Posted inଜାତୀୟ

ଅସ୍ତ୍ରବିରତି ଉଲ୍ଲଂଘନରେ ଜଣେ ପାକିସ୍ତାନ ସେନା ନିହତ

ଶ୍ରୀନଗର,୨୧।୨: ପାକିସ୍ତାନ ସେନା ପକ୍ଷରୁ କରାଯାଇଥିବା ଅସ୍ତ୍ରବିରତି ଉଲ୍ଲଂଘନର କଡା ଜବାବ ଦେଇଛି ଭାରତୀୟ ସେନା। ଭାରତୀୟ ସେନାଙ୍କ ଗୁଳିରେ ଗୁରୁବାର ଜଣେ ପାକିସ୍ତାନ ସେନାଙ୍କ ମୃତ୍ୟୁ ହୋଇଛି। ଏଥିସହ କେତେକ ସେନା ଆହତ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀର କୁପଓ୍ବାଡା ସେକ୍ଟରରେ ଲଗାତର ପାକିସ୍ତାନ ସେନା ଅସ୍ତ୍ରବିରତି ଉଲ୍ଲଂଘନ କରୁଛି। ଏଥିସହ ସୀମାରେ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଇବା ପାଇଁ ଉଦ୍ୟମ କରୁଛି। ଏହାର ପାଲଟା ଜବାବରେ ଭାରତୀୟ ସେନା ଗୁଳିଚାଳନା କରିଥିଲେ। ଏହି ଗୁଳିବିନିମୟରେ ଜଣେ ପାକିସ୍ତନ ସେନା ନିହତ ହୋଇଛନ୍ତି। ଉକ୍ତ ଅଞ୍ଚଳର ପରିସ୍ଥିତି ଉପରେ ଏବେ ବି ସେନା ପକ୍ଷରୁ ନଜର ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସନ୍ଧ୍ୟାରେ ବସିବ କ୍ୟାବିନେଟ: ଲୋକ ସଭା ଭଙ୍ଗ ପାଇଁ ରାଷ୍ଟ୍ରପତିଙ୍କୁ ଦିଆଯିବ ପ୍ରସ୍ତାବ

ନୂଆଦିଲ୍ଲୀ, ୨୪।୫: ଶେଷ ହୋଇଛି ଲୋକ ସଭା ନିର୍ବାଚନ। ଫଳାଫଳ ବି ସ୍ପଷ୍ଟ ହୋଇଛି। ଏବେ ୧୬ଶ ଲୋକସଭା ଭଙ୍ଗ ପାଇଁ ଶୁକ୍ରବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ...

ଚାରିଆଡ଼ୁ ଘେରିଲେ ପଡ଼ୋଶୀ

ନୂଆଦିଲ୍ଲୀ,୨୭ା୬ : ଚାଇନା, ପାକିସ୍ତାନ ଓ ନେପାଳ ପରେ ଏବେ ପଡ଼ୋଶୀ ଭୁଟାନ ଭାରତକୁ ହଇରାଣ କରିବା ଆରମ୍ଭ କରିଛି। ପାରମ୍ପରିକ ‘ଡୋଙ୍ଗ୍‌’ କେନାଲ ଦେଇ...

ଏଫସିଆର୍‌ଏ ନିୟମରେ ପରିବର୍ତ୍ତନ, ସମ୍ପର୍କୀୟ ବିଦେଶରୁ ପଠାଇ ପାରିବେ ୧୦ ଲକ୍ଷ ପର୍ଯ୍ୟନ୍ତ ଟଙ୍କା…

ନୂଆଦିଲ୍ଲୀ, ୨।୭ : କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ବିଦେଶୀ ଅଂଶଦାନ ନିୟମାବଳୀ ଅଧିନିୟମ (ଏଫସିଆର୍‌ଏ) ସହ ଜଡିତ କେତେକ ନିୟମରେ ସଂଶୋଧନ କରିଛନ୍ତି। ଏହା ଦ୍ୱାରା...

ଲାଞ୍ଚ ମାମଲାରେ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ ଲାଗି ମାଗିବା ପ୍ରମାଣ-ସ୍ବୀକୃତି ଅନିବାର୍ଯ୍ୟ…

ନୂଆଦିଲ୍ଲୀ, ୨୨।୨ : ଲାଞ୍ଚ ମାମଲାରେ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବା ଲାଗି ଦୁର୍ନୀତି ନିବାରଣ ଅଧିନିୟମ (ପିସି ଆକ୍ଟ)ର ଧାରା ୧୩ ଏବଂ ପଠିତ...

ଗ୍ଲେନମାର୍କ ନାଜାଲ ସ୍ପ୍ରେ ନେଇ ଅଧିକ ତଥ୍ୟ ପ୍ରଦାନ କରିବାକୁ କହିଲା କମ୍ପାନୀ…

ନୂଆଦିଲ୍ଲୀ,୧୧।୨ : କରୋନା ସଂକ୍ରମଣକୁ ରୋକିବାରେ ନାଇଟ୍ରିକ ଅକ୍ସାଇଡ ଥିବା ନାଜାଲ ସ୍ପ୍ରେର କୌଣସି ଉପଯୁକ୍ତ ପ୍ରମାଣ ମିଳିନାହିଁ। ପର୍ଯ୍ୟାପ୍ତ ପ୍ରମାଣ ଅଭାବରୁ ଭାରତୀୟ ବଜାରରେ...

ବିମାନ ଦୁର୍ଘଟଣାର ସାକ୍ଷୀ ‘ବ୍ଲାକ ‌ବକ୍ସ’

ନୂଆଦିଲ୍ଲୀ, ୯।୮: ବର୍ଷା ବିତ୍ପାତ ମଧ୍ୟରେ ଗତ ଶୁକ୍ରବାର କେରଳ ଦେଖିଛି ବିମାନ ଦୁର୍ଘଟଣାର ଭୟାବହ ଦୃଶ୍ୟ। କୋଝିକୋଡ୍‌ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଏୟାର ଇଣ୍ଡିଆ...

ପଞ୍ଜାବରେ ପରିବର୍ତ୍ତନର ସଙ୍କେତ ଦେଲା ଏଏପି

ଚଣ୍ଡିଗଡ,୨୭।୧୨: ଚଣ୍ଡିଗଡ଼ ମ୍ୟୁନିସିପାଲିଟି କର୍ପୋରେସନ ନିର୍ବାଚନରେ ପ୍ରଥମ ଥର ପାଇଁ ଆମ ଆଦମୀ ପାର୍ଟି ଚମତ୍କାର ବିଜୟ ହାସଲ କରିଛି। ଦଳ ୩୫ଟି ସିଟ ମଧ୍ୟରୁ...

ସୁଷମା ସ୍ବରାଜଙ୍କ ପରେ ଏସ୍‌.ଜୟଶଙ୍କର: ବୈଦେଶିକ ମନ୍ତ୍ରୀ ଭାବେ ଯିଏ ବଦଳାଇଛନ୍ତି ଭାରତର ଭାବମୂର୍ତ୍ତି…

ନୂଆଦିଲ୍ଲୀ,୨୭।୯: ୨୦୧୯ ଡିସେମ୍ବର ୩୧ରେ ଯେତେବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦ୍ୱିତୀୟ ଥର ଲାଗି ଶପଥ ଗ୍ରହଣ କରିଥିଲେ, ସେତେବେଳେ ତାଙ୍କ ମନ୍ତ୍ରୀଙ୍କ ତାଲିକାରେ ଏକ...

Advertisement
Archives

Model This Week