ଅସୁସ୍ଥ ମାଈ ହାତୀର ଚିକିତ୍ସା ଆରମ୍ଭ

ଭୁବନେଶ୍ୱର/ଖୋର୍ଦ୍ଧା ଅଫିସ/: ୧୮।୩(ବ୍ୟୁରୋ): ଟାଙ୍ଗୀ ବନଖଣ୍ଡ ସରପାରି ପଞ୍ଚାୟତ ବାଁବରଡ଼ା ମୌଜାସ୍ଥିତ ଚାରିବାଟିଆ ଗହିର ଜମିର ମଲାଗୁଣୀ ନଦୀ ପଠାରେ ଏକ ମାଈ ହାତୀ ଅସୁସ୍ଥ ହୋଇ ପଡ଼ି ରହିଛି। ଦନ୍ତାଟି କାହାକୁ ପାଖ ମଡ଼ାଇ ଦେଉ ନ ଥିଲା। କିଛି ସମୟ ପରେ ହାତୀ ଜଙ୍ଗଲକୁ ଯିବାପରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ହାତୀ ଉପରକୁ ପାଣି ଛିଞ୍ଚନ କରିଥିଲେ। ବନ ବିଭାଗ ଓ ଟାଙ୍ଗୀ ପ୍ରାଣୀଧନ ଚିକିତ୍ସାଳୟ ଟିମ୍‌ ପ୍ରାଥମିକ ଚିକିତ୍ସା କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାନ୍ତ୍ରିକ ତ୍ରୁଟି ଯୋଗୁ ବସ୍‌ରେ ନିଆଁ: ବର୍ତ୍ତିଲେ ୬୦ରୁ ଊର୍ଦ୍ଧ୍ୱ ଯାତ୍ରୀ

ବାଲେଶ୍ୱର ଅଫିସ, ୧୨।୮-ବାଲେଶ୍ୱର ଫକୀରମୋହନ ଗୋଲେଇ ନିକଟରେ ସେହେନ୍‌ସା ଯାତ୍ରୀବାହୀ ବସ୍‌ (ନଂ. ଓଡ଼ି୦୫ଭି-୦୭୧୭) ରେ ଏସିରୁ ସର୍ଟସର୍କିଟ୍‌ ହୋଇ ସୋମବାର ଅପରାହ୍ନ ୨ଟା ୪୦ମିନିଟ୍‌...

ଅଭିଯୁକ୍ତଙ୍କୁ ୫ ବର୍ଷ ଜେଲ

କେନ୍ଦୁଝର, ୨୩ା୬,(ଡି.ଏନ୍‌.ଏ.):  କେନ୍ଦୁଝର ଜିଲା ଘଟଗାଁ ଥାନା ବଡଜାମୁପଶି ଠାରେ ଜଣେ ମହିଳାଙ୍କ ମୁଣ୍ଡରେ ପଥର ଛେଚି ହତ୍ୟା ଉଦ୍ୟମ ଘଟଣାରେ ବୁଧବାର ରାୟ ପ୍ରକାଶ...

ପିପିଲି ପାଇଁ ଏପ୍ରିଲ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୩୧।୩(ବ୍ୟୁରୋ): ପିପିଲି ଉପନିର୍ବାଚନରେ କରୋନା କଟକଣା ନେଇ ରାଜ୍ୟ ସରକାର ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ସଭାସମିତି ପାଇଁ ଗୁରୁବାର ଗାଇଡଲାଇନ ଜାରି କରିଛନ୍ତି ଏସ୍‌ଆର୍‌ସି। –...

ର଼୍ୟାକ ପଏଣ୍ଟରୁ ୟୁରିଆ ସାର ହରିଲୁଟ

ଯାଜପୁର ଅଫିସ,୨୮।୯:  ଲାଭଖୋର ସାର ବ୍ୟବସାୟୀଙ୍କୁ ନିୟନ୍ତ୍ରଣ କରିବାରେ ରାଜ୍ୟ ସରକାରଙ୍କ ବିଫଳତା ଯୋଗୁ ଯାଜପୁର ଜିଲାରେ ସାରର ଅଭାବୀ ପରିସ୍ଥିତି ଲାଗି ରହିଛି। ର଼୍ୟାକ...

ଗୁଗଲ୍‌ ପରେ ମାଇକ୍ରୋସଫ୍ଟ ଟ୍ରାନ୍ସଲେଟରରେ ‘ଓଡ଼ିଆ’

ଭୁବନେଶ୍ୱର(ବ୍ୟୁରୋ),୧୫।୮: ଗୁଗଲ୍‌ ପରେ ଏବେ ମାଇକ୍ରୋସଫ୍ଟ ଟ୍ରାନ୍ସଲେଟରରେ ଯୋଡ଼ି ହୋଇଛି ଓଡ଼ିଆ। ମାଇକ୍ରୋସଫ୍ଟରେ ଓଡ଼ିଆ ଟେକ୍ସଟ୍‌ ଟ୍ରାନ୍ସଲେଶନକୁ ଯୋଗ କରାଯିବା ପରେ କମ୍ପାନୀ ଏନେଇ ଘୋଷଣା...

ମାଲବାହୀ ଟ୍ରେନ୍‌ରେ ନିଆଁ

ଗଞ୍ଜାମ,୧୪।୧(ଡି.ଏନ୍‌.ଏ.): ଭୁବନେଶ୍ୱରରୁ ଗଞ୍ଜାମ ଅଭିମୁଖେ ଯାଉଥିବା ଏକ ମାଲବାହୀ ଟ୍ରେନ୍‌ରେ ମଙ୍ଗଳବାର ଅଗ୍ନିକାଣ୍ଡ ଘଟିଛି। ଉକ୍ତ କୋଇଲା ବୋଝେଇ ଟ୍ରେନ୍‌ର ଦୁଇଟି ବଗିରୁ ଧୂଆଁ ବାହାରୁଥିବା...

ନିର୍ମାଣ ନିମ୍ନମାନର: ରାସ୍ତାକାମ ବନ୍ଦ କଲେ ଗ୍ରାମବାସୀ

ଲାଞ୍ଜିଗଡ,୧୭ା୫(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ କୁମଖାଲଠାରୁ ସିନ୍ଧିବାହାଲିକୁ ସଂଯୋଗ କରୁଥିବା ୪କିମି ରାସ୍ତା ପ୍ରଧାନମନ୍ତ୍ରୀ ସଡକ ଯୋଜନାରେ କାମ ଚାଲିଛି। ତା୫ା୯ା୨୦୧୭ରିଖଠାରୁ ଆରମ୍ଭ ହୋଇଥିବା ଏହି...

ଆଦିବାସୀ କଳା, ସଂସ୍କୃତିର ଝଲକ ଦେଖାଇଲେ ୩୦ ଶିଳ୍ପୀ

କୋରାପୁଟ,୪।୩(ସ୍ବ.ପ୍ର.) – ଓଡିଶା ଲଳିତ କଳା ଏକାଡେମୀ ପକ୍ଷରୁ କୋରାପୁଟରେ ଏକ ଚିତ୍ରକଳା କର୍ମଶାଳା ଗୁରୁବାର ଆଞ୍ଚଳିକ ଆର୍ଟ ଗ୍ୟାଲେରିଠାରେ ଉଦ୍‌ଘାଟିତ ହୋଇଛି। ଜିଲାର ବିଭିନ୍ନ...

Advertisement
Archives

Model This Week