ଅହମ୍ମଦାବାଦ୍‌କୁ ବ୍ୟାପିଲା ଜେଏନ୍‌ୟୁ ହିଂସା: ଏବିଭିପି-ଏନ୍‌ଏସ୍‌ୟୁଆଇ କର୍ମକର୍ତ୍ତା ମୁହାଁମୁହିଁ

ଅହମ୍ମଦାବାଦ୍‌,୭।୧: ଜେଏନ୍‌ୟୁ ହିଂସା ନେଇ ଦେଶର ବିଭିନ୍ନ ସହରରେ ପ୍ରଦର୍ଶନ ଜାରି ରହିଛି। ମଙ୍ଗଳବାର ଗୁଜରାଟ ଅହମ୍ମଦାବାଦ୍‌ରେ ଏବିଭିପି-ଏନ୍‌ଏସ୍‌ୟୁଆଇ କର୍ମକର୍ତ୍ତା ମୁହାଁମୁହିଁ ହୋଇଛନ୍ତି। ଉଭୟପକ୍ଷଙ୍କ ମଧ୍ୟରେ ମାଡ଼ପିଟ ହୋଇଛି। ଏହା ସହିତ ଉଭୟ ପକ୍ଷଙ୍କ ମଧ୍ୟରେ ଟେକା ପଥର ମାଡ଼ ହୋଇଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଏଥିରେ କେତେକ ସାଧାରଣ ଲୋକ ଆହତ ହୋଇଥିବା କୁହାଯାଉଛି। ଏବିଭିପି କାର୍ଯ୍ୟାଳୟ ନିକଟରେ ଉଭୟ ପକ୍ଷ ମୁହାଁମୁହିଁ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପଶି ପାରିବେ ନାହିଁ ଜଣାଶୁଣା ୟୁଟ୍ୟୁବର

ନୂଆଦିଲ୍ଲୀ,୧୦।୭: ଜଣାଶୁଣା ନ୍ୟୁଜିଲାଣ୍ଡ ୟୁଟ୍ୟୁବର କାର୍ଲ ରକ୍‌ଙ୍କୁ ଭାରତରେ ପ୍ରବେଶ କରିବା ଉପରେ ଗତ ଅକ୍ଟୋବରରୁ କଟକଣା ଲଗାଯାଇଛି। ଭାରତୀୟ ଭିଜାର ନିୟମ ଭଙ୍ଗ କରିଥିବାରୁ...

ଡ୍ରଗ୍ସ୍‌ କାରବାର ନେଇ ବଲିଉଡ୍‌କୁ ବଦନାମ କରାଯାଉଛି: ଜୟା

ନୂଆଦିଲ୍ଲୀ, ୧୫।୯: ଡଗ୍ସ୍‌ କାରବାର ନେଇ ବଲିଉଡ୍‌କୁ ବଦନାମ କରାଯିବାର ଯୋଜନା କରାଯାଉଛି। ମନୋରଞ୍ଜନ ଶିଳ୍ପ ପ୍ରତିଦିନ ୫ ଲକ୍ଷରୁ ଅଧିକ ଲୋକଙ୍କୁ ରୋଜଗାର ଯୋଗାଇ...

ବାର୍ବରାଙ୍କ ସ୍ବାସ୍ଥ୍ୟ ରିପୋର୍ଟ ୨ ସପ୍ତାହ ମଧ୍ୟରେ ଦିଅ

ମୁମ୍ବାଇ,୧୮।୭: ୨୦୧୮ ଏଲ୍‌ଗାର ପରିଷଦ ମାମଲାର ଅଭିଯୁକ୍ତ ତଥା ସାମାଜିକ କର୍ମୀ ବାର୍ବରା ରାଓ(୮୧)ଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଦୁଇପପ୍ତାହ ମଧ୍ୟରେ ରିପୋର୍ଟ ଦେବାକୁ ଜାତୀୟ ମାନବିକ...

ବାର୍ଡ ଫ୍ଲୁ ଆତଙ୍କ: କେରଳରେ ବିପର୍ଯ୍ୟୟ ଘୋଷଣା, ଚିକେନ୍‌-ଅଣ୍ଡା ଦୋକାନ ବନ୍ଦ କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୫।୧: ମହାମାରୀ କରୋନା ପରେ ଏବେ ଦେଶରେ ନୂଆ ସଙ୍କଟ ଦେଖାଦେଇଛି। ଦେଶର ଅନେକ ରାଜ୍ୟରେ ବାର୍ଡ ଫ୍ଲୁ ଆତଙ୍କ ସୃଷ୍ଟି ହୋଇଛି। ରାଜସ୍ଥାନ, ମଧ୍ୟପ୍ରଦେଶ...

ବଲିଉଡ୍‌ ଖାଁଙ୍କୁ ଟାର୍ଗେଟ କଲେ ସୁବ୍ରମଣ୍ୟମ

ମୁମ୍ବାଇ,୧୧।୭: ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ନେଇ ଏବେବି ସସପେନ୍ସ ଜାରି ରହିଥିବା ବେଳେ ପ୍ରତିଦିନ ଏହାକୁ ନେଇ ସୋସିଆଲ ମିଡିଆରେ ଆଲୋଚନା...

ସ୍ତ୍ରୀଙ୍କୁ ରାଜନୀତିକୁ ଆଣିବାରୁ ଶତ୍ରୁତା

ଲକ୍ଷ୍ନୌ,୨।୮ (ଆଇଏଏନ୍‌ଏସ୍‌):୨୦୧୮ ଏପ୍ରିଲ ୮ରେ ଉନ୍ନାଓ ବଳାତ୍କାର ପୀଡ଼ିତା ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାରୀ ବାସଭବନ ଆଗରେ ଆମତ୍ଦାହ ଉଦ୍ୟମ କରି ନ ଥିଲେ କୁଲଦୀପ ସିଂ...

ଆଇବି ଅଫିସର ହତ୍ୟା ପଛରେ ବଡ଼ ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୪ା୬: ଉତ୍ତରପୂର୍ବ ଦିଲ୍ଲୀରେ ଦଙ୍ଗା ସୃଷ୍ଟି କରିବା ଏବଂ ଗୋଇନ୍ଦା ବ୍ୟୁରୋ (ଆଇବି) ଅଫିସର ଅଙ୍କିତ୍‌ ଶର୍ମାଙ୍କୁ ହତ୍ୟା ପଛରେ ଗଭୀର ଷଡ଼ଯନ୍ତ୍ର ଥିଲା। ନିଲମ୍ବିତ...

ଜାତୀୟ ରାଜଧାନୀରେ ୫,୪୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ, ୧।୧୦: ଜାତୀୟ ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ମାମଲା ଦ୍ରୁତବେଗରେ ବଢ଼ିବାରେ ଲାଗିଛି। ଯାହାକି ସ୍ଥାନୀୟ ସରକାରଙ୍କଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ଚିନ୍ତା...

Advertisement


Archives

Model This Week

Why Dharitri