ଅସ୍ତ୍ରଶସ୍ତ୍ର ଜବତ:ଶିକାରୀ ଫେରାର

କପ୍ତିପଦା,୧୩ା୪(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ଝିଲ୍ଲିରୀବଣୀ ଅଞ୍ଚଳରୁ ପୋଲିସ ଶିକାର ପାଇଁ ବ୍ୟବହୃତ କେତେକ ଅସ୍ତ୍ରଶସ୍ତ୍ର ଜବତ କରିଛି। ଲକ୍ଷ୍ମଣ ଟୁଡୁଙ୍କ ଘରେ ଏହି ଅସ୍ତ୍ରଶସ୍ତ୍ର ଗଚ୍ଛିତ ଥିବା ଖବରପାଇ ଉଭୟ ବନ ବିଭାଗ ଓ ପୋଲିସ ପକ୍ଷରୁ ମିଳିତ ଚଢଉ କରାଯାଇଥିଲା। ଚଢାଉ ବେଳେ ଏକ ଦେଶୀ ବନ୍ଧୁକ, ୫ଟି ହରିଣ ସିଂଘ, ୩ଟି ଧନୁ, ୧୧ଟି ଶର, ୩ଟି ଠୁସା ରଡ୍‌ ଓ କିଛି ବିସ୍ଫୋରକ ଜବତ ହୋଇଛି ା ପୋଲିସକୁ ଦେଖି ଅଭିଯୁକ୍ତ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିବା ପୋଲିସ କହିଛି। ଏ ସଂକ୍ରାନ୍ତରେ କପ୍ତିପଦା ଥାନା ପୋଲିସ ଏକ ମାମଲା(ନଂ.୧୦୬/୨୦) ରୁଜୁ କରି ତଦନ୍ତ ଜାରି ରଖିଛି।  ଉଲ୍ଲେଖଯୋଗ୍ୟ ଯେ, ବର୍ତ୍ତମାନ କେତେକ ଶିକାରୀ ଜଙ୍ଗଲରୁ ଅଖଣ୍ଡ ଶିକାର ପାଇଁ ସଜବାଜ ହେଉଥିବାରୁ ପୋଲିସ ଓ ବନ ବିଭାଗ ସେମାନଙ୍କ ଉପରେ କଡ଼ା ନଜର ରଖି ବିଭିନ୍ନସ୍ଥାନରେ ଚଢାଉ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡ଼ାରେ ସ୍ପୋଟର୍‌ସ କମ୍ପ୍ଲେକ୍ସର ଭିତ୍ତିପ୍ରସ୍ତର ପକାଇଲେ ମନ୍ତ୍ରୀ

  ଝାରସୁଗୁଡ଼ା,୧୧।୮(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ଏଚ୍‌. କଣ୍ଟାପାଲିଠାରେ ରବିବାର ଏକ ଇଣ୍ଟିଗ୍ରେଟେଡ଼ ସ୍ପୋଟର୍‌ସ କମ୍ପ୍ଲେକ୍ସ ଲାଗି ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ରାଜ୍ୟ କ୍ରୀଡ଼ା ଓ ଯୁବ...

ରାଲିରେ ଅପରାଜିତାଙ୍କୁ ସହଯୋଗ କରିବୁ ନାହିଁ: ପୁରୀ ବିଧାୟକ

ପୁରୀ ଅଫିସ,୨୬।୪: ଗୋଟିଏ ପଟେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ପୁରୀ ଐତିହ୍ୟ କରିଡର ପ୍ରକଳ୍ପକୁ ବିରୋଧ କରୁଥିବା ବେଳେ ପୁରୀ ବିଧାୟକ ଜୟନ୍ତ କୁମାର...

ପ୍ରସ୍ତାବିତ ୫୫ ନଂ. ଜାତୀୟ ରାଜପଥ ସମ୍ପର୍କିତ ସମୀକ୍ଷା ବୈଠକ: ଏପ୍ରିଲରୁ ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ

ଜଗତ୍‌ସିଂହପୁର ଅଫିସ୍‌, ୮।୨: ୨୦୧୭ରେ ୫୫ ନଂ. ଜାତୀୟ ରାଜପଥ (ଏନ୍‌ଏଚ୍‌) ସମ୍ପ୍ରସାରଣ ପାଇଁ ଘୋଷଣା ହୋଇଥିଲା। ଏଥିରେ ଜଗତ୍‌ସିଂହପୁର ଜିଲାର ୭୮.୩୫ କିଲୋମିଟର ଅନ୍ତର୍ଭୁକ୍ତ...

୭ ଦିନ ଲାଗି ୨ ଓ୍ବାର୍ଡ କଣ୍ଟେନମେଣ୍ଟ ଜୋନ୍‌ ଘୋଷିତ

ବାଲିଅନ୍ତା, ୫ା୬(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ରୋକିବା ପାଇଁ ବାଲିଅନ୍ତା ବ୍ଳକର ଜୟଦେବ ପଞ୍ଚାୟତ ଅଧୀନ ୨ଟି ଓ୍ବାର୍ଡକୁ ପ୍ରଶାସନ ପକ୍ଷରୁ ୭ଦିନ ପାଇଁ କଣ୍ଟେନମେଣ୍ଟ ଜୋନ...

ଧାମନଗରରେ ଉପନିର୍ବାଚନ : ଅପରାହ୍ନ ୩ଟା ସୁଦ୍ଧା ୫୨.୧୩ ପ୍ରତିଶତ ମତଦାନ

ଭଦ୍ରକ ଅଫିସ,୩।୧୧: ଧାମନଗରରେ ଉପନିର୍ବାଚନ ପାଇଁ ମତଦାନ ଜାରି ରହିଛି। ଅପରାହ୍ନ ୩ଟା ସୁଦ୍ଧା ୫୨.୧୩ ପ୍ରତିଶତ ମତଦାନ ହୋଇଛି। ସକାଳ ୭ଟାରୁ ଭୋଟ ଗ୍ରହଣ...

କେରଳ, ମଧ୍ୟପ୍ରଦେଶରେ ଫସିଛନ୍ତି ୧୫୦ ଶ୍ରମିକ

ରଣପୁର, ୧୮ା୫ (ସ୍ବ.ପ୍ର.): ଲକ୍‌ଡାଉନ ଯୋଗୁ ରଣପୁର ବ୍ଲକ ଅଞ୍ଚଳର ୧୫୦ରୁ ଊର୍ଦ୍ଧ୍ୱ ଶ୍ରମିକ କେରଳ ଓ ମଧ୍ୟପ୍ରଦେଶରେ ଫସିରହିଛନ୍ତି। କେରଳ ରାଜ୍ୟର ତ୍ରିବେନ୍ଦ୍ର ହାଉସିଂ...

ପ୍ରଧାନମନ୍ତ୍ରୀ ଫସଲ ବୀମା ଦଲାଲଙ୍କୁ ଗିରଫ ନିର୍ଦ୍ଦେଶ

ଛତ୍ରପୁର,୨୫।୬(ଡି.ଏନ.ଏ) – ଗଞ୍ଜାାମ ଜିଲାର କେତେକ ଅଞ୍ଚଳରେ ଖଳ ପ୍ରକୃତିର ଲୋକ ପ୍ରଧାନମନ୍ତ୍ରୀ ଫସଲ ବୀମା ନାମରେ ଦଲାଲଗିରି କରି ଚାଷୀ ମାନଙ୍କୁ ମିଥ୍ୟା ବୀମା...

ନାବାଳିକା ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ୍‌

ଭଦ୍ରକ ଅଫିସ, ୫।୧୦ – ଭଦ୍ରକ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ଅଦାଲତର ବିଚାରପତି ପ୍ରଣତି ସାହା ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲାର...

Advertisement
Archives

Model This Week