Posted inଜାତୀୟ

ଅସ୍ତ୍ରଶସ୍ତ୍ର ଭାଗବଣ୍ଟାକୁ ନେଇ ଆତଙ୍କବାଦୀ ସଂଗଠନ ମଧ୍ୟରେ ଗ୍ୟାଙ୍ଗଓ୍ବାର୍‌: ଜଣେ ମୃତ

ଶ୍ରୀନଗର,୨୭।୬: ଜମ୍ମୁ-କଶ୍ମୀରରେ ଦୁଇ ଆତଙ୍କବାଦୀ ସଂଗଠନ ମଧ୍ୟରେ ଗ୍ୟାଙ୍ଗଓ୍ବାର୍‌ ହୋଇଛି। ଅସ୍ତ୍ରଶସ୍ତ୍ର ଭାଗବଣ୍ଟାକୁ ନେଇ ଏପରି ହୋଇଥିବା କୁହାଯାଉଛି। ସ୍ଥାନୀୟ ବାଘମା ବିଜ୍‌ବେହାରଠାରେ ହିଜ୍‌ବୁଲ୍‌ ମୁଜାହିଦ୍ଦିନ୍‌ର ୫ରୁ ୬ ଜଣ ଏବଂ ଅସାଂର୍‌ ଗଜବନ୍‌ ଉଲ୍‌ ହିନ୍ଦ୍‌ ଆତଙ୍କବାଦୀ ସଂଗଠନର ୩ ଜଣ ସଦସ୍ୟଙ୍କ ମଧ୍ୟରେ ହୋଇଥିବା ଗ୍ୟାଙ୍ଗଓ୍ବାର୍‌ରେ ଆତଙ୍କବାଦୀ ଆଦିଲ୍‌ ଦାସ୍‌ଙ୍କର ମୃତ୍ୟୁ ଘଟିଛି। ସେ ଅସାଂର୍‌ ଗଜବନ୍‌ ଉଲ୍‌ ହିନ୍ଦ୍‌ ଆତଙ୍କବାଦୀ ସଂଗଠନର ସଦସ୍ୟ। ପୂର୍ବରୁ ସେ ହିଜ୍‌ବୁଲ୍‌ ସଦସ୍ୟ ଥିଲେ। ଏଥିରେ ଆହତ ହୋଇଥିବା ଆତଙ୍କବାଦୀ ଆରିଫ୍‌ ହୁସେନ୍‌ଙ୍କୁ ପୋଲିସ ଗିରଫ କରିଛି। ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ସରିଲା NEET, UG ପରୀକ୍ଷା

ନୂଆଦିଲ୍ଲୀ,୨୧।୬: କଡ଼ା ସୁରକ୍ଷା ମଧ୍ୟରେ ଶେଷ ହୋଇଛି NEET-UG ପରୀକ୍ଷା। ୫୪୪୦ କେନ୍ଦ୍ରରେ ୨୨ ଲକ୍ଷରୁ ଊଦ୍ଧର୍‌ବ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ସୂଚନ ମିଳିଛି। ପରୀକ୍ଷାକୁ ସୁରକ୍ଷିତ…

ତାମିଲନାଡୁରେ ବଡ଼ ଅଘଟଣ: ସି-ଫୁଡ୍ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ୍, ୨ ମୃତ ଓ ୪୬ ଗୁରୁତର

ଚେନ୍ନାଇ,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ୍ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ଏକ ବଡ଼ ଦୁର୍ଘଟଣା ଘଟିଛି।…

ଯୋଗ ଦିବସରେ ସାମିଲ ହେଲେ ମହିଳା ସରପଞ୍ଚ, କହିଲେ ନିଜକୁ ସୁସ୍ଥ ରଖିବାକୁ ହେଲେ…

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଯୋଗରେ ମହିଳା ସରପଞ୍ଚ ମମତା ବେହେରାଙ୍କ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri