ଦେବାକୁ କେବଳ ପାର୍ଟିରେ ପ୍ରୋପ୍ରାଇଟର ନୁହନ୍ତି, କଳାକାରମାନେ ଅଣ୍ଟା ଭିଡ଼ିଛନ୍ତି। ନିକଟରେ ଶେଷ...

ଆଜି ସବୁ କିଛି ଅଛି, ତୁମେ ନାହଁ

ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା କରିବା ଦେଢମାସ ପୂରିଲାଣି। କିନ୍ତୁ ଏବେ ବି ତାଙ୍କୁ ଭୁଲି ପାରୁନାହାନ୍ତି ତାଙ୍କ ପ୍ରଶଂସକ ଏବଂ ପରିବାର ଲୋକେ।...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *