Posted inଜାତୀୟ

ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ହୀରାନଗର ଜନବସତି ଉପରେ ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୧୩।୧୦: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରଖିଛି। ଶନିବାର ରାତିରୁ ରବିବାର ସକାଳ ୫ଟା ୩୦ ପର୍ଯ୍ୟନ୍ତ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟରୁ ହୀରାନଗର ସେକ୍ଟରରେ ଥିବା ଜନବସତିଗୁଡ଼ିକ ଉପରେ ମୋର୍ଟାର ଶେଲିଂ ମାଡ଼ କରାଯାଇଛି। ଏନେଇ ବିଏସ୍‌ଏଫ୍‌ ପକ୍ଷରୁ କୁହାଯାଇଛି। ତେବେ ଭାରତୀୟ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଏହାର ପାଲଟା ଜବାବ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌ଏନଏଲ୍‌ ୪ଜି ନେଟଓ୍ବାର୍କରୁ ପ୍ରଥମ କଲ୍‌ କଲେ ଅଶ୍ୱିନୀ ବୈଷ୍ଣବ

ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ର ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବିଏସ୍‌ଏନଏଲ୍‌ ୪ଜି ନେଟଓ୍ବାର୍କରୁ ପ୍ରଥମ ଫୋନ କଲ କରିଛନ୍ତି। ଏନେଇ ସେ ଟୁଇଟ୍‌ ଯୋଗେ...

ବିଶାଖାପାଟଣା ଅଏଲ ରିଫାଇନାରିରେ ଅଗ୍ନିକାଣ୍ଡ

ବିଶାଖାପାଟଣା, ୨୫।୫: ଆନ୍ଧ୍ର ପ୍ରଦେଶର ବିଶାଖାପାଟଣାସ୍ଥିତ ହିନ୍ଦୁସ୍ଥାନ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ୍‌ (ଏଚ୍‌ପିସିଏଲ) ପ୍ଲାଣ୍ଟରେ ମଙ୍ଗଳବାର ଅଗ୍ନିକାଣ୍ଡ ଘଟିଛି। ଘଟଣା ସ୍ଥଳରେ ନିଆଁକୁ ଆୟତ କରିବାକୁ...

ଦିଲ୍ଲୀ ବିଶ୍ୱର ସର୍ବାଧିକ ପ୍ରଦୂଷିତ ରାଜଧାନୀ: ଦ୍ୱିତୀୟ ନମ୍ବରରେ ଢାକା

ନୂଆଦିଲ୍ଲୀ,୨୨।୩: ଭାରତର ରାଜଧାନୀ ଦିଲ୍ଲୀ ନାମରେ ଆଉ ଏକ ଅବାଞ୍ଛିତ ରେକର୍ଡ ପଞ୍ଜିକୃତ ହୋଇଛି। ଲଗାତର ଦ୍ୱିତୀୟ ବର୍ଷ ଦିଲ୍ଲୀ ବିଶ୍ୱର ସର୍ବାଧିକ ପ୍ରଦୂଷିତ ରାଜଧାନୀ...

ସତର୍କ ସୂଚନା, କରୋନା ମହାମାରୀ ପ୍ରଭାବରେ ଭାରତୀୟଙ୍କ ହାରାହାରି ବୟସ କମିଛି ୨ ବର୍ଷ…

ନୂଆଦିଲ୍ଲୀ,୨୩।୧୦: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତୀୟଙ୍କ ଜୀନଧାରଣ ବୟସ ହାରାହାରି ୨ ବର୍ଷ କମିଛି। ଏନେଇ ଏନେଇ ଏକ ଅନ୍ତର୍ଜାତୀୟ ରିପୋର୍ଟରେ ଉଲ୍ଲେଖ କରାଯାଇଛି।...

ରାଜ୍ୟ ସଭାରେ ହଙ୍ଗାମା କଲେ ଭୋଟିଂ ଅଧିକାରରୁ ବଞ୍ଚିତ ହେବେ ସଦସ୍ୟ !

ନୂଆଦିଲ୍ଲୀ,୨୦।୨: ଏଣିକି ରାଜ୍ୟ ସଭାରେ ହଙ୍ଗାମା କଲେ ସଦସ୍ୟଙ୍କ ବିରୋଧ ଦୃଢ଼ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସେମାନେ ଭୋଟିଂ ଅଧିକାରରୁ ବଞ୍ଚିତ ହେବାର ଆଶଙ୍କା...

ଆଇନ ଉଲ୍ଲଂଘନକାରୀଙ୍କ ପାଇଁ ବ୍ରିଟେନ ମନା

ନୂଆଦିଲ୍ଲୀ,୨୨।୪: ଦୁଇ ଦିନିଆ ଭାରତ ଗସ୍ତରେ ଆସିଥିବା ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନ୍‌ସନ୍‌ଙ୍କ ଶୁକ୍ରବାର ଏକ ବଡ଼ ବୟାନ ସାମ୍ନାକୁ ଆସିଛି। ପଳାତକ ବ୍ୟବସାୟୀ ନୀରବ...

ଜୁଲାଇରୁ ସ୍କୁଲ ଖୋଲିବାକୁ ଯୋଜନା

ନୂଆଦିଲ୍ଲୀ,୨୬ା୫: ଲକ୍‌ଡାଉନ ପରେ ପ୍ରଥମେ ଗ୍ରୀନ୍‌ ଓ ଅରେଞ୍ଜ ଜୋନ୍‌ରେ ସ୍କୁଲ ଖୋଲିବା ପାଇଁ କେନ୍ଦ୍ର ସରକାର ଯୋଜନା କରୁଛନ୍ତି। ତେବେ ପ୍ରଥମ ପର୍ଯ୍ୟାୟରେ ଅଷ୍ଟମ...

ସୁସ୍ଥ ହାର ୬୨.୯୩%କୁ ବୃଦ୍ଧି

ନୂଆଦିଲ୍ଲୀ,୧୩।୭: ଉଦ୍‌ବେଗଜନକ ସ୍ଥିତିରେ ପହଞ୍ଚିଛି କରୋନା ପ୍ରକୋପ। ଶନିବାର ୨୮ ହଜାର ନୂଆ ମାମଲା ସାମ୍ନାକୁ ଆସିଥିବାବେଳେ ରବିବାର ରାତି ସୁଦ୍ଧା ୨୦ ହଜାର ମାମଲା...

Advertisement
Archives

Model This Week