ଅସୁସ୍ଥ ଧନେଶ୍ୱରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କଲେ ସ୍ବେଚ୍ଛାସେବୀ

ଲୋଇସିଂହା,୧୬।୬(ଡି.ଏନ.ଏ.)
ବଲାଙ୍ଗୀର ଜିଲା ବୁଢୀପଦର ଗାଁର ବୃଦ୍ଧ ଧନେଶ୍ୱର ବୁଡେକଙ୍କ ବାମଗୋଡ ଘା ହୋଇ ସଂକ୍ରମିତ ହୋଇଯାଇଥିଲା। ଅର୍ଥାଭାବାରୁ ସେ ଚିକିତ୍ସିତ ହୋଇ ନ ପାରି ଘରେ ପଡି ରହିଥିଲେ। ଖବର ପାଇ ଲୋଇସିଂହା ମାହେଶ୍ୱରୀ ସଂଗଠନର ସଦସ୍ୟମାନେ ତାଙ୍କୁ ସୋମବାର ଉଦ୍ଧାର କରି ବଲାଙ୍ଗୀର ଭୀମ ଭୋଇ ମେଡିକାଲରେ ଭର୍ତ୍ତି କରିଛନ୍ତି। ଘା ଭଲହେବା ପାଇଁ ଏକ ମାସ ଲାଗିବ ବୋଲି ଡାକ୍ତର କହିଥିବା ସଂଗଠନର ସ୍ଥାନୀୟ ସଭାପତି ଦେବାଶିଷ ବିଷୋୟୀ କହିଛନ୍ତି। ସ୍ତ୍ରୀ ଓ ୩ ଝିଅଙ୍କୁ ନେଇ ବୁଢୀପଦର ଗାଁର ଧନେଶ୍ୱର ବୁଡେକଙ୍କ ସଂସାର ା କୁଲିମଜୁରି କରି ପରିବାର ଚଳାଉଥିଲେ। ୩ ମାସ ତଳେ ଧନେଶ୍ୱର ଗାଁ ପୋଖରୀ ହୁଡାରେ ବସିଥିଲେ ା ଏତିକିବେଳେ ତାଙ୍କ ବାମଗୋଡ ଉପରେ କୌଣସି ବିଷାକ୍ତ କୀଟ ଚାଲିଯାଇଥିଲା ା ତାର ପ୍ରଭାବରେ ଗୋଡ କୁଣ୍ଡାଇ ହେବା ସହ ଫୁଲି ଯାଇଥିଲା ା ପରବର୍ତ୍ତୀ ସମୟରେ ଗୋଡରେ ଘା ହୋଇଯାଇଥିଲା ା ଅର୍ଥାଭାବରୁ ଚିକିତ୍ସା କରି ନ ପାରି ସେ ଯନ୍ତ୍ରଣା ପାଉଥିଲେ ା ସୂଚନା ପାଇ ସଂଗଠନ ସଭାପତି ବିଷୋୟୀ, ବିଶ୍ୱନାଥ ନନ୍ଦ, ମନୋଜ ମାହାଣା ପ୍ରମୁଖ ତାଙ୍କ ଘରକୁ ଯାଇ ୧୦୮ ଆମ୍ବାଲାନ୍ସରେ ଧନେଶ୍ୱରଙ୍କୁ ବଲାଙ୍ଗୀର ମେଡିକାଲକୁ ନେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

୫ ଅଙ୍ଗନଓ୍ବାଡି କେନ୍ଦ୍ରକୁ ଆଇଏସ୍‌ଓ ମାନ୍ୟତା

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ଉଚ୍ଚ ମାନର ସମନ୍ବିତ ଅଙ୍ଗନଓ୍ବାଡ଼ି ସେବା ପ୍ରଦାନକୁ ସୁନିଶ୍ଚିତ କରିବା ଓ ଭିତ୍ତିଭୂମି ନିର୍ମାଣରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ କଳାହାଣ୍ଡି ଜିଲା ଲାଞ୍ଜିଗଡ଼...

ଦେଶରେ ବଢ଼ିଛି, ଓଡ଼ିଶାରେ କମିଛି

ନୂଆଦିଲ୍ଲୀ/ବାରିପଦା,୩୦ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ)ଦେଶରେ ବାଘ ସଂଖ୍ୟା ବୃଦ୍ଧି ପାଇଥିବାବେଳ ଓଡ଼ିଶାରେ ବାଘଙ୍କ ସଂଖ୍ୟା ଲଗାତର କମିବାରେ ଲାଗିଛି। ୨୦୦୬ରେ ରାଜ୍ୟରେ ୪୫ ମହାବଳ ବାଘ ଥିବାବେଳେ...

ପଙ୍ଗପାଳ ଚିନ୍ତା: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉଚ୍ଚସ୍ତରୀୟ ବୈଠକ; ୧୦ ଦିନ ତୀକ୍ଷ୍ଣ ନଜର ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨ା୬(ବ୍ୟୁରୋ)-ପାକିସ୍ତାନରୁ ଆସିଥିବା ପଙ୍ଗପାଳ ଭାରତର ବିଭିନ୍ନ ରାଜ୍ୟରେ ଭୟଙ୍କର ଭାବେ ଫସଲକୁ ଉଜାଡିବାରେ ଲାଗିଛନ୍ତି। ରାଜସ୍ଥାନରୁ ପଞ୍ଜାବ, ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ ଦେଇ ଲକ୍ଷ ଲକ୍ଷ ପଙ୍ଗପାଳ...

ବିଜେଡିରୁ ନିଲମ୍ବିତ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ

ଭୁବନେଶ୍ୱର,୮।୯: ଭାଜପା ନେତାଙ୍କୁ ମାଡ଼ ମାରିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମହଙ୍ଗା ପଡ଼ିଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ...

‘ମୁଖ୍ୟମନ୍ତ୍ରୀଙ୍କ ସ୍ବାସ୍ଥ୍ୟକୁ ନେଇ ବିଜେଡି ରାଜନୀତି କରୁଛି’

ଭୁବନେଶ୍ୱର,୧୯ା୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଅସୁସ୍ଥ ହେବା ଗୁଜବ ଓ ଏହାର କିଛି ଘଣ୍ଟା ପରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କରିବା ଘଟଣାକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛି...

ସୁସ୍ଥ ହେଲେ ଆଉ ୩୪୮୪ କରୋନା ଆକ୍ରାନ୍ତ: ୮୦ହଜାର ଟପିଲା ଆରୋଗ୍ୟ ସଂଖ୍ୟା

ଭୁବନେଶ୍ୱର,୧।୯(ବ୍ୟୁରୋ): ରାଜ୍ୟରେ ଆଉ ୩୪୮୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତନ୍ମଧ୍ୟରୁ ସର୍ବାଧିକ ୮୯୦ଜଣ ଖୋର୍ଦ୍ଧାର ଅଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ...

ହାତୀଙ୍କୁ ଖୋଜୁଥିବା ବେଳେ ଦଳିଦେଲେ

ଜୁନାଗଡ଼,୫।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ରେଞ୍ଜ ଅଧୀନ ଘନା ସଂରକ୍ଷିତ ଜଙ୍ଗଲରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ହାତୀର ଗତିବିଧି ଲକ୍ଷ୍ୟ କରିବାକୁ ଯାଇଥିବା...

ଲୋୟର ପିଏମ୍‌ଜିରେ ଅଙ୍ଗନଓ୍ବାଡି କର୍ମୀ:୧୬ ଦଫା ଦାବି ନେଇ ଗର୍ଜିଲେ

ଭୁବନେଶ୍ୱର, ୧୦।୧୨(ବ୍ୟୁରୋ):ଦୀର୍ଘ ଦିନରୁ ଦାବି ପୂରଣ ହେଉ ନ ଥିବାରୁ ଅଲ୍‌ ଓଡ଼ିଶା ଅଙ୍ଗନଓ୍ବାଡି ଳେଡିଜ୍‌ ଓ୍ବାର୍କର୍ସ ଆସୋସିଏଶନ କର୍ମୀମାନେ ସୋମବାର ରାଜରାସ୍ତାକୁ ଓହ୍ଲାଇଛନ୍ତି। ଆସୋସିଏଶନ...

Advertisement
Archives

Model This Week