ଅନ୍ତରଙ୍ଗ ଯୁବ ସଂଘ ପକ୍ଷରୁ ମାସ୍କ ବଣ୍ଟନ

ଦାରିଙ୍ଗବାଡ଼ି,୨୧।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ବିଭିନ୍ନ ଦୁର୍ଗମ ଅଞ୍ଚଳରେ ଅନ୍ତରଙ୍ଗ ଯୁବ ସଂଘ ପକ୍ଷରୁ ବିଶୋଧିତ କରାଯିବା ସହ ମାସ୍କ ବଣ୍ଟନ କରାଯାଇଛି। ଏଥିସହ ବିଭିନ୍ନ ଅଞ୍ଚଳକୁ ସଂଘର ସଦସ୍ୟମାନେ ବୁଲି ବୁଲି ଶିଶୁମାନଙ୍କୁ ହାତ ଧୁଆ କୌଶଳ, ସାମାଜିକ ଦୁରତ୍ୱ ପାଳନ ଓ ସର୍ବଦା ମାସ୍କ ବ୍ୟବହାର କରିବା ନେଇ ସଚେତନ କରିଥିଲେ। ସେହିପରି କରୋନା ଜନିତ କଣସି ଗୁଜବକୁ ନ ଶୁଣି ସରକାରଙ୍କ ସମସ୍ତ ପରାମର୍ଶ ମାନିବାକୁ ସଂଘ ପକ୍ଷରୁ ପରାମର୍ଶ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାବୁଙ୍କ ବିଦେଶଯାତ୍ରାରେ ଅଙ୍କୁଶ: ଏଣିକି ସରକାରଙ୍କ ଅନୁମତି ବାଧ୍ୟତାମୂଳକ

ଭୁବନେଶ୍ୱର,୨୫।୭ (ରବିନାରାୟଣ ଜେନା):ସରକାରୀ ଅଧିକାରୀ ଓ କର୍ମଚାରୀମାନେ ଅଧିକାଂଶ ସମୟରେ ସରକାରଙ୍କ ବିନା ଅନୁମତିରେ ଛୁଟି ନେଇ ବ୍ୟକ୍ତିଗତ କାର୍ଯ୍ୟରେ ବିଦେଶ ଯାତ୍ରା କରୁଛନ୍ତି। ଏହାଦ୍ୱାରା କେବଳ…

ରେକର୍ଡ କଲା PM ମୋଦିଙ୍କ ଭିଡିଓ, ୨୪ ଘଣ୍ଟାରେ ସବୁଠୁ ଅଧିକ…

ନୂଆଦିଲ୍ଲୀ,୨୫।୭: CJP ବିକ୍ଷୋଭକାରୀ ଏବଂ ସରକାରଙ୍କ ମଧ୍ୟରେ ଶନିବାର ଆଉ ଏକ ବୈଠକ ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି ଉପରେ କେନ୍ଦ୍ରିତ…

୩୦ ଯାଏ ବର୍ଷା, ଆଜି ୪ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୨୫ା୭(ବନ୍ଦନା ସେଠୀ):ବର୍ତ୍ତମାନ ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତରାଞ୍ଚଳ ଏବଂ ଏହାର ଆଖପାଖ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି। ଏହା ପ୍ରଭାବରେ ରାଜ୍ୟରେ…

ସରକାରଙ୍କ ଉପରେ ବଢୁଛି ଚାପ: ଏବେ କ’ଣ କରିବେ ମୋଦି

ନୂଆଦିଲ୍ଲୀ,୨୫ା୭(ପି.ଟି./ଏଜେନ୍ସି): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ସିଜେପି ପକ୍ଷରୁ ଚାଲିଥିବା ଆନ୍ଦୋଳନ ସରକାରଙ୍କ ଉପରେ ବଡ଼ ଚାପ ସୃଷ୍ଟି କରିଛି। ଶୁକ୍ରବାର ସରକାର ଓ…

ଶତାବ୍ଦୀର ସବୁଠାରୁ ମହଙ୍ଗା ଛାଡ଼ପତ୍ର; ସ୍ତ୍ରୀଙ୍କୁ ଏତେ କୋଟି ଦେବାକୁ କୋର୍ଟଙ୍କ ନିର୍ଦ୍ଦେଶ, ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ସିଓଲ,୨୫।୭: ଦକ୍ଷିଣ କୋରିଆର ଜଣାଶୁଣା ‘ଏସକେ ଗ୍ରୁପ’ର କୋଟିପତି ଚେୟାରମାନ ଚେ ତେ-ଓ୍ବନ ତାଙ୍କ ପୂର୍ବତନ ସ୍ତ୍ରୀ ରୋ ସୋ-ୟଙ୍ଗଙ୍କୁ ୯୪୪ ବିଲିୟନ ଓ୍ବନ୍‌ ପ୍ରାୟ ୬୪୦…

CJPର ନୂଆ ରଣନୀତି! ପୋଲିସ ଚିହ୍ନଟ ପାଇଁ ଆଣୁଛି….

ନୂଆଦିଲ୍ଲୀ,୨୫।୭(ପି.ଟି.): ଗତ ଜୁଲାଇ ୨୦ ‘ଚଲୋ ସଂସଦ’ ରାଲି ସମୟରେ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନରେ ସମ୍ପୃକ୍ତ ପୋଲିସ କର୍ମଚାରୀମାନଙ୍କୁ ଚିହ୍ନଟ କରିବା ପାଇଁ ‘କକ୍‌ରୋଚ୍‌…

ସାର ବିକ୍ରିରେ ଅନିୟମିତତା: ୬ ଡିଲରଙ୍କ ଲାଇସେନ୍ସ ରଦ୍ଦ

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟ ଜୋରସୋର୍‌ରେ ଚାଲିଥିଲାବେଳେ ସାରର କୃତ୍ରିମ ସଙ୍କଟ ଏବଂ କଳାବଜାର ଚାଷୀମାନଙ୍କୁ ଚିନ୍ତାରେ ପକାଇ ଦେଇଛି। ଏଭଳି ଅଭିଯୋଗ ପାଇବା ପରେ…

Commonwealth Games: ଭାରତ ପାଇଁ ପ୍ରଥମ ପଦକ ଜିତିଲେ ଝଣ୍ଡୁ କୁମାର

ନୂଆଦିଲ୍ଲୀ,୨୫।୭: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଦ୍ୱିତୀୟ ଦିନରେ, ପାରା ଭାରୋତ୍ତୋଳକ ଝଣ୍ଡୁ କୁମାର କାଂସ୍ୟ ପଦକ ଜିତି ଭାରତ ପାଇଁ ଏକ ପ୍ରମୁଖ ମାଇଲଖୁଣ୍ଟ ହାସଲ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri