ଅସ୍ଥାୟୀ ଶିବିର ସମ୍ମୁଖରେ ୧୪୪ଧାରା ଜାରି

ଖଇରା,୧୦।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକର ବିଭିନ୍ନ ଅସ୍ଥାୟୀ ଚିକିତ୍ସା ଶିବିର ଆଗରେ ଭିଡ ଉପରେ କଟକଣା ଲଗାଇବାକୁ ପ୍ରଶାସନ ପକ୍ଷରୁ ଶନିବାର ଠାରୁ ୧୪୪ଧାରା ଜାରି କରାଯାଇଛି। ଏସମ୍ପର୍କରେ ଶନିବାର ଅପରାହ୍ନରେ ଖଇରା ତହସିଲ ପକ୍ଷରୁ ମାଇକ ଯୋଗେ ପ୍ରଚାର କରି ଜନସାଧାରଣଙ୍କୁ ଅବଗତ କରାଯାଇଛି । ଅସ୍ଥାୟୀ ଶିବିରଠାରୁ ୧ଶହ ମିଟର ଦୂରତା ବ୍ୟବଧାନରେ ଏହି ୧୪୪ଧାରା ଲାଗୁ କରାଯାଇଛି। ଏକତ୍ର ସେହି ସ୍ଥାନରେ ଛିଡା ହେବାର ପ୍ରଶାସନ ନଜରକୁ ଆସିଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୂଚନା ପ୍ରଦାନ କରାଯାଇଛି। ଖଇରା ବ୍ଲକରେ ୧୪୨ଟି ଅସ୍ଥାୟୀ ଶିବିର ସମ୍ମୁଖରେ ଏହି ନିୟମ ଲାଗୁ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ି ଆସୁଛି ସମୁଦ୍ର: ଗର୍ଭରେ ଲୀନ ହେବାକୁ ବସିଲାଣି ଆଉ ଦୁଇ ମନ୍ଦିର

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଦିନକୁ ଦିନ ସମୁଦ୍ର ଅତିକ୍ରମଣ କରିବା ସହ ଉଚ୍ଚ ଜୁଆର ଢେଉ…

ଘରେ ତାଲା ଭାଙ୍ଗି ଗହଣା ଲୁଟ୍‌

ଡେରାବିଶ, ୨୬।୯ (ବାର୍ତ୍ତାଦାତା ଅଜୟ ଦାସ): ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଛୋଟୀ ପଞ୍ଚାୟତର ଛୋଟୀ ଗ୍ରାମରେ ଗୃହକର୍ତ୍ତାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଶୁକ୍ରବାର ବିଳମ୍ବିତ…

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ.…

ମୁରବୀ ବିହୀନ ହୋଇପଡ଼ିଛି କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ, ନିଯୁକ୍ତିର ୪ ମାସ ପରେ ବଦଳି

କର୍ଲାମୁଣ୍ଡା,୨୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ବଦଳି ପରେ ଏବେ ଶିକ୍ଷା ବିଭାଗ ମୁରବୀ ବିହୀନ ହୋଇପଡ଼ିଛି।…

ଶ୍ରୀଜିଉଙ୍କ ସୁନାବେଶ ପାଇଁ ତିଆରି ହେବ ନୂଆ ଅଳଙ୍କାର ସେଟ୍‌

ପୁରୀ, ୨୬।୫: ଶ୍ରୀଜିଉଙ୍କ ସୁନାବେଶ ପାଇଁ ନୂଆ ଅଳଙ୍କାର ସେଟ୍‌ ତିଆରି କରାଯିବ। ଏ ନେଇ ଶ୍ରୀମନ୍ଦିର ପରିଚାଳନା କମିଟିର ଅନୁମୋଦନ ମିଳିଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…

କଳିଙ୍ଗା ଘାଟିରେ ପରିବହନ ମନ୍ତ୍ରୀ: ବିକଳ୍ପ ରାସ୍ତା ନିର୍ମାଣ ଓ ଘାଟି ରାସ୍ତା ମରାମତି ନେଇ ଅନୁଧ୍ୟାନ

ଭଞ୍ଜନଗର, ୨୬/୯ (ବାବୁଲା ପ୍ରଧାନ): ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିର ଦୁଇଟି ସ୍ଥାନରେ ଭୂସ୍ଖଳନ ହେବାରୁ ବିଗତ ୫ ଦିନ…

ଭୟଙ୍କର ଭୂସ୍ଖଳନ: ହଠାତ୍‌ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା

ବଞ୍ଚୋ,୨୬ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅଧୀନ ତରତରା ପଂଚାୟତ ବାହିଆବାରଦଣ୍ଡା ଅଞ୍ଚଳର ବାରହାଗାଡ଼ିଆ ନିକଟରେ ଶନିବାର ଏକ ଭୟାନକ ଭୂସ୍କଳନ ଘଟିଥିବା ଜଣାପଡ଼ିଛି। ହଠାତ୍‌ ମାଟି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?