Posted inଖେଳ

ଆଂଶିକାଙ୍କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୧୭।୧୦(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ରିଲିଆନ୍ସ ଫାଉଣ୍ଡେଶନ ପକ୍ଷରୁ ଚାଲିଥିବା ରାଜ୍ୟସ୍ତରୀୟ ପ୍ରତିଭା ଅନ୍ବେଷଣ ଏବଂ ଦୌଡ଼କୁଦ ପ୍ରତିଯୋଗିତାର ଜୁନିୟର ବାଳିକା ଶଟ୍‌ପୁଟ୍‌ ଇଭେଣ୍ଟରେ ଆଂଶିକା ରାଉତରାୟ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଅଲିମ୍ପିଆନ ଅନୁରାଧା ବିଶ୍ୱାଳଙ୍କ ତନୟା ଆଂଶିକା ୧୧.୩୩ ମିଟର ଦୂରକୁ ଶଟ୍‌ପୁଟ୍‌ ଫିଙ୍ଗି ଏହି ସଫଳତା ପାଇଛନ୍ତି। ଅର୍ପିତା ସାହୁ ରୌପ୍ୟ ଓ ଶିବାନୀ ବ୍ରୋଞ୍ଜ ପଦକ ପାଇଛନ୍ତି। ଏଠାରେ ପ୍ରଥମସ୍ଥାନ ଅଧିକାର କରିଥିବାରୁ ସାଇ ଇଣ୍ଟରନ୍ୟାଶନାଲ ସ୍କୁଲରେ ଅଧ୍ୟୟନରତ ଆଂଶିକା ଆସନ୍ତା ନଭେମ୍ବରରେ ବମ୍ବେରେ ହେବାକୁଥିବା ସର୍ବଭାରତୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତର ଦମଦାର ବିଜୟ

ଅକ୍‌ଲାଣ୍ଡ,୨୪।୧- ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଦଳ ଦମଦାର ବିଜୟ ହାସଲ କରିଛି। ଘରୋଇ ଦଳ ଦ୍ୱାରା ଧାର୍ଯ୍ୟ ୨୦୩ ରନ୍‌ର ବିଶାଳ ବିଜୟ...

ନୀତିଶ ୟୁପି ଯୋଦ୍ଧା ଅଧିନାୟକ

ନୂଆଦିଲ୍ଲୀ, ୧୬ା୭ (ପି.ଟି.)- ଜୁଲାଇ ୨୦ରୁ ଆରମ୍ଭ ହେବ ପ୍ରୋ-କବାଡ଼ି ଲିଗ୍‌ (ପିକେଏଲ୍‌)ର ୭ମ ସଂସ୍କରଣ। ମଙ୍ଗଳବାର ଯୁବ ଡିଫେଣ୍ଡର ନୀତିଶ କୁମାରଙ୍କୁ ୟୁପି ଯୋଦ୍ଧାର...

ଅଧରାତିରେ ଏମିତି କାମ କରୁଥିଲେ ଷ୍ଟିଭ୍‌ ସ୍ମିଥ୍‌: ଧରିଦେଲେ ସ୍ତ୍ରୀ

ଆଡିଲେଡ,୧୯।୧୨:ଆଶେସ ସିରିଜରେ ଅଷ୍ଟ୍ରେଲିଆ ଦଳ ଏକ ଭଲ ସ୍ଥିତିରେ ଅଛି। ପ୍ରଥମ ଟେଷ୍ଟ ମ୍ୟାଚ ଜିତିବା ପରେ ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଅଷ୍ଟ୍ରେଲିଆର ସ୍ଥିତି ମଜଭୁତ...

ସିରିଜ ବିଜୟ ଲକ୍ଷ୍ୟରେ ଭାରତ

ବେଙ୍ଗାଲୁରୁ,୨୧।୯ (ପି.ଟି.)- ସ୍ଥାନୀୟ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଭାରତ ଓ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ରବିବାର ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ପରସ୍ପରକୁ ଭେଟିବେ।...

ବୋପାନ୍ନା-ଶାପୋଭାଲୋଭ କ୍ୱାର୍ଟରରେ

ରୋଟରଡାମ୍‌, ୧୨।୨ (ପି.ଟି.): ଭାରତୀୟ ଅଭିଜ୍ଞ ଟେନିସ ଖେଳାଳି ରୋହନ ବୋପାନ୍ନା ନେଦରଲାଣ୍ଡ୍ସରେ ଚାଲିଥିବା ରୋଟର୍‌ଡାମ ଓପନ୍‌ ପ୍ରତିଯୋଗିତାର ପୁରୁଷ ଡବଲ୍ସ କ୍ୱାର୍ଟର ଫାଇନାଲରେ ପ୍ରବେଶ...

ପିପିଇ କିଟ୍‌ ପିନ୍ଧି ଆଇପିଏଲ୍‌ ଖେଳିବାକୁ ଗଲେ ଖେଳାଳି

ଜୟପୁର, ୨୦।୮: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଚଳିତ ବର୍ଷ କରୋନା ମହାମାରୀ ଲାଗି...

ଧୋନୀ, ଗିଲଖ୍ରୀଷ୍ଟଙ୍କଠାରୁ ଉନ୍ନତର ଉଇକେଟକିପର ବ୍ୟାଟ୍ସମ୍ୟାନ

କରାଚୀ,୨୨।୯: କ୍ରିକେଟ ଇତିହାସରେ ସର୍ବଶ୍ରେଷ୍ଠ ଉଇକେଟକିପର ବ୍ୟାଟ୍ସମ୍ୟାନ ଭାବେ ବିବେଚିତ ଅଷ୍ଟ୍ରେଲିଆର ଆଡାମ ଗିଲଖ୍ରୀଷ୍ଟ ଓ ଭାରତର ମହେନ୍ଦ୍ର ସିଂ ଧୋନୀ। ଏମାନଙ୍କୁ ପଛରେ ପକାଇଛନ୍ତି...

ଅଶ୍ୱାରୋହୀ ମିର୍ଜାଙ୍କୁ ଐତିହାସିକ ଅଲିମ୍ପିକ ଯୋଗ୍ୟତା

ନୂଆଦିଲ୍ଲୀ, ୨୪।୧୧- ଅଶ୍ୱ ଚାଳନାରେ ଦୁଇଥର ଏସୀୟ ପଦକ ବିଜେତା ଫଓ୍ବାଦ ମିର୍ଜା ୨୦୨୦ ଟୋକିଓ ଅଲିମ୍ପିକକୁ ଯୋଗ୍ୟତା ହାସଲ କରିଛନ୍ତି। ଏଥିସହ ଦୀର୍ଘ ୨୦...

Advertisement
Archives

Model This Week