ଅସ୍ଥାୟୀ ମେଡିକାଲ ବାହାରେ ୧୪୪ ଧାରା

ଅନୁଗୋଳ ଅଫିସ, ୧୧।୫: କରୋନା ସଂକ୍ରମଣ ତାଲିକାକୁ ଆସିଯିବା ପରେ ଅନୁଗୋଳ ଜିଲାର ବିଭିନ୍ନ ଥାନା ଅଞ୍ଚଳରେ ରବିବାର ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ବିଭିନ୍ନ ଥାନା ଅଞ୍ଚଳରେ ଚେକିଂ ଚାଲିଛି। ସହରକୁ ଆସୁଥିବା ଲୋକମାନେ କେଉଁ କାମରେ ଆସୁଛନ୍ତି, ଅନୁମତି ନେଇଛନ୍ତି କି ନାହିଁ ତାହା ଯାଞ୍ଚ କରାଯାଉଛି ବୋଲି ଏସ୍‌ଡିପିଓ ଅଶ୍ୱିନୀ ସାହୁ ସୂଚନା ଦେଇଛନ୍ତି। ସହରର ଶିମିଳିପଡ଼ା, ହେମସୁରପଡ଼ା, ରାଜା ଛକ, ହରିମହୁରୀ ଛକ, ମିଶ୍ରପଡ଼ା ଛକ, ହୁଲୁରିସିଂହା, ଛେଳିଆପଡ଼ା, ରାଣୀଗୋଡ଼ା, ଥାନା ଛକ, ସର୍କିଟ ହାଉସ ଛକ, ଜଗନ୍ନାଥ ମନ୍ଦିର, କାଲଟାକ୍ସ ଛକ, ଗାନ୍ଧୀମାର୍ଗ ଆଦିରେ ଯାଞ୍ଚ କରାଯାଉଛି। ସେହିପରି ସରକାରଙ୍କ ପରବର୍ତ୍ତୀ ନିର୍ଦ୍ଦେଶନାମା ନ ଆସିବା ପର୍ଯ୍ୟନ୍ତ ଅନୁଗୋଳ ସବୁଜ ଜୋନ୍‌ରେ ରହିବ ଓ ପୂର୍ବ କଟକଣା ବଳବତ୍ତର ରହିବ ବୋଲି କୁହାଯାଇଛି। ଜିଲାପାଳଙ୍କ ନିର୍ଦ୍ଦେଶନାମା ଅନୁଯାୟୀ, ଜିଲାର ସମସ୍ତ ଅସ୍ଥାୟୀ ମେଡିକାଲ ଶିବିର ଚୁତଃପାର୍ଶ୍ୱର ୧ ଶହ ମିଟର ପରିଧି ମଧ୍ୟରେ ୧୪୪ ଧାରା ଜାରି ରହିବ। ବିନା ଅନୁମତିରେ କୌଣସି ଅଣସ୍ବୀକୃତିପ୍ରାପ୍ତ ବ୍ୟକ୍ତି ଏହା ନିକଟକୁ ଯାଇ ପାରିବେ ନାହିଁ। ଉଲ୍ଲଂଘନ ହେଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

ଋଷିକୁଲ୍ୟା ରୟତ ମହାସଭାର ବଡ଼ ଦାବି

ଛତ୍ରପୁର,୧୩ା୯(ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଭାଗଚାଷୀଙ୍କ ସ୍ବାର୍ଥରକ୍ଷା ପାଇଁ ସ୍ବତନ୍ତ୍ର ଭାଗଚାଷୀ ଆଇନ ପ୍ରଣୟନ ସହ ଭୂ-ବନ୍ଦୋବସ୍ତ ପ୍ରକ୍ରିୟା ତୁରନ୍ତ କାର୍ଯ୍ୟକାରୀ କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?