ଅସ୍ତ୍ରୋପଚାର ସମୟରେ ପ୍ରସୂତି ମୃତ, ଚିକିତ୍ସାରେ ଅବହେଳା ଅଭିଯୋଗ ଆଣିଲେ ପରିବାର

ବରଗଡ଼ ଅଫିସ, ୧୮।୧- ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଶନିବାର କନ୍ୟା ସନ୍ତାନ ଜନ୍ମ ଦେବା ପରେ ଜଣେ ପ୍ରସୂତିଙ୍କ ମୃତ୍ୟୁ ହୋଇଛି। ମୃତା ମହିଳା ଜଣକ ହେଲେ ବରଗଡ଼ ସଦର ଥାନା ଅନ୍ତର୍ଗତ ବେହେରା ଗ୍ରାମର ଉମାକାନ୍ତ ବନଛୋରଙ୍କ ସ୍ତ୍ରୀ ରୀତା। ଚିକିତ୍ସାରେ ଅବହେଳା ଯୋଗୁ ରୀତାଙ୍କ ମୃତ୍ୟୁ ଘଟିଥିବା ତାଙ୍କ ଭାଇ ରାଜକିଶୋର ନାଗ ଅଭିଯୋଗ କରିଛନ୍ତି। ଅପରପକ୍ଷରେ ହୃଦ୍‌ଘାତରେ ରୀତାଙ୍କ ମୃତ୍ୟୁ ଘଟିଥିବା ଅସ୍ତ୍ରୋପଚାର କରିଥିବା ଡା. କେ. ଆର୍‌. ରେଡ୍ଡୀ କହିଛନ୍ତି। ରୀତାଙ୍କ ମୃତ୍ୟୁରେ ତାଙ୍କ ପରିବାରଲୋକେ ସମ୍ପୂର୍ଣ୍ଣ ଭାଙ୍ଗି ପଡିଛନ୍ତି। ସମ୍ଭାବ୍ୟ ଉତ୍ତେଜନାକୁ ଦୃଷ୍ଟିରେ ରଖି ଡାକ୍ତରଖାନାରେ ପୋଲିସ ମୁତୟନ ଅଛିି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲଦଣ୍ଡ

କେନ୍ଦୁଝର,୨୯ା୧୦(ସ୍ବ.): ସ୍ଥାନୀୟ ଅତିରିକ୍ତ ଜିଲା ଓ ଦୌରା ଜଜ୍‌ ତଥା ଫାଷ୍ଟଟ୍ରାକ୍‌ କୋର୍ଟ ବିଚାରପତି ଶନିବାର ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଜଣେ ଅପରାଧୀକୁ ୨୦ବର୍ଷ...

ରଥକୁ ଉଠିଲା ଦୁଆର ବେଢା

ପୁରୀ ଅଫିସ,୨।୭ ଆଉ ଦୁଇଦିନ ପରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ରଥଖଳାରେ ଦ୍ରୁତଗତିରେ ଚାଲିଛି ରଥ କାମ। ସୋମବାର ତିନିରଥର ଦୁଇଟି ଲେଖାଏ ଦୁଆର ବେଢା ଉଠିଛି।...

ଟାଙ୍କି ଥାଇ ପାଣି ଚିନ୍ତା: କାମରେ ଆସୁନି ୫୦ଲକ୍ଷ ଟଙ୍କାର ପ୍ରକଳ୍ପ

ଭୁବନ, ୨୦।୭(ଡି.ଏନ.ଏ.) – ଗ୍ରାମାଞ୍ଚଳବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବାକୁ ବେଶ୍‌ ତତ୍ପରତା ଦେଖାଉଛନ୍ତି ସରକାର। ଏଥିପାଇଁ ଆରମ୍ଭ ହୋଇଛି ‘ବସୁଧା’। ଏହି ଯୋଜନା...

ଏଣିକି ସବୁ ଅଭିଯୋଗ ପାଇଁ ‘୧୩୯’

ଭୁବନେଶ୍ୱର,୨୪।୧(ବ୍ୟୁରୋ): ଭାରତୀୟ ରେଳପଥ ପକ୍ଷରୁ ସମସ୍ତ ହେଲ୍ପଲାଇନ ନମ୍ବରକୁ ଗୋଟିଏ ହେଲ୍ପଲାଇନ ନମ୍ବର-୧୩୯ ସହିତ ମିଶ୍ରଣ କରାଯାଇଛି। ଯାତ୍ରୀମାନେ ହେଲ୍ପଲାଇନ ନମ୍ବରକୁ ସହଜରେ ମନେରଖିବା ପାଇଁ...

ରାଜଧାନୀରେ ଚାଞ୍ଚଲ୍ୟ; ଅଳିଆ ଗଦାରୁ ମିଳିଲା କଟା ହାତ, ଗୋଡ଼

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ଖାରବେଳନଗର ଥାନା ଅଞ୍ଚଳରୁ ଗୁରୁବାର କଟା ହାତ, ଗୋଡ଼ ଜବତ ହୋଇଛି। ଏହା କାହାର, ଏଠାକୁ କିପରି ଆସିଲା ତାହା ଏଯାଏ...

ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଚାଲିଗଲା ଦମ୍ପତିଙ୍କ ଜୀବନ

ଖୋର୍ଦ୍ଧା ଅଫିସ,୧୭ା୧୨: ଷୋହଳ ନଂ ଜାତୀୟ ରାଜପଥ ଦୀକ୍ଷିତପଡ଼ା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବିଦ୍ୟୁତ୍‌ଖୁଣ୍ଟ ବୋଝେଇ ଟ୍ରକ୍‌କୁ ବାଇକ୍‌ ପଛପଟୁ ଧକ୍କା...

୬ ମାସ ପରେ ଖୋଲିଲା ବାଲୁଖଣ୍ଡ ପ୍ରକୃତି ନିବାସ: ଫୁଲ, ଚନ୍ଦନ ଦେଇ ପର୍ଯ୍ୟଟକଙ୍କୁ ସ୍ବାଗତ

ପୁରୀ ଅଫିସ, ୩।୧୧: ବାତ୍ୟା ଫନୀ ପରଠାରୁ ବନ୍ଦ ରହିଥିବା ପୁରୀର ବାଲୁଖଣ୍ଡ ପ୍ରକୃତି ନିବାସ ଠିକ୍‌ ୬ ମାସ ପରେ ଶନିବାର ପର୍ଯ୍ୟଟକଙ୍କ ପାଇଁ...

ଦୈନିକ ୧୧୬ ଟଙ୍କାରେ କାମ କରୁଛନ୍ତି ଦିବ୍ୟାଙ୍ଗ

ବାଲେଶ୍ୱର ଅଫିସ, ୩୧।୮-ବାଲେଶ୍ୱର ପୌରାଞ୍ଚଳ କାର୍ଯ୍ୟାଳୟରେ ପିଅନ ଭାବେ କାର୍ଯ୍ୟ କରୁଥିବା ରାକେଶ କୁମାର ପଣ୍ଡା(୪୫) ନାମକ ଜଣେ ଦିବ୍ୟାଙ୍ଗ ଦୈନିକ ୧୧୬ ଟଙ୍କାରେ ଦୀର୍ଘ...

Advertisement
Archives

Model This Week