ଅସୁସ୍ଥ ମାଈ ହାତୀର ମୃତ୍ୟୁ

କଟକ ଅଫିସ, ୩୦।୯: କଟକ ବାଙ୍କୀ ଅନ୍ତର୍ଗତ ବାଆଁରା କୂଆମଡ଼ା ଜଙ୍ଗଲରେ ଅସୁସ୍ଥ ମାଈ ହାତୀର ସୋମବାର ମୃତ୍ୟୁ ଘଟିଛି। ହାତୀଟି ୫ ଦିନ ହେବ ଅସୁସ୍ଥ ହୋଇ ଚିକିତ୍ସାଧୀନ ଥିଲା। ଓୟୁଏଟି ଏବଂ ଆସାମ ବିଶେଷଜ୍ଞଙ୍କ ପରାମର୍ଶରେ ଚିକତ୍ସା ଚାଲିଥିଲା। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ହର୍ପିସ ଆକ୍ରାନ୍ତରେ ଅସୁସ୍ଥ ହୋଇଥିବା ସନ୍ଦେହ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋମ୍ କ୍ବାରାଣ୍ଟାଇନ୍ ଉଲଙ୍ଘନ ଅଭିଯୋଗ

ବିଜେପୁର, ୪।୪(ଡି.ଏନ.ଏ.) କରୋନା କଟକଣା ଦିନକୁ ଦିନ ଗମ୍ଭୀର ହେବାକୁ ଲାଗିଛି। କଟକ, ଭୁବନେଶ୍ୱରରେ ଗତକାଲିରୁ ଦୁଇ ଦିନ ପାଇଁ ସମ୍ପୂର୍ଣ୍ଣ ଲକଡାଉନ୍ ରହିଛି। ଏହି...

କମେଣ୍ଟମରାକୁ ନେଇ ହତ୍ୟା, ବାପ-ପୁଅ ଅଟକ

ଆସିକା,୩୦ା୫ (ଡି.ଏନ୍‌.ଏ.)- ଗାଙ୍ଗପୁର ଥାନା ନାଟଙ୍ଗା ଗ୍ରାମରେ କମେଣ୍ଟ ମରାକୁ ନେଇ ଏକ ହତ୍ୟାକାଣ୍ଡ ଘଟିଛି। ହତ୍ୟାର ଶିକାର ହୋଇଛନ୍ତି ସୀମାଞ୍ଚଳ ରାଉତ। ମୃତ ସୀମାଞ୍ଚଳଙ୍କ...

ସ୍ତ୍ରୀଙ୍କୁ ହାଣି ମୁଣ୍ଡ ଗଣ୍ଡି ଅଲଗା କରିଦେଲେ ସ୍ବାମୀ

ଢେଙ୍କାନାଳ ଅଫିସ,୧୫ା୭: ଢେଙ୍କାନାଳ ଜିଲା ଗଁଦିଆ ଥାନା ଚନ୍ଦ୍ରଶେଖରପୁର ଗ୍ରାମରେ ନାକଫୋଡ଼ି ମାଝି ପରକୀୟା ପ୍ରୀତି ସନ୍ଦେହରେ ସ୍ତ୍ରୀ ସଚଳାଙ୍କୁ ଶୁକ୍ରବାର ସକାଳେ କଟୁରିରେ ହାଣିଦେଇଛନ୍ତି।...

ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟ: ଶଯ୍ୟା ସଂଖ୍ୟା ୩୦୦କୁ ବୃଦ୍ଧି

ଭୁବନେଶ୍ୱର, ୭ା୧(ବ୍ୟୁରୋ): ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଶଯ୍ୟା ସଂଖ୍ୟା ବୃଦ୍ଧି କରାଯାଇ ୩୦୦ ହେବ। ‘ମୋ ସରକାର’ ଟିମ୍‌ ଭଦ୍ରକ ପରିଦର୍ଶନ କରିବା ପରେ...

ନକଲି ଡାକ୍ତରଙ୍କ ହେବ ଲାଏ ଡିଟେକ୍ସନ ଟେଷ୍ଟ

ଭୁବନେଶ୍ୱର,୧୧।୩(ବ୍ୟୁରୋ): ନକଲି ଡାକ୍ତର ରମେଶ ସ୍ବାଇଁଙ୍କ ଲାଏ ଡିଟେକ୍ସନ ଟେଷ୍ଟ କରାଯିବ। ତାଙ୍କ ମିଛ ଧରିବା ପାଇଁ କମିଶନରେଟ ପୋଲିସ ଏଭଳି ପଦକ୍ଷେପ ନେଇଥିବା ଜଣାପଡ଼ିଛି।...

ବୋଲେରୋ ଲୁଟି ନେବାବେଳେ ଦୁର୍ଘଟଣା: ପଥଚାରୀ ବାପା, ଝିଅ, ପୁଅଙ୍କ ଜୀବନ ଗଲା

ଯୋଡା, ୨୮।୧୦(ଡି.ଏନ.ଏ.)-ଏକ ବୋଲେରୋ ଲୁଟ୍‌ କରି ଫେରାର ହୋଇଯିବା ବେଳେ ଚାଳକ ଭାରସାମ୍ୟ ହରାଇବାରୁ ରାସ୍ତାରେ ଯାଉଥିବା ଲୋକଙ୍କ ଉପରେ ଏହା ମାଡ଼ି ଯାଇଥିଲା। ଫଳରେ...

ଶ୍ରୀମନ୍ଦିରରେ ପହଞ୍ଚିଲା ଦଶମୂଳ

ପୁରୀ ଅଫିସ,୧୬।୬: ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନବେଦିରେ ୧୦୮ ଗଡୁ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡିଛନ୍ତି ମହାପ୍ରଭୁ। ଅଣସର ପିଣ୍ଡିରେ ଚାଲିଛି ଦାରୁଦିଅଁଙ୍କ ଗୁପ୍ତ...

ସରକାରୀ ଅନୁଦାନର ବର୍ଷା

ଭବାନୀପାଟଣା,୨୫।୧୦(ସ୍ବ.ପ୍ର.): ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ବିଧାୟକ, ଏମ୍‌ପି ଓ ମନ୍ତ୍ରୀମାନଙ୍କୁ ପ୍ରଭାବିତ କରି ବିପୁଳ ସରକାରୀ ଅର୍ଥ ନିଜ ସ୍କୁଲ...

Advertisement
Archives

Model This Week