Posted inଜାତୀୟ

ଅହମ୍ମଦାବାଦ୍‌ରେ ୧୪୨ତମ ରଥାଯାତ୍ରା: ଶାହ କଲେ ମଙ୍ଗଳ ଆରତି

ଅହମ୍ମଦାବାଦ୍‌,୪।୭: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଅବସରରେ ଗୁଜରାଟ ରାଜଧାନୀ ଅହମ୍ମଦାବାଦ୍‌ ଚଳଚଞ୍ଚଳ ହୋଇଉଠିଛି। ଏଠାରେ ଚଳିତ ବର୍ଷ ୧୪୨ତମ ରଥଯାତ୍ରା ପାଳିତ ହେଉଛି। ଏହି ଅବସରରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ନିଜ ପରିବାର ସଦସ୍ୟଙ୍କ ସହିତ ଗୁରୁବାର ଭୋର୍‌ ୪ଟାରେ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ମଙ୍ଗଳ ଆରତି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରମିକ ସ୍ପେଶାଲ ଟ୍ରେନ୍‌କୁ ନେଇ ଜାରି ହେଲା ଗାଇଡଲାଇନ୍‌

ନୂଆଦିଲ୍ଲୀ,୩।୫: ଲକ୍‌ଡାଉନ ଯୋଗୁ ସାରା ଦେଶରେ ଫସି ରହିଥିବା ଶ୍ରମିକ, ଶିକ୍ଷାର୍ଥୀ, ଶ୍ରଦ୍ଧାଳୁ ଆଦିଙ୍କୁ ନିଜ ନିଜ ରାଜ୍ୟରେ ପହଞ୍ଚାଇବା ପାଇଁ ଶ୍ରମିକ ସ୍ପେଶାଲ ଟ୍ରେନ୍‌...

ଖୋଲିଲା ମଦ ଦୋକାନ: ଲାଗିଲା ଗ୍ରାହକଙ୍କ ଲମ୍ବା ଲାଇନ

ନୂଆଦିଲ୍ଲୀ,୪।୫: କରୋନା ସଂକ୍ରମଣ ରୋକିବାକୁ ସୋମବାରଠାରୁ ଦେଶରେ ଲାଗୁ ହୋଇଛି ଲକ୍‌ଡାଉନ ୩.୦। ପୂର୍ବରୁ ଯେଉଁ ୪୦ ଦିନିଆ ଲାକ୍‌ଡାଉନ ଘୋଷଣା କରାଯାଇଥିଲା ସେତେବେଳେ ମଦ...

ଚାଇନା ଆପ୍‌ ବ୍ୟାନ୍‌: ଟିକ୍‌ଟକ୍‌ ଖୋଲିଲେ ଆସୁଛି ଏଭଳି ନୋଟିସ୍‌

ନୂଆଦିଲ୍ଲୀ,୩୦।୬: ଭାରତ ସରକାର ଟିକ୍‌ଟକ୍‌ ସମେତ ଚାଇନାର ୫୯ଟି ଆପ୍‌କୁ ନିଷିଦ୍ଧ କରିବାକୁ ଘୋଷଣା କରିଛନ୍ତି। ଏପରିସ୍ଥଳେ ମଙ୍ଗଳବାର ସକାଳୁ ଗୁଗୁଲ୍‌ ପ୍ଲେ ଷ୍ଟୋରରୁ ଏହି...

ଇଂଲଣ୍ଡ ଯିବା ପୂର୍ବରୁ ଶିରିଡି ସାଇ ଦର୍ଶନ କଲେ କୋଚ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ, ୨୧।୫: ମେ ୩୦ରୁ ଇଂଲଣ୍ଡରେ ଆରମ୍ଭ ହେଉଛି ବିଶ୍ୱକପ୍‌ ମହାସମର। ଏଥିପାଇଁ ଭାରତୀୟ କ୍ରିକେଟ ଦଳ ମଙ୍ଗଳବାର ଇଂଲଣ୍ଡ ଅଭିମୁଖେ ଯାତ୍ରା କରିବାର କାର୍ଯ୍ୟକ୍ରମ...

ମୋବାଇଲ୍‌ ସ୍କ୍ରିନ୍‌ ଦ୍ୱାରା ବି ବ୍ୟାପିପାରେ କରୋନା ଭୂତାଣୁ !

ନୂଆଦିଲ୍ଲୀ,୪।୩ : କରୋନା ସଂକ୍ରମଣ ନେଇ ଏବେ ପୃଥିବୀ ସାରା ଆତଙ୍କ ଖେଳି ଯାଇଛି। ଏଥିରୁ ଦୂରେଇ ରହିବା ପାଇଁ ବିଭିନ୍ନ ଉପାୟ ସମ୍ପର୍କରେ ଚିକିତ୍ସକ...

ବୋଲେରୋ ଉପରେ ଚଢ଼ିଗଲା ଟ୍ରକ୍‌: ୧୧ ମୃତ

ଜୟପୁର, ୧୫।୩: ରାଜସ୍ଥାନର ଜୟପୁରଠାରେ ଏକ ବୋଲେରୋ ଉପରେ ଟ୍ରକ୍‌ ଚଢ଼ିଯିବାରୁ ୧୧ ଜଣ ପ୍ରାଣ ହରାଇବା ସହ ୩ ଗୁରୁତର ହୋଇଛନ୍ତି। ଯୋଧପୁର ଜିଲା...

ସ୍ପାଇସ୍‌ ଜେଟ୍‌ ବିମାନକୁ ଅଟକାଇଥିଲା ପାକ୍‌ ବାୟୁସେନା

ନୂଆଦିଲ୍ଲୀ,୧୮-୧୦:ଫେବୃୟାରୀ ୨୬ରେ ଭାରତୀୟ ବାୟୁସେନାର ବାଲାକୋଟ ଏୟାରଷ୍ଟ୍ରାଇକ୍‌ ପରେ ନୂଆଦିଲ୍ଲୀ ଓ ଇସ୍‌ଲାମାବାଦ ମଧ୍ୟରେ ଉତ୍ତେଜନା ଲାଗିରହିଛି। ସେପ୍ଟେମ୍ବର ୨୩ରେ ନୂଆଦିଲ୍ଲୀରୁ କାବୁଲ ଯାଉଥିବା ଭାରତୀୟ...

ଏଏନ୍‌-୩୨ ବିମାନର ଭଗ୍ନାବଶେଷ ମିଳିବା ପରେ ଏବେ ୧୩ ନିଖୋଜ ବ୍ୟକ୍ତିଙ୍କ ସର୍ଚ୍ଚ ଅପରେଶନ ଆରମ୍ଭ

ଇଟାନଗର,୧୨।୬: ଜୁନ ୩ରେ ନିଖୋଜ ହୋଇଥିବା ବାୟୁସେନା ବିମାନ ଏଏନ-୩୨ର କିଛି ଭଗ୍ନାଂଶକୁ ଏମ୍‌ଆଇ-୧୭ ହେଲିକେପ୍ଟର ମଙ୍ଗଳବାର ଠାବ କରିବା ପରେ ବାୟୁସେନା ପକ୍ଷରୁ ଏବେ...

Coronavirus Update


Archives

Model This Week

Why Dharitri