Posted inଜାତୀୟ

ଅସ୍ତ୍ରବିରତି ଉଲ୍ଲଂଘନର କଡ଼ା ଜବାବ ଦେଲା ଭାରତୀୟ ସେନା : ୨ ପାକ୍‌ ସେନା ନିହତ

ନୂଆଦିଲ୍ଲୀ,୨୬।୧୨: ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିବା ପରେ ଏହାର କଡ଼ା ଜବାବ ଦେଇଛି ଭାରତୀୟ ସେନା। ପାକିସ୍ତାନ ପକ୍ଷରୁ ବୁଧବାର ଏଲ୍‌ଓସିର ଉରି ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଥିଲା। ପାକିସ୍ତାନ ପଟରୁ କରାଯାଇଥିବା ଗୁଳି ଚାଳନାରେ ଭାରତୀୟ ସେନାର ଜଣେ ଯବାନ ଶହୀଦ ହୋଇଯାଇଥିଲେ। ଏହାର ଜବାବ ଦେବାକୁ ଯାଇ ଭାରତୀୟ ସେନା ପକ୍ଷରୁ ମଧ୍ୟ ଆକ୍ରମଣ କରାଯାଇଥିଲା। ଏଥିରେ ୨ପାକ୍‌ ସେନା ନିହତ ହୋଇଥିଲେ ମଧ୍ୟ ଏହାକୁ ସେ ସ୍ବୀକାର କରୁ ନ ଥିଲା। ଗୁରୁବାର କିନ୍ତୁ ସେ ଏହା ସ୍ବୀକାର କରିବା ସହ ଦଓ୍ବୋ ସେକ୍ଟରରେ ନିହତ ହୋଇଥିବା ୨ଜଣ ପାକ୍‌ ସେନାର ଯବାନ ବୋଲି କୁହାଯାଇଛି। କେବଳ ସେତିକି ନୁହେଁ ଭାରତୀୟ ସେନାଙ୍କ ଆକ୍ରମଣରେ ପାକିସ୍ତାନର କିଛି ସେନା ଶିବିର ମଧ୍ୟ କ୍ଷତିଗ୍ରସ୍ତ ହୋଇଛି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନାର ଚମତ୍କାରୀ ଆୟୁର୍ବେଦ ଔଷଧ ନେବାକୁ ଲମ୍ବା ଲାଇନ୍‌…

ବିଶାଖାପଟ୍ଟନମ୍‌,୧୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ...

ଜିନ୍ସ ଓ କେପ୍ରି ପିନ୍ଧିଲେ ମିଳିବନି ଡ୍ରାଇଭିଂ ଲାଇସେନ୍ସ

ଚେନ୍ନାଇ୨୨।୧୦: ଦେଶରେ ସେପ୍ଟେମ୍ବର ପହିଲାରୁ ନୂଆ ମୋଟରଯାନ ଲାଗୁ ହେବା ପରେ ଲୋକେ ସଚେତନ ହୋଇ ଉଠିଛନ୍ତି। ଆରଟିଓ ଅଫିସରେ ଡ୍ରାଇଭିଂ ଲାଇସେନ୍ସ ପାଇଁ ମହିଳାଙ୍କଠାରୁ...

ପେନସିଲ ମାଗିଲେ ମା’ ମାରୁଛନ୍ତି: ୬ ବର୍ଷ ଶିଶୁର ମୋଦିଙ୍କୁ ପତ୍ର

କନ୍ନୌଜ.୧ ।୮: ପ୍ରଥମ ଶ୍ରେଣୀରେ ପଢୁଥିବା ଜଣେ ୬ ବର୍ଷର ଛାତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦରଦାମ ବୃଦ୍ଧି ଯୋଗୁ ଉପୁଜୁଥିବା ସମସ୍ୟାକୁ ନେଇ ଏକ...

୩ମାସ ବୃଦ୍ଧି ହେଲା ଫାରୁକ ଅବଦୁଲାଙ୍କ ନଜରବନ୍ଦୀ ଅବଧି

ନୂଆଦିଲ୍ଲୀ,୧୪।୧୨: ଜମ୍ମୁ-କଶ୍ମୀରର ନ୍ୟାଶନାଲ କନଫରେନ୍ସ ମୁଖ୍ୟ ଫାରୁକ ଅବଦୁଲାଙ୍କ ନଜରବନ୍ଦୀ ଅବଧିକୁ ଆଉ ୩ ମାସ ବୃଦ୍ଧି କରାଯାଇଛି। ଗତ ପ୍ରାୟ ୧୩୨ ଦିନ ହେବ...

ଲକ୍‌ଡାଉନ୍‌ ପୂର୍ବରୁ ବଜାରରେ ଭିଡ଼

ପୁଣେ,୧୩।୩: ମହାରାଷ୍ଟ୍ର ଏବଂ କେରଳରେ କରୋନା ସଂକ୍ରମଣ ପୁଣି ନିୟନ୍ତ୍ରଣ ହରାଇବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାରଙ୍କ ପକ୍ଷରୁ...

ଦୁବାଇ, ଥାଇଲାଣ୍ଡରେ ରହିଛି ବିକାଶଙ୍କ ସମ୍ପତ୍ତି !

କାନପୁର,୧୧।୭: କୁଖ୍ୟାତ ଅପରାଧୀ ବିକାଶ ଦୁବେଙ୍କ ମୃତ୍ୟୁ ପରେ ବି ସେ ଏବେ ରହୁଛନ୍ତି ଚର୍ଚ୍ଚାରେ। ଉତ୍ତରପ୍ରଦେଶ ଏସ୍‌ଟିଏଫ୍‌ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ବିକାଶଙ୍କର...

ଗେହଲଟ ସରକାରଙ୍କୁ ଝଟକା: ଇସ୍ତଫା ଦେଲେ ୩ ମନ୍ତ୍ରୀ

ଜୟପୁର,୨୦ ।୧୧: ରାଜସ୍ଥାନରେ କ୍ୟାବିନେଟ ସମ୍ପ୍ରସାରଣ କଥା ଆଲୋଚନା ହେଉଥିବା ବେଳେ କଂଗ୍ରେସକୁ ବଡ ଝଟକା ଲାଗିଛି । ମିଳିଥିବା ସୂଚନା ଅନୁଯାୟୀ, ଅଶୋକ ଗେହଲଟ...

ବିଧାନ ପରିଷଦ ନିର୍ବାଚନ: ପ୍ରାର୍ଥୀ ଘୋଷଣା କଲା ଭାଜପା, ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅଙ୍କୁ ମିଳିଲାନି ଟିକେଟ୍‌

ବେଙ୍ଗାଲୁରୁ,୨୪।୫: କର୍ନାଟକରେ ହେବାକୁ ଥିବା ବିଧାନ ପରିଷଦ ନିର୍ବାଚନ ପାଇଁ ଏମ୍‌ଏଲ୍‌ସି ପ୍ରାର୍ଥୀ ଘୋଷଣା କରିଛି । ଭାଜପା ପକ୍ଷରୁ ପ୍ରାର୍ଥୀ ହୋଇଛନ୍ତି ଚଲୁବାଦୀ ନାରାୟଣସ୍ବାମୀ,...

Advertisement
Archives

Model This Week