ଅସୁସ୍ଥ ମାଈ ହାତୀର ମୃତ୍ୟୁ

କଟକ ଅଫିସ, ୩୦।୯: କଟକ ବାଙ୍କୀ ଅନ୍ତର୍ଗତ ବାଆଁରା କୂଆମଡ଼ା ଜଙ୍ଗଲରେ ଅସୁସ୍ଥ ମାଈ ହାତୀର ସୋମବାର ମୃତ୍ୟୁ ଘଟିଛି। ହାତୀଟି ୫ ଦିନ ହେବ ଅସୁସ୍ଥ ହୋଇ ଚିକିତ୍ସାଧୀନ ଥିଲା। ଓୟୁଏଟି ଏବଂ ଆସାମ ବିଶେଷଜ୍ଞଙ୍କ ପରାମର୍ଶରେ ଚିକତ୍ସା ଚାଲିଥିଲା। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ହର୍ପିସ ଆକ୍ରାନ୍ତରେ ଅସୁସ୍ଥ ହୋଇଥିବା ସନ୍ଦେହ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

CORONAVIRUS UPDATE: ଯାଜପୁରରେ ଆଉ ଜଣେ ପଜିଟିଭ; ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୦ରେ ପହଞ୍ଚିଲା

ଭୁବନେଶ୍ୱର, ୬।୫(ବ୍ୟୁରୋ): ଯାଜପୁରରେ ଆଉ ଜଣେ କରୋନା ପଜିଟିଭ ବୁଧବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୫କୁ ବୃଦ୍ଧି ପାଇଛି।...

ରିଲିଫ ଚାଉଳ ବଣ୍ଟନରେ ଅନିୟମିତତା : ପ୍ରତିବାଦରେ ଧାରଣା ଦେଲେ ସିହା ପଞ୍ଚାୟତବାସୀ

ଚଣ୍ଡିଖୋଲ,୨୧ା୫(ଡି.ଏନ.ଏ.)- ବଡ଼ଚଣା ବ୍ଲକ ଅନ୍ତର୍ଗତ ସିହା ପଞ୍ଚାୟତରେ ରିଲିଫ ଚାଉଳ ବଣ୍ଟନରେ ଅନିୟମିତତା ହୋଇଥିବା ପ୍ରତିବାଦରେ ପଞ୍ଚାୟତବାସୀ ମଙ୍ଗଳବାର ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି।...

ପୁରୀରେ ପୁଣି ଆରମ୍ଭ ହେଲା ଉଚ୍ଛେଦ

ପୁରୀ ଅଫିସ,୭।୧: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ପୁଣି ଉଚ୍ଛେଦ ଆରମ୍ଭ ହୋଇଛି। ଗତମାସ ୨୧ ତାରିଖରେ ଭିତର ସେବାୟତ ନିଯୋଗ କୋଠା ଭଙ୍ଗା ସରିବା ପରେ...

ଫସଲ ନଷ୍ଟ କଲେ ହାତୀପଲ

ଯୋଡ଼ା,୧୫ା୫ (ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ବିଭିନ୍ନ ଗ୍ରାମରେ ଗତ ୨ଦିନ ହେବ ହାତୀ ଉପଦ୍ରବ ବୃଦ୍ଧି ପାଇବାରେ ଲାଗିଛି ା ବନ...

ସରକାରଙ୍କଠାରୁ ସହଯୋଗ ଲୋଡ଼ିଲା ସିଆଇଆଇ

ଭୁବନେଶ୍ୱର,୧୮ା୪(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣକୁ ହ୍ରାସ କରିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ ଜାରି ରହିଛି। ଏହାଦ୍ୱାରା ଅର୍ଥନେତିକ ଗତିବିଧି ବହୁଳ ଭାବେ ପ୍ରଭାବିତ ହୋଇଛି। ତେଣୁ...

ଆଗକୁ ବିସ୍ଫୋରକ ସ୍ଥିତି ଆସୁଛି, ସଚେତନ ନ ହେଲେ ମେ’ ଶେଷ ସୁଦ୍ଧା ୧୦ ଲକ୍ଷ ଛୁଇଁପାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ବାଗ୍‌ଚୀ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ଆଜିଠାରୁ ମାତ୍ର ୪ ମାସ ତଳେ ଚାଇନାର ଉହାନରେ ପ୍ରଥମେ କରୋନା ଭୂତାଣୁ ଚିହ୍ନଟ କରାଯାଇଥିଲା। ଏବେ ଏହା ସାରା ବିଶ୍ୱରେ ଏହି ମହାମାରୀ...

ପ୍ରଦର୍ଶିତ ହେଲା ଫନୀ ସମ୍ପର୍କିତ ବୃତ୍ତଚିତ୍ର

ଭୁବନେଶ୍ୱର,୨୮।୯(ବ୍ୟୁରୋ): ସାମୁଦ୍ରିକ ଝଡ ‘ଫନୀ’ର ସଫଳ ମୁକାବିଲା ଉପରେ ପର୍ଯ୍ୟବସିତ ବୃତ୍ତଚିତ୍ର ଶୁକ୍ରବାର ନ୍ୟାଶନାଲ ଜିଓଗ୍ରାଫିକ୍‌ ଚ୍ୟାନେଲରେ ରାତି ୯ଟାରେ ପ୍ରସାରିତ ହୋଇଯାଇଛି। ଏହି ବୃତ୍ତ...

ଭାରତ ବନ୍ଦ ଡାକରାକୁ କଂଗ୍ରେସର ସମର୍ଥନ

କେସିଙ୍ଗା,୮।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଟ୍ରେଡ୍‌ ୟୁନିୟନ ପକ୍ଷରୁ ଭାରତ ବନ୍ଦ ଡାକରାକୁ କଂଗ୍ରେସ ସମର୍ଥନ କରିଥିବା ବେଳେ ଏହାର ଆଂଶିକ ପ୍ରଭାବ ପଡ଼ିଛି।...

Play 250+ Trending Games
Archives

Model This Week

Why Dharitri