ଅସୁସ୍ଥ ‘ଗନ୍ଦି ବାତ୍‌’ ଫେମ୍‌ ଅଭିନେତ୍ରୀ

 

ମୁମ୍ବାଇ: ଟେଲି କଳାକାର ଗହନା ବଶିଷ୍ଟଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ଆଇସିୟୁରେ ଭେଣ୍ଟିଲେଟରରେ ରଖାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଗୁରୁବାର ଦ୍ୱିପ୍ରହରରେ ଗହନା ଏକ ଓ୍ବେବ ସିରିଜ୍‌ର ଶୁଟିଂ କରୁଥିଲେ। ସେହି ସମୟରେ ସେ ହଠାତ୍‌ ଅଚେତ୍‌ ହୋଇପଡ଼ିଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ଏକ ଘରୋଇ ହସ୍ପିଟାଲ ନିଆଯାଇଥିଲା। ସେଠାରେ ତାଙ୍କୁ ଚିକିତ୍ସା କରାଯାଇ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି। ଗହନାଙ୍କ ସ୍ବାସ୍ଥ୍ୟାବସ୍ଥା ଏବେ ବି ଗୁରୁତର ରହିଥିବାରୁ ତାଙ୍କୁ ଅବଜରଭେଶନରେ ରଖାଯାଇଛି ବୋଲି ରକ୍ଷା ହସ୍ପିଟାଲର ଡାକ୍ତର କହିଛନ୍ତି। ଏଥିସହ ରକ୍ତଚାପ ମଧ୍ୟ କମ୍‌ ରହୁଥିବାରୁ ଲଗାତାର ଭାବେ ଡାକ୍ତର ତାଙ୍କର ପରୀକ୍ଷା କରୁଥିବା ଜଣାପଡ଼ିଛି। ସୂଚନାମୁତାବକ ଗହନା ମଧୁମେହ ରୋଗରେ ପୀଡିତ ଥିବା ବେଳେ ଠିକ୍‌ ଭାବେ ଖାଦ୍ୟ ଗ୍ରହଣ ନ କରି ଦୀର୍ଘ ୪୮ଘଣ୍ଟା ଧରି ଶୁଟିଂ କରିଥିଲେ। ଯାହାଫଳରେ ତାଙ୍କର ସ୍ବାସ୍ଥ୍ୟା ବିଗିଡିଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟୁଇଟରରେ ଟ୍ରେଣ୍ଡ କରୁଛି ‘ବୟକଟ ରାଧେ ’

ମୁମ୍ବାଇ,୧୪।୫ : ବହୁ ପ୍ରତିକ୍ଷୀତ ସଲମାନ ଖାନଙ୍କ ଫିଲ୍ମ ‘ ରାଧେ : ୟୋର ମୋଷ୍ଟ ଓ୍ବାଣ୍ଟେଡ୍‌ ଭାଇ ’ ଗୁରୁବାର ଓଟିଟି ପ୍ଲାଟଫର୍ମରେ ରିଲିଜ...

ପ୍ରଥମ ସ୍ବାମୀଙ୍କୁ ଛାଡ଼ପତ୍ର ଦେବାର ୧୦ ବର୍ଷ ପରେ ବିବାହ ବନ୍ଧନରେ ଏହି ବ୍ୟାଡ୍‌ମିଣ୍ଟନ ତାରକା, ତାମିଲ ଅଭିନେତାଙ୍କ…

ବମ୍ବେ: ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ଭାରତର ଜଣେ ଶୀର୍ଷ ମାନ୍ୟତାପ୍ରାପ୍ତ ବ୍ୟାଡ୍‌ମିଣ୍ଟନ୍‌ ତାରକା ଜ୍ୱାଲା ଗୁଟ୍ଟା। ତାଙ୍କ କ୍ୟାରିୟରରେ ଭାରତ ପାଇଁ ଅନେକ ପଦକ...

କ୍ୱାରାଣ୍ଟାଇନ ପାଇଁ ନିଜ ଅଫିସ ଯୋଗାଇଦେଲେ ଗୌରୀ- ଶାହାରୁଖ

ମୁମ୍ବାଇ: କରୋନା ଭାଇରସର ସଂକ୍ରମଣକୁ ରୋକିବାକୁ ରାଜନେତା ଠାରୁ ନେଇ ସେଲିବ୍ରିଟି ପର୍ଯ୍ୟନ୍ତ ଟେଲି କଳାକାରଠାରୁ ସାଧାରଣ ଜନତାଙ୍କ ପର୍ଯ୍ୟନ୍ତ ସମସ୍ତେ ଆଗେଇ ଆସିଛନ୍ତି। ଏବେ...

ଜୟାଙ୍କୁ ଟାର୍ଗେଟ କଲେ କଙ୍ଗନା

ନୂଆଦିଲ୍ଲୀ,୧୫ ।୯: ସମାଜବାଦୀ ପାର୍ଟିର ରାଜ୍ୟ ସଭା ସଦସ୍ୟ ତଥା ବଳିଉଡ୍ ନାୟିକା ଜୟା ବଚ୍ଚନ ମଙ୍ଗଳବାର କହିଥିଲେ କି ବଲିଉଡକୁ ବଦନାମ କରିବାକୁ ଯୋଜନା...

ଏହି ଫିଲ୍ମରେ ଏକାଠି ନଜର ଆସିବେ ବାପା-ଝିଅ

ସାଉଥ୍‌ ସୁପର୍‌ଷ୍ଟାର୍‌ ମହେଶ ବାବୁଙ୍କର ଆଗାମୀ ଫିଲ୍ମ ‘ସାରକାରୁ ଭାରୀ ପଟା’ ରିଲିଜ ହେବାକୁ ଯାଉଛି। ଏହି ଫିଲ୍ମଟି ଅଭିନେତାଙ୍କ ପାଇଁ ଅତ୍ୟନ୍ତ ସ୍ବତନ୍ତ୍ର। ତେବେ...

ବିବାହର କିଛି ସମୟ ପୂର୍ବରୁ କ୍ୟାମେରା ସାମ୍ନାକୁ ଆସିଲେ ଗୌହର!

ମୁମ୍ବାଇ: ଅଭିନେତ୍ରୀ ଗୌହର ଖାଁ ଏବେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି । ଡିସେମ୍ବର ୨୫ରେ ସେ ହାତକୁ ଦି ହାତ ହେବେ ।...

ଚାରି ଶହରେ ଜଣେ

ସତରେ ୟାକୁ ହିଁ କହନ୍ତି ଭାଗ୍ୟଦେବୀ ପ୍ରସନ୍ନ ହେବା। ପ୍ରଥମ ସିନେମାରେ ଅଡିସନ ଦେବା ବେଳେ ସେ କେବେ ବିଶ୍ୱାସ କରି ନ ଥିଲେ ଯେ...

ସୁନିତାଙ୍କ ପ୍ରେମରେ ଏମିତି ପଡ଼ିଥିଲେ ଅନିଲ କପୁର

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ଅନିଲ କପୁର କେବଳ ଜଣେ ଫିଟ୍‌ ଅଭିନେତା ନୁହନ୍ତି, ଜଣେ ଭଲ ପିତା ଏବଂ ସ୍ବାମୀ ମଧ୍ୟ। ଆଜି ଅର୍ଥାତ୍‌ ୧୯୮୪...

Advertisement
Archives

Model This Week